Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଲାଙ୍ଗୀରରେ ଟ୍ରିପଲ ଇଞ୍ଜିନ ସରକାର, ଜିଲ୍ଲାରେ ବିକାଶ ୩ ଗୁଣ ବେଗରେ ଚାଲିଛି: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହି ଅବସରରେ ସେ କହିଥିଲେ ଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ…

ଜିଲ୍ଲାରେ ଦାଦନ ମୁକ୍ତ କରିବାକୁ ଅଣ୍ଟା ଭିଡିଲେ ଜିଲ୍ଲାପାଳ

ନୂଆପଡା ଜିଲ୍ଲାକୁ ନୂଆ ପରିଚୟ ଦେଇ ସଭ୍ରାନ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ଆରମ୍ଭ ହୋଇଛି ପ୍ରବାସୀ ଶ୍ରମିକ ସଚେତନ କାର୍ଯ୍ୟକ୍ରମ । ଜିଲ୍ଲାପାଳଙ୍କ ନେତୃତ୍ୱରେ ସମସ୍ତ ବିଭାଗର ଅଧିକାରୀ ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ । ୧୦ ମାସ ମଧ୍ୟରେ ୪୧ଟି ସଚେତନ କାର୍ଯ୍ୟକ୍ରମ ଆୟୋଜନ କରି…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର,…

ଜୁଆ ଆଡ୍ଡାରେ ଚଢାଉ: ୬୩ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଜବତ, ୮ ଗିରଫ

ବ୍ରହ୍ମପୁର: ପୁଣି ଜୁଆ ଆଡ୍ଡାରେ ପୋଲିସର ଚଢାଉ। ରଜରେ ଚାଲିଥିଲା ଜୁଆ ଖେଳ। ଅତର୍କିତ ଚଢାଉ କଲା ପୋଲିସ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭରସା ଗ୍ରାମ ନିକଟରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏଥି ୮ ଜଣ ଜୁଆଡ଼ିଙ୍କୁ ଧରିବାରେ ସଫଳ ହୋଇଛି। ସୂଚନା…

ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର, ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମଡି ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। ବାଙ୍କୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି),…

କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ, ୨ଟି ହୋଟେଲ୍‌କୁ ସିଲ୍‌ କଲା ସ୍ବାସ୍ଥ୍ୟ ବିଭାଗ

କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ…

ବ୍ୟାପୁଛି ହଇଜା: ଯାଜପୁର ପହଞ୍ଚିଲା କେନ୍ଦ୍ରୀୟ ଟିମ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍। ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍। ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…