Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସ୍ଆଇ, ଅପରାହ୍ନ ୧ଟାରୁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ। ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ। ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ…

ନବରଙ୍ଗପୁରରେ ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା!

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଲଜ୍ଜା। ତେନ୍ତୁଳିଖୁଣ୍ଟି ବ୍ଲକରେ ୧୧ ବର୍ଷୀୟା ଉଲଗ୍ନ ନାବାଳିକାର ମୃତଦେହ ଠାବ ହୋଇଛି। ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ସ୍କୁଲ ପଛ ଏକ ବୁଦା ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କ ମୃତଦେହ ଠାବ ହେବା ପରେ…

ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଖବରପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ…

ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସମୀକ୍ଷା; ସବୁ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ପର୍କରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଗୁଆ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଭାରତୀୟ…

୨୮୭୧ କୋଟିର ବିଭିନ୍ନ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: 'ସୁଭଦ୍ରା' ଯୋଜନା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ଆସି ଓଡିଶା ପାଇଁ ୨୮୭୧ କୋଟି ମୂଲ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ରେଳ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ସଂଯୋଗକୁ ଦୃଢ଼ୀଭୁତ କରାଇବା ସହିତ…

୧୩୦ ଗ୍ୟାସ୍ ସିଲିଣ୍ଡର ଜବତ, ୪ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପୁଇଁତଳାରେ ଧରାପଡ଼ିଲେ ଗ୍ୟାସ୍‌ ସିଲିଣ୍ଡର ଚୋର ଗ୍ୟାଙ୍ଗ । ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ୧୫୦ଟି ଗ୍ୟାସ୍ ସିଲିଣ୍ଡର ଜବତ କରାଯାଇଛି । ଜବତ ସିଲିଣ୍ଡର ମଧ୍ୟରେ ୪୫ଟି ଭର୍ତ୍ତି ସିଲିଣ୍ଡର ଥିବାବେଳେ, ୮୫ଟି ଖାଲି ସିଲିଣ୍ଡର…

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ, ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅସୁସ୍ଥତା କାରଣରୁ ଆନ୍ଧ୍ରପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭେଟିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା…

ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ ଓ ପିଅନ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ଆରଆଇ ବରୁଣ ଜେନା ଓ ପିଅନ ବଳରାମ ସାହୁ । ୩୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡିବସିଲା ଭିଜିଲାନ୍ସ । ଖବର ମୁତାବକ, ଜଣେ ବ୍ୟକ୍ତିଙ୍କ ଜମିର କିସମ ପରିବର୍ତ୍ତନ ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆରଆଇ ବରୁଣ ଜେନା । ଏନେଇ ଉକ୍ତ…

ବିନା କୋଚିଂରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ଲିନ୍ସାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

କନ୍ଧମାଳ: ରବିବାର କନ୍ଧମାଳ ଜିଲ୍ଲା ଦାରିଂବାଡ଼ି ବ୍ଲକ, ବାଡାବାଙ୍ଗା ପଞ୍ଚାୟତ ଗର୍ଜେଡି ଗ୍ରାମର ଅଙ୍ଗନବାଡି କର୍ମୀଙ୍କ ଝିଅ ଲିନ୍ସା ପ୍ରଧାନଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି…

ଗୋ-ଧ୍ବଜା ସ୍ଥାପନା ସହ ଗୋ-ମାତାକୁ ରାଷ୍ଟ୍ର ମାତା ଘୋଷଣା ପାଇଁ ଓଡିଶା ଆସିବେ ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର: ସନାତନ ଧର୍ମରେ ଗାଈକୁ ମା’ର ମାନ୍ୟତା ଦିଆଯାଇଛି, ଏହା ସନାତନ ଧର୍ମୀ ହିନ୍ଦୁମାନଙ୍କର ପବିତ୍ର ଭାବନା ଓ ବିଶ୍ୱାସ । ଏହି ଧାର୍ମିକ ବିଶ୍ୱାସ ପାଇଁ ସମ୍ବିଧାନ ଓ ଆଇନରେ ଗାଈକୁ ରାଜ୍ୟ ତାଲିକାରୁ ହଟାଇ କେନ୍ଦ୍ରୀୟ ତାଲିକାରେ ରଖାଯାଇଛି ଏବଂ ଗୋ ମାତାଙ୍କୁ ସମ୍ମାନ ଦେବା ସହ…