Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,…

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । ଏଥିସହିତ ପ୍ରଯୁକ୍ତିବିଦ୍ୟା ସହ…

ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ। ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ…

ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା…

ଶିମିଳିପାଳ ଜାତୀୟ ଉଦ୍ୟାନରେ ରହିଛନ୍ତି ୪୦ ମହାବଳ

ନୂଆଦିଲ୍ଲୀ: ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା ସୂଚନା ଦେଇଛନ୍ତି । ତେବେ ଏହି ୪୦ରୁ ୬ ଶାବକ, ୧୭ଟି ବାଘୁଣୀ ରହିଛନ୍ତି। ସେହିଭଳି ଶିମିଳିପାଳରେ ଥିବା ମହାବଳ ମଧ୍ୟରେ ୧୮ ଟି କଳା ମହାବଳ ଅଛନ୍ତି। ଆଗାମୀ ୧୦ ବର୍ଷରେ…

ଭିଜିଲାନ୍ସ ଜାଲରେ ଠିକାଦାର, ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ହେଲେ ଗିରଫ

ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ…

ରାଜଧାନୀର ଦୁଇ ଷ୍ଟେସନରୁ ୨ମୃତଦେହ ଉଦ୍ଧାର; ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଉଦ୍ଧାର କରାଯାଇଛି । ଗୋଟିଏ ମୃତଦେହ ବାଣୀବିହାର ନିକଟ ରେଳ ଧାରଣାରୁ ମିଳିଛି । ଅନ୍ୟ ଏକ ମୃତଦେହ ଲିଙ୍ଗରାଜ ରେଳ ଧାରଣାରୁ ଉଦ୍ଧାର ହୋଇଛି ।ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନି ।…

ରାଜ୍ୟରେ ଗଠିତ ହେଲା ୪୬ ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଗଠିତ ହେଲା ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି, କିଛି ସମୟ ପାଇଁ ବନ୍ଦ ହେଲା ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି ଶୁକ୍ରବାର ହେଉଛି। ତେବେ ମହାପ୍ରଭୁଙ୍କ ବଡ ମହାସ୍ନାନ କରାଯିବାର କାରଣ ହେଉଛି ଜଣେ ଭକ୍ତ ବାନ୍ତି କରିବାରୁ ବଡ ମହାସ୍ନାନ କରାଯାଇଛି । ଯେଉଁଥି ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଛି । ଖବର ଅନୁଯାୟୀ, ଶୁକ୍ରବାର ଦିନ…

୩ ଦିନରେ ସମୁଦ୍ର ମୁହାଁ କୋଟିଏରୁ ଊର୍ଦ୍ଧ୍ବ ଛୁଆ କଇଁଛ

କେନ୍ଦ୍ରାପଡ଼ା: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଦେଢ଼ ମାସର ବ୍ୟବଧାନ ପରେ ଅଲିଭରିଡ଼ଲେ କଇଁଛ ଛୁଆ ବସାରୁ ବାହାରି ସମୁଦ୍ର ମୁହାଁ ହେବାରେ ଲାଗିଛନ୍ତି। ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ…