Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ: ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ l ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର l କଟକ ସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ମୃତ ଅଧ୍ୟାପିକା ଅନନ୍ୟା ଚକ୍ରବର୍ତ୍ତୀ l ସେ ପଶ୍ଚିମବଙ୍ଗ ବାସିନ୍ଧା ହୋଇଥିବା ସୂଚନା ମିଳିଛି l…

ବାଇକକୁ ଧକ୍କା ଦେଲା ଟ୍ରକ, ଦୁଇ ମୃତ

ଭଦ୍ରକ: ୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଦୁର୍ଘଟଣା। ବିଳମ୍ବିତ ରାତିରେ ବାଇକକୁ ଧକ୍କା ଦେଲା ଟ୍ରକ। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ମୃତ। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ରହିଛି। ମୃତକ ମଧ୍ୟରେ ଭଦ୍ରକ ପଥରଆଡ଼ି ଓ ବରିକପୂର ଅଞ୍ଚଳର…

ଅସୁରକ୍ଷିତ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର: ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ ଦିଲ୍ଲୀ ସ୍ଥିତ…

ସର୍ପାଘାତରେ ୩ ଭଉଣୀ ମୃତ, ବାପା ଗୁରୁତର

ବୌଦ୍ଧ: ସାପ କାମୁଡ଼ାରେ ୩ ଭଉଣୀଙ୍କ ମୃତ୍ୟୁ, ବାପା ଗୁରୁତର। ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଚରିଆପାଲି ଗାଁରେ ଘଟିଛି ଏହି ଅଘଟଣ। ଘରେ ଶୋଇଥିବା ବେଳେ କାମୁଡ଼ିଲା ସାପ। ଗୁରୁତର ଅବସ୍ଥାରେ ବାପାକୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି। ମୃତ ଭଉଣୀଙ୍କ ବୟସ ଯଥାକ୍ରମେ ୧୩, ୧୨ ଓ ୩…

ଗଭୀର ଅବପାତର ରୂପ ନେଲା ଅବପାତ, ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ଼୍ ଆଲର୍ଟ

ଭୁବନେଶ୍ୱର: ଗଭୀର ଅବପାତର ରୂପ ନେଲା ଅବପାତ । ବଙ୍ଗୋପସାଗରରେ ଗଭୀର ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ପୁରୀଠାରୁ ୧୧୦ କିମି ଦୂରରେ ରହିଛି ଗଭୀର ଅବପାତ । ଗୋପାଳପୁରରୁ ୧୫୦ ଓ…

ଲଗାଣ ବର୍ଷାରେ ବୁଡ଼ିଲା ମାଲକାନଗିରି, ୩ ରାଜ୍ୟକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା । ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ। ବର୍ଷା ପାଣିରେ ବୁଡିଲା ପୋଲ। କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍‌ ହୋଇଛି । ସେହିପରି…

ସିଏମ କିଷାନ ଓ ସୁଭଦ୍ରା ଯୋଜନା ବିଷୟରେ ଏପରି କହିଲେ ଉପମୁଖ୍ୟମନ୍ତ୍ରୀ

ପୁରୀ: ଆଜି ନୂଆଁଖାଇ ଅବସରରେ ଓଡିଶାର ଚାଷୀ ମାନଙ୍କୁ ବଡ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଏହି ଅବସରରେ ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଜନାର ଲୋକାର୍ପଣ କରିଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭିଡିଓ କନଫରେନ୍ସରେ ଯୋଡି ହୋଇଥିଲେ । ପୁରୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଭୋଗ ଖାଇ ୫୦ରୁ ଉର୍ଦ୍ଧ୍ବ ଝାଡ଼ାବାନ୍ତିରେ ଆକ୍ରାନ୍ତ

ମୟୂରଭଞ୍ଜ: ଗଣେଶ ପୂଜା ଭୋଗ ଖାଇ ୫୦ରୁ ଅଧିକ ଗ୍ରାମବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ ଭୁଆସୁଣୀ ପଞ୍ଚାୟତରେ । ସମସ୍ତ ଆକ୍ରାନ୍ତଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।…

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ; ଅମ୍ବି ଓ ବିନ୍ଦୁ ସୁବ୍ରମଣ୍ୟମ୍‍ଙ୍କ ମ୍ୟୁଜିକାଲ୍‍ ଫ୍ୟୁଜନରେ ଦର୍ଶକ…

ଭୁବନେଶ୍ୱର: ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ଚତୁର୍ଥ ସଂଧ୍ୟା। ଏହି ଚତୁର୍ଥ ସଂଧ୍ୟାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମ୍ବି ଏବଂ ବିନ୍ଦୁ ସୁବ୍ରମଣ୍ୟମ୍‍ ଓ ତାଙ୍କର…

ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ନୂଆଁଖାଇ ଅବସରରେ ସମ୍ବଲପୁରରେ ସିଏମ କିଷାନ ଯୋଜନା ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ ଆଉ ଏକ ନୂଆ ଯୋଜନାର ମଧ୍ୟ ଘୋଷଣା କରିଛନ୍ତି । ତାହା ହେଲା ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ।…