Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ତିଆରି ହେବ ୨ଶହ ଗୋଶାଳା

ଭୁବନେଶ୍ବର: ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର । ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ନିର୍ମାଣ ହେବ । ଆଜି ବିଧାନସଭା ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି । ଏନେଇ ମନ୍ତ୍ରୀ କହିଛନ୍ତି, କୃତ୍ରିମ ପ୍ରଜନନ କରାଯାଇ ଦୁଗ୍ଧ…

ଆର ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି । ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ବ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ । ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଏଥିସହିତ ବିଧାୟକଙ୍କ ଜିଲ୍ଲାସ୍ତରୀୟ କମିଟି ନିୟମିତ…

ପାଣି ଘେରରୁ ବାହାରୁଛି ମାଲକାନଗିରି: ସୁଧୁରୁଛି ସ୍ଥିତି, ହେଲେ ଯୋଗାଯୋଗ ବିଚ୍ଛିନ୍ନ

ମାଲାକାନଗିରି: ଦୀର୍ଘ ୪୮ ଘଣ୍ଟା ପରେ ମାଲକାନଗିରି ଜିଲ୍ଲାରେ ସମସ୍ତ ପୋଲ ଓ ରାସ୍ତା ଉପରୁ ପାଣି ଖସିଛି ।ହେଲେ ସୁଧୁରିନି ସ୍ଥିତି । ଏବେ ବି ପାଣି କାଦୁଅରେ ଅନେକ ଅଞ୍ଚଳବାସୀ ହନ୍ତସନ୍ତ । ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ସେପଟେ ମାଲକାନଗିରିରେ ପାଣି ବିତ୍ପାତରେ…

ମହୋଦଧିରେ ମଦ କୁଡିଆ, ତାତିଲେ ବିଭିନ୍ନ ସଂଗଠନ

ପୁରୀ: ପୁରୀ ବେଳାଭୂମିରେ ଖୋଲିବ ବିଚ୍ ସ୍ୟାକ୍ସ । ପୁରୀ ବେଳାଭୂମିରେ ବ୍ରିକି ହେବ ମଦ । ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତିରେ ପୁରୀ ବେଳାଭୂମିରେ ମଦ ବ୍ରିକି ପାଇଁ ଖୋଲିବ ଛୋଟ ଛୋଟ କୁଟୀର । ଯାହାକୁ ନେଇ ଏବେ ଆରମ୍ଭ ହୋଇଛି ତ୍ରୀବ ବିରୋଧ । ବିଭିନ୍ନ ସଂଗଠନ ପକ୍ଷରୁ ପୁରୀ ସିଂହଦ୍ବାର…

ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର କାଠ ନିକଟରେ ହେବ ଡିଟାଚେବୁଲ୍ ରାମ୍ପ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କିଭଳି ସୁଖଦ ହେବ ସେଥିପାଇଁ ସରକାର ଏକାଧିକ ପଦକ୍ଷେପ ନେଉଛନ୍ତି। ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ। ଏଥିରେ ବାଦ ପଡିବେନି କୌଣସି ଭକ୍ତ। ତେଣୁ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ଭିତର କାଠ…

‘ସୁଭଦ୍ରା’ ଯୋଜନା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ସମ୍ପୁର୍ଣ୍ଣ ମାଗଣା’

ଭୁବନେଶ୍ବର: 'ସୁଭଦ୍ରା' ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି । ଯୋଜନାର ଫର୍ମ ଓ ଅନଲାଇନରେ ଫର୍ମ ଅପଲୋଡ୍ ପାଇଁ ବିଭିନ୍ନ ସ୍ଥାନରେ ଆବେଦନକାରୀଙ୍କଠୁ ଟଙ୍କା ଦାବି କରାଯାଉଛି । ଆଉ କିଛି…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି ଦିନ ହେବ…

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼: ଜଣେ ମୃତ, ୩ ଗୁରୁତର

ଆଠଗଡ଼: ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଘଟିଛି ଏହି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ମେଡିକାଲରେ ଜଣଙ୍କୁ ଭର୍ତ୍ତି…

ଭାଲୁକୁ କାବୁ ଉଦ୍ୟମ ବେଳେ ଫରେଷ୍ଟରଙ୍କ ଦେହରେ ବାଜିଲା ଟ୍ରାଙ୍କୁଲାଇଜର

ଢେଙ୍କାନାଳ: ଗାଁରେ ପଶି ଆତଙ୍କ ଖେଳାଇଥିବା ଭାଲୁକୁ ଟ୍ରାଙ୍କୁଲାଇଜ୍ ବେଳେ ଫରେଷ୍ଟରଙ୍କ ଦେହରେ ବାଜିଲା ନିଶ୍ଚେତକ ଡାର୍ଟ। ଭାଲୁ ଦୌଡି ଜଙ୍ଗଲକୁ ପଳାଇଥିବା ବେଳେ ଗୁରୁତର ଫରେଷ୍ଟରଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏଭଳି ଅଭାବନୀୟ ଘଟଣା ଢେଙ୍କାନାଳ…

୧୩ରେ ପୁଣି ଏକ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ନାହିଁ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। ପରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ…