Latest Odisha News

BREAKING NEWS

Browsing Category

ଓଡିଶା

Odisha

ରଥଯାତ୍ରା ପୂର୍ବରୁ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ୬ଟି ବନ୍ଧୁକ ଜବତ

ପୁରୀ: ଆଉ ଦିନ କେଇଟା ପରେ ଅନୁଷ୍ଠିତ ହେବ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେବେ ସ୍ନାନ ଯାତ୍ରା ଓ ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବେ ଆଣ୍ଟି କ୍ରାଇମ୍ ୟୁନିଟ୍ । ସାଧା ପୋଷାକରେ ଜଗିବେ, ଅପରାଧୀଙ୍କୁ ଧରିବେ ପୋଲିସ । ରଥଯାତ୍ରା ପାଇଁ ଅପରାଧ ନିୟନ୍ତ୍ରଣ ଅଭିଯାନ ଆରମ୍ଭ କଲା ପୁରୀ ପୋଲିସ ।…

ବିକଶିତ କୋଟିଆ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍‍

ଭୁବନେଶ୍ୱର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠି ହେବ ବେଳେ ଏଥିରେ ବିଭିନ୍ନ ବିଭାଗର…

ସିଏମଓ ଅଫିସ ନାଁ କହି ଠକେଇ, ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ସିଏମଓ ଅଫିସ ନାଁ କହି ଠକେଇ। ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ । ଠକେଇ ଶିକାର ହୋଇଛନ୍ତି ଅନୁଗୁଳ ରାସ୍ତା ଓ କୋଠାବାଡି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ହରିପାଲ । ଜଣେ ବ୍ୟକ୍ତି ନିଜକୁ ସିଏମଓ ଅଫିସର କର୍ମଚାରୀ ପରିଚୟ ଦେଇ ୨ ଲକ୍ଷ ନଦେଲେ ତାଙ୍କୁ…

କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି, ଖୁବ୍‌ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କୋଭିଡ ମାମଲା ବୃଦ୍ଧି ପାଉଛି। ଯଦି ଏପରି ମାମଲା ଲଗାତାର ବୃଦ୍ଧି ପାଏ ତେବେ ଖୁବ୍‌ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର। ତଥାପି ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ପ୍ରତିଦିନ କିଛି କିଛି ରୋଗୀ ଚିହ୍ନଟ ହେଉଛନ୍ତି।…

ବିଶ୍ୱ ପରିବେଶ ଦିବସ ଅବସରରେ ଟାଟା ଷ୍ଟିଲ ପକ୍ଷରୁ ଯୋଡ଼ାରେ ପୋଖରୀର ରୂପାନ୍ତରଣ

ଯୋଡା: ସ୍ଥାୟୀ ଜଳ ପରିଚାଳନା ଓ ପରିବେଶ ସଂରକ୍ଷଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଟାଟା ଷ୍ଟିଲ୍ ପକ୍ଷରୁ ପରିବେଶ ଅନୁକୂଳ ଅଞ୍ଚଳ ଓ ଇକୋ-ଟୁରିଜିମ ସ୍ଥଳଗୁଡ଼ିକ ପାରିପାର୍ଶ୍ୱିକ ଅଞ୍ଚଳ ଓ ସ୍ଥାନୀୟ ପୋଖରୀଗୁଡ଼ିକର ରୂପାନ୍ତରଣ କରାଯାଉଛି । କମ୍ପାନୀ ପକ୍ଷରୁ ଗୁଆଲି ନିକଟସ୍ଥ…

ଆଜି ଶ୍ରୀମନ୍ଦିର ବନ୍ଦ, ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ

ପୁରୀ: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ। ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦିନ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣା

କଟକ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତାରେ ଏକ ଟ୍ରକ୍‌ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କାହାରି କୌଣସି କ୍ଷତି ହୋଇନଥିବା…

ରାଜ୍ୟର ୧୪ଟି ମେଡିକାଲ କଲେଜରେ ଖାଲିପଡିଛି ଏହି ସବୁ ପଦ…

କଟକ: ରାଜ୍ୟର ୧୪ଟି ମେଡିକାଲ କଲେଜରେ ବର୍ତ୍ତମାନ ୧୦୪ ପ୍ରଫେସର୍‌, ୩୪୦ ଆସୋସିଏଟ୍‌ ପ୍ରଫେସର୍‌ ଓ ୫୦୬ ଆସିଷ୍ଟାଣ୍ଟ ପ୍ରଫେସର୍‌ ପଦ ଖାଲିପଡ଼ିଛି । ଏହା ମଧ୍ୟରେ ରହିଛି କଟକ ବଡ଼ଡାକ୍ତରଖାନା । ଏଠାରେ ଅନେକ ଡାକ୍ତର, ନର୍ସ ଓ ପାରାମେଡିକାଲ ପଦବି ଖାଲି ପଡିଛି । ରାଜ୍ୟର ୧୪ଟି ମେଡିକାଲ…

ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌ଙ୍କ ପରଲୋକ

ବରଗଡ଼: ପରଲୋକରେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ମହମ୍ମଦ ରଫିକ୍‌ । ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ…

‘କହ୍ନେଇ କଥା ପୁରସ୍କାର’ ପାଇବେ ଗାଳ୍ପିକ ସରୋଜ ବଳ

ବାଲେଶ୍ବର: ଯୁବପିଢିର ପ୍ରମୁଖ କଥାକାର ଭାବରେ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଥିବା ସରୋଜ ବଳଙ୍କୁ ଚଳିତ ବର୍ଷ ‘କହ୍ନେଇ କଥା ପୁରସ୍କାର ୨୦୨୫' ପ୍ରଦାନ କରାଯିବ । ଓଡ଼ିଆ କଥାସାହିତ୍ୟର ପ୍ରତିଭାବାନ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ ଦାସଙ୍କ ସ୍ମୃତିରେ ଏହି ପୁରସ୍କାର ପ୍ରତି ବର୍ଷ ୫୦ ବର୍ଷ…