Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି, କିଛି ସମୟ ପାଇଁ ବନ୍ଦ ହେଲା ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି ଶୁକ୍ରବାର ହେଉଛି। ତେବେ ମହାପ୍ରଭୁଙ୍କ ବଡ ମହାସ୍ନାନ କରାଯିବାର କାରଣ ହେଉଛି ଜଣେ ଭକ୍ତ ବାନ୍ତି କରିବାରୁ ବଡ ମହାସ୍ନାନ କରାଯାଇଛି । ଯେଉଁଥି ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଛି । ଖବର ଅନୁଯାୟୀ, ଶୁକ୍ରବାର ଦିନ…

୩ ଦିନରେ ସମୁଦ୍ର ମୁହାଁ କୋଟିଏରୁ ଊର୍ଦ୍ଧ୍ବ ଛୁଆ କଇଁଛ

କେନ୍ଦ୍ରାପଡ଼ା: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଦେଢ଼ ମାସର ବ୍ୟବଧାନ ପରେ ଅଲିଭରିଡ଼ଲେ କଇଁଛ ଛୁଆ ବସାରୁ ବାହାରି ସମୁଦ୍ର ମୁହାଁ ହେବାରେ ଲାଗିଛନ୍ତି। ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ…

ନକଲି ଟଙ୍କା କାରବାରରେ ୩ ଅଟକ

ପୁରୀ: ଧରାପଡିଲା ନକଲି ଟଙ୍କା କାରବାର। ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ। ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ। ପୁରୀ ଜିଲ୍ଲା ଡେଲାଙ୍ଗ ସାଧପଡା ଗାଁରେ ଘଟିଛି…

ନବ ଦାସ ହତ୍ୟା ମାମଲା: ଗୋପାଳର ବଡ଼ଭାଇ ସହ ପୁତୁରାକୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି…

ଆହୁରି ୨ ଦିନ ହିଟ୍ ୱେଭ୍ ୱାର୍ଣ୍ଣିଂ: ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୭ରୁ କାଳବୈଶାଖୀ

ଭୁବନେଶ୍ୱର: ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କଲାଣି ଜୀବନ। ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି । ପଦାକୁ ଯାଇ ହେଉନି, ଘରେ ବି ନିସ୍ତାର ମିଳୁନି। ଆହୁରି ଦୁଇଦିନ ଏମିତି ଛଟପଟ ହେବ ସାରା ଓଡ଼ିଶା। ୨୭ରୁ…

ରାଉରକେଲାରେ ପୋଲିସ ଏନକାଉଣ୍ଟର, ହୋଟେଲ ମାଲିକଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ଼

ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍‌ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା ମଧ୍ୟରେ ଡବଲ ଏନକାଉଣ୍ଟର୍‌ କରିଛି ପୋଲିସ। ଏଥିରେ ଦୁଇ ଜଣ…

ଚିକିତ୍ସାରେ ବିଳମ୍ବ, ବୈଷୟିକ ତ୍ରୁଟି ଭିତରେ ଓଡ଼ିଶାରେ ଆୟୁଷ୍ମାନ ଭାରତ ‘ଠପ୍’!

ଭୁବନେଶ୍ୱର: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର କାର୍ଯ୍ୟକାରିତା ଆରମ୍ଭ ହେବା ପରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ନେଇ ଅଭିଯୋଗର ଫର୍ଦ୍ଦ ଗୋଟିଏ ପରେ ଗୋଟଏ ଦେଖାଦେଇଛି। ସୂତ୍ରରୁ ପ୍ରକାଶ ଯେ, ରୋଗୀମାନେ ଡାକ୍ତରମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ କାର୍ଡ ଗ୍ରହଣ ନକରାଯିବା ଏବଂ ଓଟିପି ସମସ୍ୟା ଭଳି…

ଖର୍ଚ୍ଚକାଟ ଚିନ୍ତା, ଭୁବନେଶ୍ୱରରେ ନିଜ ଗାଡ଼ିର ଇନ୍ଧନ ଯୋଗାଇବାକୁ ବିଏମସି ବସାଇବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନିଜର କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟରେ ଏକ ନିଜସ୍ୱ ପେଟ୍ରୋଲ ପମ୍ପ ଓ ଗ୍ୟାରେଜ ସ୍ଥାପନ କରିବାକୁ ଯୋଜନା କରୁଛି। ଏପରି କରି ଥାର୍ଡପାର୍ଟି କମ୍ପାନୀଙ୍କ ଉପରେ ନିର୍ଭରଶୀଳତା କମାଇବ ସହ ଖର୍ଚ୍ଚକାଟ କରିବ ବୋଲି ମହାନଗର ନିଗମ ଆଶା…

ଓଡ଼ିଶାର ସାମ୍ବାଦିକ ଓ ଖବରକାଗଜ ବିକ୍ରେତାଙ୍କ ପାଇଁ ଖୁସି ଖବର: ନିର୍ମାଣ ଶ୍ରମିକଙ୍କ ଭଳି ମିଳିବ କଲ୍ୟାଣକାରୀ ସୁବିଧା

ଭୁବନେଶ୍ୱର: ଓଡ଼ିଶାର ସାମ୍ବାଦିକ ଓ ଖବରକାଗଜ ବିକ୍ରେତାମାନେ ଶୀଘ୍ର ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ସୁବିଧା ପାଇବେ। ଗୁରୁବାର ଦିନ ଏହି ଘୋଷଣା କରିଛନ୍ତି ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। କେନ୍ଦୁଝରରେ ‘ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ’ ଅବସରରେ ଆୟୋଜିତ…

ସୈନିକ ସ୍କୁଲରୁ ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବାକୁ ଦାବି, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍ର ଉଦ୍ଦେଶ୍ୟରେ ସ୍ମାରକପତ୍ର

ଭୁବନେଶ୍ୱର: ସୈନିକ ସ୍କୁଲ ପରିସରରେ ଥିବା ଅସ୍ଥାୟୀ ଡମ୍ପିଂୟାର୍ଡ଼ ହଟାଇବା ପାଇଁ ରାଜ୍ୟପାଳ ହରିବାବୁ କାମଭତିପତିଙ୍କୁ ଭେଟି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛି ସୈନିକ ସ୍କୁଲ ବଞ୍ଚାଅ ଅଭିଯାନ । ଗୁରୁବାର ଓଡିଶା ଅଭିଭାବକ ମହାସଂଘର ସଦସ୍ୟ…