Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଜି ପାଇଁ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା…

ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ, ଗାଡ଼ିରୁ ୫ ଲକ୍ଷ ଜବତ 

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର ଲାଞ୍ଚ ଅର୍ଥ ସଂଗ୍ରହ କରିଥିବା ନେଇ ଖବର ପାଇ…

ପ୍ରବଳ ବର୍ଷା ଆଶଙ୍କା; ମାଲକାନଗିରିରେ ଆଜି ସବୁ ସ୍କୁଲ ଓ ଅଙ୍ଗନବାଡି ଛୁଟି

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲା ପ୍ରଶାସନ ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଛୁଟି ଘୋଷଣା କରିଛି। ସୂଚନା ଅନୁଯାୟୀ, ଜିଲ୍ଲା ପ୍ରଶାସନ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ପାଇଁ ଆଜି ଛୁଟି…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି; ଯୋଗାଯୋଗ ବିଛିନ୍ନ 

ମାଲକାନଗିରି: ମାଲକାନଗିରିରେ ଲଗାଣ ବର୍ଷା ଯୋଗୁଁ ଅନେକ ପୋଲଗୁଡ଼ିକ ଜଳମଗ୍ନ ହୋଇପଡ଼ିଛି। ଫଳସ୍ୱରୂପ ଜାତୀୟ ରାଜପଥ-୩୨୬ରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯିବା ସହ ଶହ ଶହ ଗାଡ଼ି ଅଟକି ରହିଛି। ସୂଚନା ଅନୁଯାୟୀ, ଏହି ଲଗାଣ ବର୍ଷା ମାଲକାନଗିରି ଜିଲ୍ଲାର ପରିବହନ ବ୍ୟବସ୍ଥାକୁ…

ରଥଯାତ୍ରା ୨୦୨୬: ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଟିପିସିଓଡିଏଲକୁ ‘ରଥସେବା ସମ୍ମାନ’ ପ୍ରଦାନ

ଭୁବନେଶ୍ବର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୬ ସମୟରେ ନିରବଚ୍ଛିନ୍ନ, ଭରସାଯୋଗ୍ୟ ଏବଂ ନିରାପଦ ବିଦ୍ୟୁତ୍ ସରବରାହ ସୁନିଶ୍ଚିତ କରିଥିବାରୁ ‘ରଥସେବା…

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ

ହେମଗିର: ମେସର୍ସ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡର ପ୍ରସ୍ତାବିତ ମୀନାକ୍ଷୀ କୋଇଲା ଖଣି ନିମନ୍ତେ ଅନୁଷ୍ଠିତ ଜନ ଶୁଣାଣି ହେମଗିର ବ୍ଲକ୍‌ର କିରିପସିରା ଗ୍ରାମରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଛି । ଏହାକୁ ସ୍ଥାନୀୟ ଗ୍ରାମବାସୀ, ପଞ୍ଚାୟତିରାଜ ପ୍ରତିଷ୍ଠାନ (ପିଆର୍‌ଆଇ) ପ୍ରତିନିଧି…

ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

କାଲିମେଳା:ଉତ୍ତର-ପଶ୍ଚିମ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଏହାସହିତ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିବା ସହ ଦକ୍ଷିଣ ପଶ୍ଚିମ…

ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଆସୁଛି ପାର୍ବଣ ଋତୁ । ଏପଟେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ସମସ୍ତ ପୂଜା କମିଟି, ଆୟୋଜକ, ବ୍ୟବସାୟୀ, ଅଭିଭାବକ ଏବଂ ସାଧାରଣ ନାଗରିକଙ୍କୁ ପୂଜା ଓ ପାର୍ବଣ ସମୟରେ ବିଦ୍ୟୁତ ଶକ୍ତିର ସୁରକ୍ଷିତ ବ୍ୟବହାର ସହିତ ଆବଶ୍ୟକ…

ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…

ଝାରସୁଗୁଡ଼ା: ରିଲ୍ସ କରିବା ପଡ଼ିଲା ମହଙ୍ଗା । ୮ ଜଣଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ହାତରେ ଛୁରି ଧରି ‘ଝାରସୁଗୁଡ଼ାରେ ଖାଲି ଏମିତି ଚାଲେ’ କହି କରିଥିଲେ ରିଲ୍ସ । ଆଉ ତାକୁ ସୋସିଆଲ ମିଡିଆରେ ଅପଲୋଡ୍ କରିଥିଲେ । ବଞ୍ଜାରୀ ଅଞ୍ଚଳର ଏହି ୮ ଯୁବକଙ୍କୁ ବାନ୍ଧିଛି ଝାରସୁଗୁଡ଼ା ପୋଲିସ ।…

ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ

କେନ୍ଦୁଝର: ତେଲକୋଇ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ଡାକ୍ତର ଫକୀର ମୋହନ ନାଏକ ନିଜ ଜୀବନ ପ୍ରତି ବିପଦ ଥିବା ଆଶଙ୍କା ପ୍ରକାଶ କରିଛନ୍ତି । ନିଜର ତଥା ନିଜ ସମର୍ଥକଙ୍କ ସୁରକ୍ଷା ନିମନ୍ତେ ସେ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ…