Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ଖୁବଶୀଘ୍ର ସ୍ଥାପନ ହେବ ଓମଫେଡ ଭେଣ୍ଡିଂ ମେସିନ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ କୋଅପରେଟିଭ୍ ମିଲ୍କ ଉତ୍ପାଦକ ଫେଡେରେସନ୍ (ଓମଫେଡ) ଖୁବଶୀଘ୍ର ଭୁବନେଶ୍ୱରରେ ଭେଣ୍ଡିଂ ମେସିନ୍ ସ୍ଥାପନ କରିବ। ପ୍ରଥମ ମେସିନ୍ ଜନପଥରେ ସ୍ଥାପନ କରାଯିବ। ପରେ ସହରର ବିଭିନ୍ନ ସ୍ଥାନରେ ଆଉ ୨୦ଟି ମେସିନ ସ୍ଥାପନ କରାଯିବ। ଯାହାଦ୍ବାରା ଡିଜିଟାଲ୍ ପେମେଣ୍ଟ…

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ କରାଯିବ ‘କାମଧେନୁ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା…

କାହିଁକି ବଦଳିବା ଦରକାର ରେଭେନ୍ସା ନାଁ?

ଭୁବନେଶ୍ବର: ଥମୁନି ରେଭେନ୍ସା ନାମ ପରିବର୍ତ୍ତନ ବିବାଦ। ବିଜେଡି ନାଁ ବଦଳ ବିରୋଧରେ ସ୍ବର ଉଠାଉଛି ତ ବିଜେପି ସପକ୍ଷରେ କହୁଛି । ଭୁବନେଶ୍ବରରେ ଏକ ଆଲୋଚନାଚକ୍ରରେ ରେଭେନ୍ସା ନାଁ ପରିବର୍ତ୍ତନକୁ ଜୋର ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରେଭେନ୍ସା ନାମ ପରିବର୍ତ୍ତନ ଆବଶ୍ୟକ ବୋଲି…

ସାଇବର ଠକଙ୍କ ଠାରୁ ସତର୍କ ରହିବାକୁ ଟିପିଏସ୍ଓଡିଏଲର ପରାମର୍ଶ

ବ୍ରହ୍ମପୁର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ସାଇବର ଅପରାଧୀଙ୍କ ଠକାମୀରୁ ବଞ୍ଚିବା ପାଇଁ ଉପଭୋକ୍ତାଙ୍କ ଉଦ୍ଦେଶ୍ୟରେ ଏକ ମାର୍ଗଦର୍ଶିକା ଜାରି କରିଛି। ବକେୟା ବିଲ୍ ଥିବାରୁ ବିଦ୍ୟୁତ ସଂଯୋଗ…

ବଢିଲା ବିରୋଧ…ସରକାରଙ୍କ ୟୁଟର୍ଣ୍ଣ

ଭୁବନେଶ୍ବର: ପ୍ରବଳ ବିରୋଧ ଆଗରେ ମୁଣ୍ଡ ନୁଆଁଇଲେ ବିଜେପି ସରକାର । ପୁରୀ ବେଳାଭୂମିରେ ବିଚ୍ ସାକ୍ସ ବା ମଦ କୁଟୀର ଖୋଲିବ ନାହିଁ। ଅବକାରୀ ନୀତିରେ ରାଜ୍ୟ ସରକାର ପରିବର୍ତ୍ତନ ଆଣିଛନ୍ତି । ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ ଅଣାଯାଇଥିବା କୁହାଯାଇଛି ।…

ରାସ୍ତାକଡ ଜଳଖିଆ ଦୋକାନ ପାଇଁ ବିଏମସିର ଗାଇଡଲାଇନ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଶୁକ୍ରବାର ଦିନ ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ଏକ ନୂଆ ଗାଇଡଲାଇନ ଜାରି କରିଛି। ପରିମଳ, ସ୍ୱାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି ବୋଲି ବିଏମସି ପକ୍ଷରୁ ସୂଚନା…

ବିଜେଡି ଓଡିଶାବାସୀଙ୍କ ଦଳ ଥିଲା, ରହିବ….

ଭୁବନେଶ୍ବର: ବିଜେଡି ସବୁ ବେଳେ ଓଡିଶାବାସୀଙ୍କ ଦଳ ଓ ବଳ ଥିଲା ଆଉ ରହିବ ମଧ୍ୟ । କ୍ଷମତା ଆଉ କି ନଥାଉ ବିଜେଡି କିନ୍ତୁ ଓଡିଶାବାସୀଙ୍କ ବିକାଶ ଚାହେଁ । ଆଜି ବିଜେଡିର ଏଜେଣ୍ଡା ଉପରେ ଏହି ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା ଦେବୀ ମିଶ୍ର । ସେ କହିଛନ୍ତି, ଓଡିଶାର ସର୍ବବୃହତ ଦଳ…

ଦ୍ୱୈତ ନଗରୀର ୯୧୩ ରାସ୍ତାରୁ ୩୮୫ ରାସ୍ତାର ଅବସ୍ଥା ଖରାପ

କଟକ: ଭୁବନେଶ୍ୱରରେ ରାସ୍ତା ମରାମତି ନେଇ ସମୀକ୍ଷା କଲେ ପୂର୍ତ୍ତମନ୍ତ୍ରୀ l ଦ୍ୱୈତ ନଗରୀର ୯୧୩ଟି ରାସ୍ତାରୁ ୩୮୫ଟି ରାସ୍ତାର ଅବସ୍ଥା ଖରାପ ରହିଛି l ସେଥିରୁ ୩୧୬ଟି ରାସ୍ତାର ସାମାନ୍ୟ ମରାମତି ଆବଶ୍ୟକ ଥିବା ବେଳେ ୬୯ଟି ରାସ୍ତାର ବ୍ୟାପକ ମରାମତି ଆବଶ୍ୟକ ରହିଛି ବୋଲି କହିଛନ୍ତି…

ଗିରଫ ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି

ମୟୂରଭଞ୍ଜ: ବନ୍ଧା ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି । ମୟୂରଭଞ୍ଜ ଜିଲ୍ଲାଶୁଳିଆପଦା ବ୍ଲକ ବିଜେଡିର ପୂର୍ବତନ ସଭାପତି ଦିବ୍ୟଲୋଚନ ଦାଶଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏଥିସହିତ ତାଙ୍କ ସହ ଜଣେ ଠିକା କର୍ମଚାରୀ ମନୋଜ ଦେଓଙ୍କୁ ବି ଗିରଫ କରିଛି ଭିଜିଲାନ୍ସ । ଓମ୍ବାଡ୍‌ସି ପାଣ୍ଠିରୁ…

ରେଭେନ୍ସା କଲେଜ ନାମ ପରିବର୍ତ୍ତନରେ ଭର୍ତ୍ତୃହରିଙ୍କ ଛୁଙ୍କ: କହିଲେ କିଛି ଅସୁବିଧା ନାହିଁ…

କଟକ: ଏବେ ଜୋରଦାର ତେଜିବାରେ ଲାଗିଛି ରେଭେନ୍ସା ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଉକ୍ତି ଏବେ ପୂରା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠିବା ପରେ ଏହାକୁ ନେଇ ଯୁକ୍ତି ବାଢୁଛନ୍ତି ବିଭିନ୍ନ ବ୍ୟକ୍ତି…