Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାଡଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ହେମନ୍ତ ସୋରେନଙ୍କ ଅନୁରୋଧ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣା । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏନେଇ ସୋଶିଆଲ ମିଡିଆ ‘ଏକ୍ସ’ରେ ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି…

ସୁଭଦ୍ରା ଯୋଜନା: ୨ ହଜାର ଆବେଦନ ଖାରଜ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ କରାଯାଇଛି l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆକାଉଣ୍ଟ ସଠିକ୍‌ ନଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି କହିଛନ୍ତି ପ୍ରଭାତୀ ପରିଡା l ଶତ ପ୍ରତିଶତ ଆବେଦନ…

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି l ଟଙ୍କା ଫେରସ୍ତ ନେଇ…

ଆସନ୍ତା ୩ ଘଣ୍ଟା ପାଇଁ ଟୁଇନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ l ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ l ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l…

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି…

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର…

ପାଗଳ ବିଲୁଆ ଆତଙ୍କ: ୧୩ ଆହତ ଓ ୨ ଗୁରୁତର

ପୁରୀ: ଅସ୍ତରଙ୍ଗ ବ୍ଲକରେ ପାଗଳ ବିଲୁଆ ଆତଙ୍କ। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର ପାଞ୍ଚଟି ଗାଁରେ ଗତ ଦୁଇ ଦିନ ହେବ ପାଗଳ ବିଲୁଆ ଆତଙ୍କ ଖେଳାଯାଇଛି। ବିଲୁଆ କାମୁଡ଼ାରେ ୧୩ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚାରି ଛକ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ତୋଡ଼ା ଜଙ୍ଗଲରେ ଚାଲିଛି ଟ୍ରାଙ୍କୁଲାଇଜ୍, ୬୦ ଜଣିଆ ଟିମ୍ ନିୟୋଜିତ

ସୁନ୍ଦରଗଡ଼: ଆତଙ୍କ ଖେଳାଇଥିବା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍ ଉଦ୍ୟମ।ସୁନ୍ଦରଗଡ଼ ଜିଲ୍ଲା ଜାମୁଡିହି ସେକ୍ସନ୍ ତୋଡ଼ା ଜଙ୍ଗଲରେ ଚାଲିଛି ଟ୍ରାଙ୍କୁଲାଇଜ୍। ୩ଜଣ ସାଇଣ୍ଟିଷ୍ଟ, କପିଳାସର ଗୋଟେ ଟିମ୍, ଭେଟେନାରୀର ଟିମ୍ , ରାଉରକେଲା ଆରସିସିଏଫ ଏବଂ ପାଖାପାଖି ୬୦ ଜଣ ଏହି ପ୍ରକ୍ରିୟାରେ ସାମିଲ…

ମହଙ୍ଗା ପଡିଲା ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା, ପୁଲିସ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ!

ଭୁବନେଶ୍ୱର: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ବଦଳିଲେ ଭରତପୁର ଥାନା ଅଧିକାରୀ।  ଥାନା ଆଇଆଇସି ସମେତ ମହିଳା ଏଏସଆଇ ଓ ଜଣେ କନଷ୍ଟେବଳ ବଦଳିଲେ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର। ତାଙ୍କ…