Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ୟାପୁଛି ହଇଜା: ଯାଜପୁର ପହଞ୍ଚିଲା କେନ୍ଦ୍ରୀୟ ଟିମ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍। ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍। ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ୧୦ ଗିରଫ

ଗୋପାଳପୁର: ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି ଘଟଣାସ୍ଥଳକୁ ଯାଇ…

୮ ବଡ ଶିଳ୍ପକୁ ମଞ୍ଜୁରୀ ; ଢେଙ୍କାନାଳରେ ବେଦାନ୍ତ କରିବ ମେଗା ପ୍ରକଳ୍ପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚଏଲସିଏ) ୧.୫୧ ଲକ୍ଷ କୋଟି ଟଙ୍କାର ୮ଟି ମେଗା ପ୍ରକଳ୍ପକୁ ଅନୁମୋଦନ କରିଛି। ୮ ଶିଳ୍ପ ହେଲେ ୬୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଢେଙ୍କାନାଳ ଜିଲ୍ଲାରେ ବେଦାନ୍ତ କରିବ ମେଗା…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ୭ ଅଟକ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ଲଜ୍ଜା। ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ଆସିଛି। ଖବରମୁତାବକ, ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଜଣେ ଯୁବତୀ ଅପରାହ୍ନରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଯାଇଥିଲେ…

ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍

ଭୁବନେଶ୍ବର:ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନାମୁତାବକ, ପରିବାର ଲୋକ ରଜ…

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ; ବର୍ଷକ ଯାଏଁ ମାଟିରେ ପୋତା ହୋଇଥାଏ ଏହି ତେଲ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ । ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି । ଜ୍ୱରରେ…

ସ୍ଥାନୀୟ ନିକାୟ ସଂସ୍ଥାଗୁଡ଼ିକ ହେବେ ସଶକ୍ତ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଲୋଡ଼ିଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ  

ଭୁବନେଶ୍ବର: ଷଷ୍ଠ ରାଜ୍ୟ ଅର୍ଥ କମିଶନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟର ସ୍ଥାନୀୟ ନିକାୟ ସଂସ୍ଥାଗୁଡ଼ିକୁ ସଶକ୍ତ କରିବା ପାଇଁ ପରାମର୍ଶ ଲୋଡ଼ିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ଅର୍ଥ କମିଶନ ର ୱେବସାଇଟ୍…

ଭୁବନେଶ୍ଵରରେ ପ୍ରତିଷ୍ଠା ହେବ ‘ଅତିଥି ଭବନ’

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ଵରରେ ପ୍ରତିଦିନ ବିଭିନ୍ନ ସ୍ଥାନରୁ କିଛି ନ କିଛି ଉଦ୍ଦେଶ୍ୟରେ ବହୁ ସଂଖ୍ୟାରେ ଲୋକମାନେ ଯିବା ଆସିବା କରିଥାନ୍ତି। ସେହି ଅତିଥି ମାନଙ୍କୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଭୁବନେଶ୍ୱରରେ 'ଅତିଥି ଭବନ'ର ନିର୍ମାଣ ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।…

ଗୁରୁଗ୍ରାମରେ ସପ୍ତମ ରଜ ମହୋତ୍ସବ ମହାସମାରୋହରେ ଆୟୋଜନ

ନୂଆଦିଲ୍ଲୀ: ଗୁରୁଗ୍ରାମଠାରେ ସପ୍ତମ ରଜ ମହୋତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏହି ପର୍ବ ଉପଲକ୍ଷେ ଉତ୍ସବର ସ୍ଥାନ ଚାରି ନମ୍ବର ସେକ୍ଟର ସ୍ଥିତ ହୁଡ଼ା କମ୍ୟୁନିଟି ସେଣ୍ଟରକୁ ଖୁବ ସୁନ୍ଦର ଭାବରେ ସଜାଯାଇ ଏକ ଛୋଟ ଓଡ଼ିଶାର ସ୍ଵରୂପ ପ୍ରଦାନ କରାଯାଇଥିଲା। ଦେଶର ଅଗ୍ରଣୀ ସାମାଜିକ ଓ…