Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଅକୁ ଧରି ପୁରନ୍ତା ନଦୀକୁ ଡେଇଁଲା ମା’

ପିପିଲି: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ । ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ଜଣଙ୍କ ନଦୀକୁ ଡେଇଁ ପଡିଛନ୍ତି । ଏହା…

ଓଡିଶାର ବିଭିନ୍ନ ନଦୀ ଅବବାହିକାରେ ବନ୍ୟାସ୍ଥିତିର ସମୀକ୍ଷା କଲେ ଉନ୍ନୟନ କମିଶନର

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ଆଜି ସେଚ ସଦନ ସ୍ଥିତ ବନ୍ୟା ନିୟନ୍ତ୍ରଣ କକ୍ଷରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଓ ସଂପୃକ୍ତ ମୁଖ୍ୟଯନ୍ତ୍ରୀଙ୍କ ଉପସ୍ଥିତିରେ ବନ୍ୟା ପରିସ୍ଥିତି ସମୀକ୍ଷା କରିଛନ୍ତି । ବୈଠକରେ…

ଆସନ୍ତା ୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ: ଜଷ୍ଟିସ୍ ରଥ

ପୁରୀ: ଆସନ୍ତା ୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ । ଏନେଇ ସୂଚନା ଦେଇଛନ୍ତି ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ଆସନ୍ତା ୨୫ ତାରିଖରୁ ଜଗତଜନନୀ ମା’ଙ୍କ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଯିବ । ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଗଲେ ଆଉ କିଛି କରିହେବନି…

ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ଵର: ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ । ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର । ଆସନ୍ତା ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟରେ ରହିବେ ଡିଜି ୱାଇବି ଖୁରାନିଆ । ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର…

ଭାରତ ମିଶନ ଚାମ୍ବରରେ ତାଲା ପକାଇଲେ କାଉନସିଲର ଏବଂ ପୌରପରିଷଦ ଅଧ୍ୟକ୍ଷା

ବରଗଡ଼: ବରଗଡ ପୌର ପରିଷଦରେ ବଡ ଧରଣର ଘୋଟାଲାର ପର୍ଦ୍ଦାଫାସ ପରେ ସ୍ୱଚ୍ଚ ଭାରତ ମିଶନ ଚାମ୍ବରରେ ତାଲା ପକାଇଲେ କାଉନସିଲର ଏବଂ ବରଗଡ ପୌରପରିଷଦ ଅଧ୍ୟକ୍ଷା । ବରଗଡ଼ ମ୍ୟୁନିସିପାଲିଟିର ୟୁଜର୍ଶ ଫିଜ୍ କୁ ନେଇ ବଡ଼ ଧରଣର ଚଞ୍ଚକତା ଅଭିଯୋଗରେ ବରଗଡ଼ ମ୍ୟୁନିସିପାଲଟି ର ସମସ୍ତ କାଉନସିଲର ଓ…

କମ୍ୟୁନିଟି କ୍ରିକେଟ୍ କାର୍ଯ୍ୟକ୍ରମ କ୍ରୀଡା ମାଧ୍ୟମରେ ବସ୍ତି ଯୁବକଙ୍କୁ ସଶକ୍ତି କରଣ

ଭୁବନେଶ୍ୱର: ଭୁବନେଶ୍ୱରର ବସ୍ତି ଅଞ୍ଚଳରୁ ବଞ୍ଚିତ ଯୁବକମାନଙ୍କୁ ଜୀବନ ପରିବର୍ତ୍ତନକାରୀ ସୁଯୋଗ ଯୋଗାଇବାରେ ଅଗ୍ରଗତି ଜାରି ରଖିଛି ପ୍ରୋ ସ୍ପୋର୍ଟ ଡେଭଲପମେଣ୍ଟ (ପିଏସଡି) ଦ୍ୱାରା ପରିଚାଳିତ କମ୍ୟୁନିଟି କ୍ରିକେଟ୍ କାର୍ଯ୍ୟକ୍ରମ (ସିସିପି) । ଏହି ଅଭିନବ, ମିଶ୍ରିତ-ଲିଙ୍ଗଗତ ପଦକ୍ଷେପ…

ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ଆଶ୍ୱସ୍ତି

କଟକ: ଚମ୍ପୁଆ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି । ତାଙ୍କ ବିରୋଧରେ ଚାଲିଥିବା ନିର୍ବାଚନୀ ଅନିୟମିତତା ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଚଳିତ ନିର୍ବାଚନରେ ଚମ୍ପୁଆରୁ ସ୍ବାଧୀନ ପ୍ରାର୍ଥୀ ଥିବା ଗୁରୁବକ୍ସ ସିଂ ଆଲୁୱାଲିଆ କରିଥିବା ମାମଲା ଧାର୍ଯ୍ୟ ସମୟ ସୀମା ପରେ…

ରାଜ୍ୟରେ ୬ ହଜାର ମୁହାଁ ଡେଙ୍ଗୁ ସଂକ୍ରମଣ, ୨୪ ଘଣ୍ଟାରେ ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ କାୟା ବିସ୍ତାର କରିଛି ଡେଙ୍ଗୁ ଜ୍ବର । ଯାହାକୁ ନେଇ ଭୟବୀତ ଅଛନ୍ତି ଲୋକେ । ବର୍ତ୍ତମାନ ସୁଦ୍ଧା ୬ ହଜାର ଛୁଇଁଛି ରୋଗୀଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ରାଜ୍ୟରେ ଡେଙ୍ଗୁ ପରୀକ୍ଷା ପାଇଁ କିଟ୍‌ର ଅଭାବ ଦେଖା ଦେଇଛି । ପୁଣି ଅକ୍ଟୋବର ମାସ ପର୍ଯ୍ୟନ୍ତ ଏହି…

ମେଜରଙ୍କ ବାନ୍ଧବୀଙ୍କୁ ଜାମିନ, ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ହୋଇଥିଲେ ଗିରଫ

କଟକ: ମେଜରଙ୍କ ବାନ୍ଧବୀଙ୍କୁ ମିଳିଲା ହାଇକୋର୍ଟରୁ ଜାମିନ l ଗତକାଲି ଶୁଣାଣି ଅସମାପ୍ତ ରଖି ଆଇଓଙ୍କୁ ହାଜର ପାଇଁ ନିର୍ଦ୍ଦେଶ କରିଥିଲେ କୋର୍ଟ l ଆଜି ମାମଲାର ଶୁଣାଣି କରି ଯୁବତୀଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ l ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଉକ୍ତ ଯୁବତୀଙ୍କୁ ଗିରଫ…

ବାଲେଶ୍ବର ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପରେ ଏପରି କହିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆଜି ଆକାଶ ମାର୍ଗରୁ ବାଲେଶ୍ବର ଜିଲ୍ଲାର ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ ପରେ ସେଠାକାର ସ୍ଥିତି ଉଦବେଗ ଜନକ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲଘୁଚାପ ଜନିତ ବର୍ଷା କରାଣରୁ ୩ଟି ନଦୀରେ ଜଳସ୍ତର ବଢ଼ିଛି । ଫଳରେ ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି…