Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଫାଇଲ୍ ଚୋରି ଘଟଣାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ। ଏହି ଘଟଣାରେ ବିଜୁ ଜନତା ଦଳର ନେତାମାନେ ନବୀନ ସରକାରକୁ ବଦନାମୀରୁ ରକ୍ଷା କରିବା ପାଇଁ ସାମ୍ବାଦିକ ସମ୍ମିଳନୀ କରି ମିଥ୍ୟା…

ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ…

ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି। ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ ଏବଂ ୩ୟ ବ୍ରିକ୍ସ ବରିଷ୍ଠ ଅଧିକାରୀ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ଏହା ଭାରତର ୨୦୨୬ ବ୍ରିକ୍ସ (BRICS) ଅଧ୍ୟକ୍ଷତାରେ, ଶିକ୍ଷା ମନ୍ତ୍ରଣାଳୟ…

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଲୋକ ଭବନରେ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରୁଥିବା ସ୍ୱତନ୍ତ୍ର ଉପହାର…

ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ, ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ମୁକାବିଲା ଓ ପରିଚାଳନାକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଦଳ ଅଭିଯୋଗ କରିଛି ଯେ ସରକାରଙ୍କ ଅବ୍ୟବସ୍ଥା ଯୋଗୁଁ ବନ୍ୟା ସ୍ଥିତି ସଙ୍ଗୀନ ହୋଇପଡ଼ିଛି ଏବଂ ପ୍ରଭାବିତ ଲୋକଙ୍କୁ ସଠିକ୍ ସହାୟତା ମିଳୁନାହିଁ। କମିଥିବା କେନ୍ଦ୍ରୀୟ…

ସାଇବର ଅପରାଧ ତଦନ୍ତ ଓ ଡିଜିଟାଲ ଫରେନ୍ସିକ୍ସ କ୍ଷେତ୍ରରେ ଆହୁରି ଦକ୍ଷ ହେବ ପୁଲିସ: ୨୦୨୭ ସୁଦ୍ଧା ୪୮୦ ଜଣ ନେବେ ତାଲିମ

ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସ ଆଉ ପାଦେ ଆଗକୁ ବଢ଼ିଛି। ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ…

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ BKPPER ପ୍ରକଳ୍ପ

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ ଋଣ ମିଳିବା ପୂର୍ବରୁ…

ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ପୋଲିସ ବାବୁଙ୍କ ପାଇଁ କଡ଼ା ନିର୍ଦ୍ଦେଶ। ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେ ନାହିଁ। ଥାନାରେ ବିଦ୍ୟୁତ ବ୍ୟବହାର ଉପରେ ଲାଗିଲା କଟକଣା। ଓଡ଼ିଶା ପୋଲିସ ପକ୍ଷରୁ ଅଫିସ୍ ପରିସରରେ ବିଦ୍ୟୁତ ବ୍ୟବହାରକୁ ନେଇ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଓଡ଼ିଶା ପୋଲିସ…

ଓୟୁଏଟି ପିଜି-ପିଏଚ୍‌ଡି ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ଭତ୍ତା

ଭୁବନେଶ୍ୱର: ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍‌ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଉଚ୍ଚଶିକ୍ଷା ଓ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏହି…

ବନ୍ଧୁକ ମୁନରେ ଲୁଟିନେଲେ ସୁନା, ରୁପା ସହ ଲକ୍ଷାଧିକ ଟଙ୍କା

ଭଦ୍ରକ: ଭଦ୍ରକର ଜଗଦଲପୁର ଗାଁରେ ଡକାୟତମାନେ ବନ୍ଧୁକ ମୁନରେ ଘରୁ ମୂଲ୍ୟବାନ ଜିନିଷପତ୍ର ଲୁଟି ନେଇଛନ୍ତି। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ଜଗଦଲପୁର ଗାଁରେ ଏକ ସଶସ୍ତ୍ର ଡକାୟତି ଦଳ ବନ୍ଧୁକ ମୁନରେ ଏକ ପରିବାରକୁ କାବୁ କରିଥିବା ଅଭିଯୋଗ ହୋଇଛି। ଗାଁର ନିରଞ୍ଜନ ଶତପଥୀଙ୍କ ଘରେ ସଶସ୍ତ୍ର…

କନ୍ୟା ସନ୍ତାନ ଜନ୍ମ ହାର ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ୫ଟି ପଛୁଆ ଜିଲ୍ଲାକୁ ସ୍ୱତନ୍ତ୍ର ନିର୍ଦ୍ଦେଶ

ଭୁବନେଶ୍ୱର: ଜନ୍ମ ସମୟରେ ଶିଶୁ କନ୍ୟା ଏବଂ ପୁତ୍ର ଅନୁପାତ (ସେକ୍ସ ରେସିଓ ଆଟ୍ ବର୍ଥ)ରେ ସୁଧାର ଆଣିବା ପାଇଁ ଓଡ଼ିଶା ସରକାର ଏବେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରତି ୧୦୦୦ ପୁତ୍ର ସନ୍ତାନ ତୁଳନାରେ କନ୍ୟା ସନ୍ତାନଙ୍କ ସଂଖ୍ୟା କମ୍ ଥିବା ରାଜ୍ୟର ୫ଟି ଜିଲ୍ଲାକୁ ଚିହ୍ନଟ କରାଯାଇଛି…