Latest Odisha News
Browsing Category

ଓଡିଶା

Odisha

ଗ୍ରୀଷ୍ମ ଛୁଟି ନିର୍ଦ୍ଦେଶ ଅଣଦେଖା କଲେ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସରକାରୀ ଗ୍ରୀଷ୍ମ ଛୁଟି ନିର୍ଦ୍ଦେଶକୁ ଅଣଦେଖା କରୁଥିବା ସ୍କୁଲଗୁଡ଼ିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ସରକାର। ରାଜ୍ୟରେ ଚାଲିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସ୍କୁଲ ଛୁଟି ଘୋଷଣା କରିଥିଲେ। କିନ୍ତୁ କିଛି…

ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଭୂଷଣ ଷ୍ଟିଲ୍ ସମ୍ମୁଖରେ ବିକ୍ଷୋଭ

ଝାରସୁଗୁଡା: ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଝାରସୁଗୁଡା ସ୍ଥିତ ଭୂଷଣ ପାୱାର ଆଣ୍ଡ ଷ୍ଟିଲ୍ ଲିମିଟେଡ୍ (ବିପିଏସଏଲ୍) ପ୍ଲାଣ୍ଟ ନିକଟରେ କର୍ମଚାରୀ, ଠିକା କର୍ମଚାରୀ, ସ୍ଥାନୀୟ ବିକ୍ରେତା ଏବଂ ଛୋଟ ବ୍ୟବସାୟୀଙ୍କ ସମେତ ବହୁ ସଂଖ୍ୟକ ଲୋକ ଏକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…

ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ବିମାନ ଉଡ଼ାଣ, ଏହି ମାସରୁ ଆରମ୍ଭ 

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଜଧାନୀ ଆବୁଧାବିକୁ ସିଧାସଳଖ ବିମାନ ସେବା ଜୁନ୍ ୨୦୨୫ରୁ ଆରମ୍ଭ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ସୂଚନା ଦେଇଛନ୍ତି। ଏହି ସେବା ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ୍ ଆସେଟ୍ସ…

ଓଡ଼ିଶା ଆସିବେନି ଶାହ: ଗସ୍ତ ସ୍ଥଗିତ 

ଭୁବନେଶ୍ୱର: ଏବେ ଓଡ଼ିଶା ଆସିବେନି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ। ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆସନ୍ତା ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥାନ୍ତେ ଶାହ। ଯାହା ବର୍ତ୍ତମାନ ସ୍ଥଗିତ…

ପାକିସ୍ତାନ୍ ଟାର୍ଗେଟରେ ଓଡ଼ିଶା ! ହ୍ୟାକ କଲା ଏହି ଓ୍ବେବସାଇଟ..

ଭୁବନେଶ୍ବର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ସୂଚନା ମିଳିଛି । ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି ।…

ରାଜ୍ୟକୁ ପୁଣି ଫେରୁଛି ତାତି, ୧୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: କାଳବୈଶାଖୀ ଯୋଗୁ କିଛି ଦିନର ଆଶ୍ବସ୍ତି ପରେ ଏବେ ରାଜ୍ୟକୁ ଧିରେ ଧିରେ ତାତି ଫେରୁଛି । ଆଜିଠୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାହା ଫଲେ ଭୀଷଣ ତାତି ଓ ଗୁଳୁଗୁଳି ଅନୁଭୁତ ହେବ । ଏହା ସହ ଝାଞ୍ଜି ପବନ ମଧ୍ୟ ବହିବା…

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା; ଏହି ମାନଙ୍କୁ ମିଳିବ ୫୦ ପ୍ରତିଶତ ରିହାତି

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା । ମୁଖ୍ୟମନ୍ତ୍ରୀ ବସ୍‌ ସେବାରେ ମହିଳା, ଦିବ୍ୟାଙ୍ଗ ଓ କିନ୍ନରମାନଙ୍କୁ ୫୦ ପ୍ରତିଶତ ରିହାତି ମିଳିବ । ସେହିପରି ଛାତ୍ର, ବରିଷ୍ଠ ନାଗରିକମାନେ ମଧ୍ୟ ୫୦ ପ୍ରତିଶତ ରିହାତିରେ ଯାତ୍ରା କରିପାରିବେ । ବସ୍‌ରେ ସିସିଟିଭି, ଲାଇଭ…

ଏଟିଏମ୍‌ କାର୍ଡ ଲୁଟ୍‌ ଘଟଣା: ବନ୍ଧାହେଲେ ପଶ୍ଚିମବଙ୍ଗର ୩ ଲୁଟେରା ,୫୧ ଏଟିଏମ୍‌ କାର୍ଡ ଜବତ

ଖୋର୍ଦ୍ଧା: ବିଭିନ୍ନ ସମୟରେ ଅଶିକ୍ଷିତ / ବୃଦ୍ଧବୃଦ୍ଧା ଏଟିଏମ୍‌ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନରେ ପଡନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ ଆକାଉଣ୍ଟରରେ ନଜର ରଖିଥିଲେ ଓ ଏଟିଏମ କାର୍ଡ ଚୋରି କରି ଆକାଉଣ୍ଟରୁ ଅର୍ଥ…

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ମାଓବାଦୀ ,୨ ମାଓନତା ନିହତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଙ୍ଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ମାଓବାଦୀ ନିହତ…

ବିଦ୍ୟୁତ ତାର ନିକଟରେ ଅନଧିକୃତ ନିର୍ମାଣ ଯୋଗୁଁ ୧୨୨୯ ଉପଭୋକ୍ତାଙ୍କୁ ଟିପିଏସ୍ଓଡିଏଲର ନୋଟିସ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଓଭରହେଡ ବିଜୁଳି ତାର ନିକଟରେ ଅନଧିକୃତ ନିର୍ମାଣ କରିଥିବା ୧୨୨୯ ଜଣ ଉପଭୋକ୍ତା ଏବଂ ପ୍ରତିଷ୍ଠାନକୁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଦ୍ୟୁତ ଭିତ୍ତିଭୂମି ଏବଂ…