Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା ରାଶି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦…

ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର, ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ

ଭୁବନେଶ୍ୱର: ଏଣିକି ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ। ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର। ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ପୂର୍ବରୁ ମଧ୍ୟାହ୍ନ ଭୋଜନକୁ ନେଇ ସତର୍କ ହୋଇଛି ରାଜ୍ୟ ପିଏମ୍‌ ପୋଷଣ ୟୁନିଟ୍‌। ଶିଶୁବାଟିକାରୁ ଦଶମ ଶ୍ରେଣୀ ଯାଏ ପିଲାଙ୍କୁ…

ଝଡ଼ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଓଡ଼ିଶାର ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ଏହି ସମୟ ମଧ୍ୟରେ ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଅନେକ ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର…

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ସରକାରଙ୍କ ବର୍ଷେ ପୂର୍ତ୍ତି ଉପଲକ୍ଷେ ଖାଉଟିଙ୍କୁ ଭେଟି। ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର। ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ସବସିଡି ଦରରେ ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ…

ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଲେ ଇପିଏଫଓ ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଲେ ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି। ଜଣେ ଯୁବକଙ୍କ ଠାରୁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଲାଞ୍ଜିପଲ୍ଲୀ ନିକଟରେ ଧରିଲା ସିବିଆଇ ଟିମ। ଗୋଟିଏ କମ୍ପାନୀ କର୍ତ୍ତୃପକ୍ଷଙ୍କ ଠାରୁ ଇପିଏଫଓ ଅଧିକାରୀ ଲାଞ୍ଚ…

ପୁଣି ଜଣେ ଖଣି ବିଭାଗର ଅଫିସରଙ୍କ ଉପରେ ବାଲି ମାଫିଆଙ୍କ ଆକ୍ରମଣ

ବାଲେଶ୍ବର: ପୁଣି ଜଣେ ଖଣି ବିଭାଗର ଅଫିସରଙ୍କୁ ଆକ୍ରମଣ। ଚାଲନ୍ତିଠାରେ ଡକ୍ୟୁମେଣ୍ଟ ଯାଞ୍ଚ ବେଳେ ବାଲି ମାଫିଆଙ୍କ ଆକ୍ରମଣ। ଜିତେନ୍ଦ୍ର ଦାଶ ନାମକ ଜଣେ ଖଣି ବିଭାଗ ଅଫିସରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ। ବିଳମ୍ବିତ ରାତିରେ ଆକ୍ରମଣ ହୋଇଥିବା ନେଇ ଜଳେଶ୍ବର ଥାନାରେ ଏତଲା। ସୂଚନା…

ସରକାରୀ କର୍ମଚାରୀଙ୍କୁ ଲଗାମ୍‌: ବାୟୋମେଟ୍ରିକ୍‌ ଉପସ୍ଥାନ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ ବାଧ୍ୟତାମୂଳକ

ଭୁବନେଶ୍ୱର: ଅଫିସକୁ ଆଉ ମନଇଚ୍ଛା ଆସିପାରିବେ ନାହିଁ ସରକାରୀ କର୍ମଚାରୀ। ଏଣିକି ବାୟୋମେଟ୍ରିକ୍‌ ଉପସ୍ଥାନ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ କରିବାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। ଠିକ୍‌ ସମୟରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍‌ ଦେବାକୁ ପଡ଼ିବ ଓ ସାଢେ଼ ସାତଘଣ୍ଟା କାର୍ଯ୍ୟ କରିବାକୁ ହେବ।…

ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ମାମଲା: ପୁଣି ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ

ଭଦ୍ରକ: ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ। ଭଦ୍ରକ ବ୍ଲକ୍‌ ଓ ମ୍ୟୁନିସପାଲିଟି, ଧାମନଗର ବ୍ଲକ୍‌ ଓ NAC ପାଇଁ କଟକଣା। ତିହିଡ଼ି ବ୍ଲକ୍‌ରେ ମଧ୍ୟ ଇଣ୍ଟରନେଟ୍‌ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି। ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ।…

ଯାଜପୁରରେ ଅଣାୟତ୍ତ ଝାଡ଼ାବାନ୍ତି; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

ଯାଜପୁର: ଅଣାୟତ ଝାଡ଼ାବାନ୍ତି। ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ…

ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରେଳବାଇ “ଜ୍ୟାକ୍”ର ଏପରି ହୁଏ ବ୍ୟବହାର…

ଭୁବନେଶ୍ୱର:ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରେଳବାଇ ଜ୍ୟାକଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ବେଳେ ଏହା ରେଳବାଇ ପାଇଁ ଏକ ଦିବ୍ୟ ସଂଯୋଗ। ଶ୍ରୀ ଜଗନ୍ନାଥ ମନ୍ଦିରରୁ ପ୍ରାୟ ୨୦୦ ମିଟର ଦୂରରେ ରଥଗୁଡ଼ିକ ନିର୍ମିତ ହୋଇଥାଏ। ମୁଖ୍ୟ ମନ୍ଦିର ସମ୍ମୁଖରେ ତିନୋଟି ରଥକୁ ସଠିକ…