Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦେୟମୁକ୍ତ ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ବର: ବିନା ଦେୟରେ ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଗଣଶିକ୍ଷା ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାରଙ୍କ ଉପସ୍ଥିତିରେ ଆଭାସୀ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।…

୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଏହାପରେ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର…

‘‘ସ୍ୱଚ୍ଛତା ହିଁ ସେବା’ ଅଭିଯାନରେ ଯୋଡ଼ି ହେବେ ସମସ୍ତ ଆରଟିଓ’

ଭୁବନେଶ୍ୱର/କଟକ: ୧୭ ସେପ୍ଟେମ୍ବର ରୁ ଅକ୍ଟୋବର ୧ ଯାଏଁ ସ୍ୱଚ୍ଛତା ହିଁ ସେବା ଅଭିଯାନ ହେବ । ସ୍ୱଚ୍ଛତାକୁ ନେଇ ଏହି ଅଭିଯାନ ୧୫ ଦିନ ବ୍ୟାପୀ ଚାଲିବ । ଏହି ଅଭିଯାନରେ ସକ୍ରିୟତାର ସହ ଭାଗ ନେବ ରାଜ୍ୟ ପରିବହନ ପ୍ରାଧିକରଣ । ଚଳିତ ଥରର ଥିମ୍ ରହିଛି “ସ୍ୱଭାବ ସ୍ୱଚ୍ଛତା, ସଂସ୍କାର ସ୍ୱଚ୍ଛତା”…

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଗାମୀ ଦିନ ପାଇଁ ରୋଡ ମ୍ୟାପ ପସ୍ତୁତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାରର ମାତ୍ର ୧୦୦ ଦିନର ଏହି ଉପଲବ୍ଧିକୁ ବ୍ୟାପକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଆଜି ରାଜ୍ୟ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ବ୍ୟତୀତ ସଂଗଠନ ପର୍ବ “ସଦସ୍ୟତା…

ସ୍ୱଚ୍ଛତା ହିଁ ସେବା ଅଭିଯାନର ସଫଳ ରୂପାୟନ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ପରିଷ୍କାର ପରିଚ୍ଛନ୍ନତା ଏବଂ ଜନସାଧାରଣଙ୍କ ସ୍ୱଚ୍ଛତା ଦିଗରେ ଏକ ପ୍ରମୁଖ ଧାରାରେ, ସ୍ଵଚ୍ଛତା ହିଁ ସେବା ଅଭିଯାନର ପ୍ରସ୍ତୁତି ଉପରେ ଗୃହ ଓ ନଗର ଉନ୍ନୟନ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମିଳିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗର…

୫ ଆନ୍ତଃରାଜ୍ୟ ମୋବାଇଲ ଲୁଟେରା ଗିରଫ

ଜୟପୁର: କୋରାପୁଟ ଜୟପୁର ପୋଲିସ ଆଜି ଏକ ଆନ୍ତଃରାଜ୍ୟ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଠାବ କରିଛି। ଏହି ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କଠାରୁ ୫୦ଟି ମୋବାଇଲ୍‌ ଜବତ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରୁ ୩ଜଣ ଝାଡଖଣ୍ଡର ହୋଇଥିବା ବେଳେ ବାକି…

ନିଯୁକ୍ତି ମେଳା: ୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି…

ଆସୁଛି ଆଉ ଏକ ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର l ୧୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା l ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଫଳରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଲଘୁଚାପ ସୃଷ୍ଟି ହେବା ପରେ…

୧୮ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ଫିଲଅପ୍ ଆରମ୍ଭ ହେବ। ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଏହି ଫର୍ମ ଫିଲଅପ୍।ଏନେଇ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି। ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦର ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୮ ତାରିଖରୁ ଯୁକ୍ତ ଦୁଇ କଳା,…

ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ

ପୁରୀ: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ପକ୍ଷରୁ ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି…