Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ଗୁରୁତର ତ୍ରୁଟି, ଜାଣନ୍ତୁ କଣ ରହିଛି ଭୁଲ

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାହିତ୍ୟ ବହିରେ ପୁଣି ନୂଆ ତ୍ରୁଟି ଚିହ୍ନଟ ହୋଇଛି, ଯାହା ନୂତନ ପ୍ରକାଶିତ ପାଠ୍ୟପୁସ୍ତକକୁ ନେଇ ବିବାଦକୁ ଅଧିକ ଜଟିଳ କରିଛି। ପୂର୍ବରୁ ଅନେକ ଭୁଲ ପାଇଁ ବ୍ୟାପକ ସମାଲୋଚନାର ଶିକାର ହୋଇସାରିଛି। ଏବେ ପୁଣି ଏକ ଭୁଲ ନୂଆ ବିବାଦ ସୃଷ୍ଟି କରିଛି।…

ନ୍ୟାସ୍‍ନାଲ୍‍ ଗ୍ରୀନ୍ ୟୁନିଭର୍‍ସିଟି ରାଙ୍କିଙ୍ଗ୍‌ ୨୦୨୬: ତୃତୀୟ ସ୍ଥାନରେ କିସ୍

ଭୁବନେଶ୍ୱର: ନ୍ୟାସ୍‍ନାଲ୍‍ ଗ୍ରୀନ୍ ୟୁନିଭର୍‍ସିଟି ରାଙ୍କିଙ୍ଗ୍‌ ୨୦୨୬ରେ କିସ୍‍ ବିଶ୍ୱବିଦ୍ୟାଳୟ ସମଗ୍ର ଭାରତରେ ତୃତୀୟ ସ୍ଥାନ ଅଧିକାର କରିଛି। ପରିବେଶ ଅନୁକୂଳ କ୍ୟାମ୍ପସ ଗଠନ ଏବଂ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ମଧ୍ୟରେ ପରିବେଶ ସଚେତନତା ବୃଦ୍ଧି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ…

ଗାଁରେ ବିଲୁଆ ପଶିଲା ବିଲୁଆ…ଆକ୍ରମଣରେ ୬ ଗୁରୁତର

ବୈପାରୀଗୁଡା: କୋରାପୁଟ ଜିଲ୍ଲା ବୈପାରୀଗୁଡା ଅଂଚଳରେ ବିଲୁଆ ଆତଙ୍କ । ବିଲୁଆ ଆକ୍ରମଣରେ ୬ ଗୁରୁତର । ସମସ୍ତ ଗୁରୁତରଙ୍କୁ ବୈପାରୀଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି । ସୂଚନାଥାଉକି, ବୈପାରୀଗୁଡା…

ନିକଟବର୍ତ୍ତୀ ଜଳାଶୟରେ କୁମ୍ଭୀର ଦେଖିଲେ ହେଲ୍ପଲାଇନରେ ସୂଚନା ଦେବାକୁ ବନ ବିଭାଗର ଅନୁରୋଧ

ଭୁବନେଶ୍ୱର: ମଣିଷ-କୁମ୍ଭୀର ସଂଘର୍ଷର ବିପଦକୁ ହ୍ରାସ କରିବା ପାଇଁ ଲୁଣାଜଙ୍ଗଲ ବନଖଣ୍ଡ (ବନ୍ୟପ୍ରାଣୀ), ରାଜନଗର ବନ ବିଭାଗ ପକ୍ଷରୁ ଏକ ଜରୁରୀକାଳୀନ ହ୍ୱାଟ୍ସଆପ୍ ହେଲ୍ପଲାଇନ୍ ନମ୍ବର ୯୯୩୮୯୧୪୧୦୧ ସକ୍ରିୟ କରାଯାଇଛି। ବର୍ଷା ଋତୁରେ ବ୍ରାହ୍ମଣୀ, ମହାନଦୀ ଏବଂ ବୈତରଣୀ ନଦୀ ପ୍ରଣାଳୀରେ…

Heavy rain alert: ଆଜିଠୁ ବଢ଼ିବ ବର୍ଷା;ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର:ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା। ଭୁବନେଶ୍ଵର ସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି , ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ…

‘ସୋଲାର ରଥ’ର ଶୁଭାରମ୍ଭ କଲେ ଜିଲ୍ଲାପାଳ; ସୌରଶକ୍ତି ବ୍ୟବହାରକୁ ପ୍ରୋତ୍ସାହନ

କଟକ: ସ୍ୱଚ୍ଛ ଓ ନବୀକରଣଯୋଗ୍ୟ ଶକ୍ତିର ବ୍ୟବହାରକୁ ଅଧିକ ପ୍ରୋତ୍ସାହିତ କରିବା ସହ ପିଏମ୍ ସୂର୍ଯ୍ୟ ଘର : ମାଗଣା ବିଜୁଳି ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ଉଦ୍ଦେଶ୍ୟରେ ଟିପିସିଓଡିଏଲ (TPCODL) ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ‘ସୋଲାର ରଥ’ର…

ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ରାଷ୍ଟ୍ରପତିଙ୍କ ଜଳାଭିଷେକ; ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ଭୁବନେଶ୍ୱର ଫେରିବେ…

ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଦିନରେ ଗୋପାଳପୁର ନିକଟବର୍ତ୍ତୀ ଧବଳେଶ୍ୱର ପୀଠରେ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି । ପବିତ୍ର ଶ୍ରାବଣ ମାସରେ ଶିବମନ୍ଦିରରେ ରାଷ୍ଟ୍ରପତିଙ୍କ ତରଫରୁ ଜଳାଭିଷେକ ଓ…

ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ଭିଡ଼ର ସୁଯୋଗ ନେଇ ଲୁଟପାଟ କରୁଥିବା ଅପରାଧୀଙ୍କ ବିରୋଧରେ ପୁରୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଘୋଷଯାତ୍ରା ବେଳେ ସକ୍ରିୟ ଥିବା ବିଭିନ୍ନ ଲୁଟେରା ଗ୍ୟାଙ୍ଗ ଉପରେ କଡ଼ା ନଜର ରଖି ପୋଲିସ ମୋଟ ୧୭୫ ଜଣ ସ୍ନାଚର୍ ବା ଲୁଟେରାଙ୍କୁ ଗିରଫ କରିବାରେ…

ଓଡ୍ରାଫ୍‌ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା କ୍ଷେତ୍ରରେ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଥିବା ଓଡ଼ିଶା ସରକାର ଏବେ ନିଜର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ଯାଉଛନ୍ତି। ରାଜ୍ୟର ନିଜସ୍ୱ ଉଦ୍ଧାରକାରୀ ଦଳ 'ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ…

ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିଚାଳନା, ରିଲିଫ ବଣ୍ଟନ, କ୍ଷୟକ୍ଷତିର ଆକଳନ ଏବଂ କ୍ଷତିପୂରଣ ଘୋଷଣା କ୍ଷେତ୍ରରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିବା ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଅଭିଯୋଗ କରାଯାଇଛି। ଭୁବନେଶ୍ୱର ସ୍ଥିତ ଦଳୀୟ ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ…