Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆହୁରି ୨ଦିନ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି…

ନକଲି ନଡ଼ିଆ ତେଲ ପ୍ରସ୍ତୁତି କାରଖାନା ଉପରେ ଚଢ଼ାଉ, ବାପ-ପୁଅ ଗିରଫ

ବ୍ରହ୍ମପୁର: ସାଲିମର ନଡ଼ିଆ ତେଲର ଅବିକଳ ରଙ୍ଗ ଓ ଲୋଗୋ ବ୍ୟବହାର କରି ଶିବାନୀ ନାମକ ନଡ଼ିଆ ତେଲ ପ୍ରସ୍ତୁତ କରି ବଜ଼ାରରେ ହେଉଛି ବିକ୍ରି। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା ଅଭିଯୋଗରେ ନକଲି ନଢ଼ିଆ ତେଲ…

ଆଜି ବିଶ୍ୱକର୍ମା ପୂଜା : ଜାଣନ୍ତୁ ପୂଜା ବିଧି ଓ ମହତ୍ତ୍ବ

ଭୁବନେଶ୍ଵର: ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଗାଁରୁ ସହର ସବୁଠି ଉତ୍ସବ ମୁଖର । କଳକାରଖାନା ଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନରେ ବେଶ ଧୂମାଧାମରେ ପାଳନ କରାଯାଉଛି ପୂଜା । ପ୍ରାଚୀନ କାଳରୁ ସମସ୍ତ ରାଜଧାନୀର ନିର୍ମାଣ ଭଗବାନ ବିଶ୍ୱକର୍ମା ହିଁ କରିିଥିଲେ । ସ୍ୱର୍ଗ ଲୋକ,…

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା; ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ପ୍ରଭାବରେ ଆଗକୁ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ପରେ…

ଗଜପତିଙ୍କ ଶ୍ରୀନଅରରେ ସୁନିଆଁ ଉତ୍ସବ: ଚାଲିଲା ୬୮ ଅଙ୍କ, ୧୪୩୨ ସାଲ

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ…

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ଫଳରେ ଆଜି ବିପଦ ସଙ୍କେତ ଉପରେ ଚାଲୁଛି ଜଳକା ନଦୀର ପାଣି । ଫଳରେ ଭୟଭୀତ ହୋଇପଡିଛନ୍ତି ନଦୀ କୂଳିଆ ଲୋକେ । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୬.୦୦ ମିଟର ରହିଥିବାବେଳେ ଆଜି ସକାଳ ୬ଟା…

ଗୁଣି ଗାରେଡି ସନ୍ଦେହ: ଗୋଟିଏ ପରିବାରର ୫ଙ୍କୁ ହତ୍ୟା

ମାଲକାନଗିରି: ପୁଣି ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ହତ୍ୟା ଘଟଣା ସାମ୍ନାକୁ ଆସିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଛତିଶଗଡର ସୁକମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ଇଟାଲ ଗାଁରେ । ମୃତକଙ୍କ ମଧ୍ୟରେ ଅଛନ୍ତି ୩ ଜଣ ମହିଳା ଓ ୨ ଜଣ ପୁରୁଷ । ସେମାନେ ହେଲେ ମୌସମ…

ରାଜଧାନୀରେ କବାଟତଡା ଗ୍ୟାଙ୍ଗ ପ୍ରତି ସାବଧାନ! ଆପାର୍ଟମେଣ୍ଟ ପଶି କରୁଛନ୍ତି ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ଅସୁରକ୍ଷିତ ରାଜଧାନୀବାସୀ। ଭୁବନେଶ୍ୱରର ଆପାର୍ଟମେଣ୍ଟରେ ଚାଲିଛି ଲୁଟ୍‌ପାଟ୍। ଚନ୍ଦକା ଥାନା ଅଞ୍ଚଳର ଗୋଠପାଟଣା ସ୍ଥିତ ଆକ୍ରୋପଲିସ୍ ଆପାର୍ଟମେଣ୍ଟରେ ଦୁଇ ଦୁଇଟି ଲୁଟ୍ ଘଟଣା ଫ୍ଲାଟ୍ ମାଲିକଙ୍କୁ ଭୟଭୀତ କରିଛି। ଦିନକ ତଳେ ଏହି…

ଗଣେଶ ଭସାଣି ବେଳେ ୨ ଯୁବକଙ୍କୁ ଛୁରାମାଡ଼

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ଗଣେଶ ଭସାଣି ବେଳେ ଅଘଟଣ । ୨ ଜଣ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଉଭୟଙ୍କ ଛାତିରେ ଗଭୀର ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ଆଜି ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତରଭା ଗାଁରେ ଭସାଣି ଇତ୍ସବ…

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ଆଲୋଚନା

ଭୁବନେଶ୍ବର : ଓଡ଼ିଶାରେ କାର‌୍ୟ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା…