Latest Odisha News

BREAKING NEWS

Browsing Category

ଓଡିଶା

Odisha

ରବିବାର ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ, ଜାଣନ୍ତୁ କାହିଁକି…..

ପୁରୀ: ଆସନ୍ତାକାଲି ବନ୍ଦ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି ତଥା ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ଦ୍ୱାଦଶୀ । ଦ୍ବାଦଶୀରେ ମହାପ୍ରଭୁଙ୍କର ବାବନ ଜନ୍ମ ନୀତି । ତେଣୁ ଆସନ୍ତାକାଲି ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ।…

ଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛି ମଣିଷ: ପିଟି ପିଟି ମାରି ଦେଲେ ୧୫ ଫୁଟର ଅଜଗର

ମୟୁରଭଞ୍ଜ: ଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛନ୍ତି ମଣିଷ । ପ୍ରାୟ ୧୫ ଫୁଟର ଗୋଟିଏ ଅଜଗର ସାପକୁ  ପିଟି ପିଟି ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି । ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ସ୍ଥିତ ହଳଦିଆବନ୍ଧ ରାସ୍ତାରେ । ତେବେ…

ଜୀବନ ନେଲା ଆଶ୍ରା: ଜନ୍ମଦାତ୍ରୀକୁ ଗଳା କାଟି ହତ୍ୟା

କଟକ: ମାଆର ଜୀବନ ନେଇଗଲେ ନରହନ୍ତା ପୁଅ । ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରିବା ପରେ ଫେରାର ପୁଅ । ଆଜି ଏମିତି କିଛି ଅଭାବନୀୟ ଘଟଣା ଘଟିଛି କଟକ ମହାନଦୀ ବିହାରରେ । ମହାନଦୀ ବିହାର ସ୍ଥିତ ଏକ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଛି ମହିଳାଙ୍କ ମୃତ ଦେହ । ମହିଳାଙ୍କ ଦୁଇ ନୃଶଂସ…

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଭୁବନେଶ୍ଵର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ । ମୋ ସ୍କୁଲ୍‌ ଅଭିଯାନ ନାଁ ବଦଳେଇଲା ଗଣଶିକ୍ଷା ବିଭାଗ । ୨୦୧୭ରେ ଆରମ୍ଭ ହୋଇଥିଲା ମୋ ସ୍କୁଲ୍‌ ଅଭିଯାନ । ନାଁ ବଦଳିବା ପରେ ନୂଆ ନାଁ ହେଲା ପଞ୍ଚଶଖା ଶିକ୍ଷା ସେତୁ ଯୋଜନା । ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଚିଠି ଲେଖିଛି…

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ, ୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ । ଆସନ୍ତା ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ଅବପାତ । ପ୍ରଭାବରେ ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ସାଉଦି ଆରବରୁ ଫେରିଲେ ଫସି ରହିଥିବା ୬ ଓଡିଆ

ଭୁବନେଶ୍ବର: ଘରକୁ ଫେରିଲେ ସାଉଦି ଆରବରେ ଫସିଥିବା ୬ ଓଡିଆଙ୍କ ସହ ୮ଜଣ । ଜଣେ ଏଜେଣ୍ଟଙ୍କ ଜରିଆରେ ସାଉଦି ଆରବ ଚାଲିଯାଇ ସେଠାରେ ଦୀର୍ଘ ଦିନ ଧରି ଫସିରହିଥିଲେ ଏହି ୬ଜଣ ଓଡିଆ । ଉଦ୍ଧାର ୬ ଓଡିଆ ହେଉଛନ୍ତି କେନ୍ଦ୍ରାପଡା ଜିଲ୍ଲାର ଭୁଇଁପୁରର ବାବୁରାମ ସାହୁ, ରାଜନଗରର କ୍ଷୀରୋଦ ନାରାୟଣ…

ବଢୁଛି ଜଳସ୍ତର; ଆସନ୍ତାକାଲି ଖୋଲିବ କୋଲାବର ଗେଟ୍

କୋରାପୁଟ: ଜିଲ୍ଲାରେ ଶନିବାର ଦିନ ଅଧିକ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଯାହା ଫଳରେ କୋଲାବ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇବ। ସେଥିପାଇଁ କର୍ତ୍ତୃପକ୍ଷ ସ୍ଲୁଇସ୍ ଗେଟ୍ ଖୋଲିବାକୁ ସ୍ଥିର କରିଛନ୍ତି। ସୂଚନାନୁସାରେ, ଜଳଭଣ୍ଡାରର ଜଳସ୍ତର ଶୁକ୍ରବାର…

ଶନିବାର ବନ୍ଦ ରହିବ ମୟୂରଭଞ୍ଜର ସବୁ ସ୍କୁଲ

ଭୁବନେଶ୍ୱର: ଆସନ୍ତାକାଲି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଇଏମଡି। ଯାହା ଫଳରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସମସ୍ତ ସ୍କୁଲ ବନ୍ଦ ନେଇ ଘୋଷଣା କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ କହିଛନ୍ତି ଯେ ବର୍ଷା ସମ୍ଭାବନା ଯୋଗୁ ସେପ୍ଟେମ୍ବର ୧୪ରେ ଘରୋଇ ବିଦ୍ୟାଳୟ ସମେତ…

୬ କୁଇଣ୍ଟାଲ ୩୬ କେଜି ଗଂଜେଇ ଜବତ: ୪ ଗିରଫ

ବରଗଡ଼: ବରଗଡ଼ ପୋଲିସକୁ ମିଳିଲା ବଡ ସଫଳତା। ଚୋରା ଚାଲାଣ ବେଳେ ୬ କୁଇଣ୍ଟାଲ ୩୬ କେଜି ଗଂଜେଇ ଜବତ କଲା ପୋଲିସ l ଜବତ ଗଂଜେଇର ଆନୁମାନିକ ମୂଲ୍ୟ ୯୫ ଲକ୍ଷ ହେବ l ଗଂଜେଇ ଜବତ ସହ ୪ ଜଣଙ୍କୁ ଗିରଫ କରିଛି ପୋଲିସ l ସୂଚନା ଅନୁସାରେ, ବରଗଡ଼ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଏକ…

ରାଜଧାନୀରେ ଚାଞ୍ଚଲ୍ୟ: ବନ୍ଦ ଘରୁ ମିଳିଲା ଯୁବତୀଙ୍କ ମୃତ ଦେହ, ପରିବାର କହିଲେ ହତ୍ୟା

ଭୁବନେଶ୍ବର: ପୁଣି ରାଜଧାନୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ…