Latest Odisha News
Browsing Category

ଓଡିଶା

Odisha

ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ

ନୂଆପଡ଼ା: ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ । ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିବା ପରେ ଶ୍ରୀ ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ୧ ଲକ୍ଷ ୩୨ ହଜାର ଟଙ୍କା ନେଇ ନୂଆପଡ଼ାରୁ…

କାରକୁ ପିଟିଦେଲା କାର୍: ଅଳ୍ପକେ ବଞ୍ଚିଗଲା ତହସିଲଦାରଙ୍କ ଜୀବନ

ରେଢ଼ାଖୋଲ: ତହସିଲଦାରଙ୍କ କାରକୁ ପିଟି ଦେଲା ଆଉ ଏକ କାର। ଅଳ୍ପକେ ବଞ୍ଚିଗଲା ତହସିଲଦାରଙ୍କ ଜୀବନ। ରେଢ଼ାଖୋଲ ନାକଟିଦେଉଳ ତହସିଲଦାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁର ଯିବା ବାଟରେ ତାଙ୍କ କାର କୁ ଅନ୍ୟ ଏକ କାର ଦେହୁରୀ ସାହି ଛକ ନିକଟରେ ଧକ୍କା ଦେଇଥିବାରୁ ତାଙ୍କ…

ସିନେମା ହଲକୁ ଆସିବାକୁ ଯାଉଛି ‘ ଆଶ୍ରମ ‘: ମହାପ୍ରଭୁଙ୍କ ଆଶିଷ ଲୋଡିଲେ କାଷ୍ଟ 

ଭୁବନେଶ୍ୱର: ସିନେମା ହଲ୍ କୁ ଆସିବାକୁ ଯାଉଛି ଓଡ଼ିଆ ସିନେମା ' ଆଶ୍ରମ '। ଆସନ୍ତା ୧୩ ତାରିଖରେ ସାରା ଓଡ଼ିଶାରେ ଏହା ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଫିଲ୍ମର ସଫଳତା କାମନା କରି ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଫିଲ୍ମର ସମସ୍ତ ଦୀପଦାନ କରିଛନ୍ତି ଫିଲ୍ମର ସଦସ୍ୟ ଓ କଳାକାରମାନେ…

ଚିକିଟି ପରେ ଦିଗପହଣ୍ଡି: ଗଡୁଛି ଗୋଟେ ପରେ ଗୋଟେ ମୁଣ୍ଡ

ଗଞ୍ଜାମ: ପ୍ରଥମେ ଚିକିଟି ଆଉ ଏବେ ଦିଗପହଣ୍ଡି। ମାଡିଛି ବିଷାକ୍ତ ମଦର ଚେର। ଗଞ୍ଜାମ ଜିଲ୍ଲାରେ ବିଷାକ୍ତ ମଦ ଚିକିଟି ଦୁଃଖ ଦେଇଥିବା ବେଳେ ଏବେ ଦିଗପହଣ୍ଡିରେ ଯାଇଛି ଗୋଟିଏ ଜୀବନ। ଦିଗପହଣ୍ଡି ଭୀଷ୍ମଗିରି ଗ୍ରାମ ପ୍ରେମନଗରର ଜଣେ ଯୁବକ କେ. କ୍ରିଷ୍ଣା ପାତ୍ର(୪୦) ବିଷାକ୍ତ ମଦ ପିଇ ମୃତ୍ୟୁ…

ନୂଆଁଖାଇ: ମା’ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ । ଉତ୍ସବମୁଖର ପୁର ପଲ୍ଲୀ । ଏହି ଅବସରରେ ଆଜି ଅମୃତ ବେଳାରେ ଇଷ୍ଟ ଦେବୀ ମା' ସମଲେଇଙ୍କ ଠାରେ ଲାଗି ହୋଇଛି ନବାନ୍ନ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ନିକଟରେ ସକାଳ ୯.୧୨ ରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଅବପାତ। ଏହାପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧…

ଆଜି କେନ୍ଦ୍ରାପଡ଼ାରେ କୁକୁଡ଼ାମରା ଅଭିଯାନ

କେନ୍ଦ୍ରାପଡ଼ା: ଡେରାବିଶ ବ୍ଳକ ଏଣ୍ଡର ଓ ବାଲିଆ ପଞ୍ଚାୟତରେ ବାର୍ଡ ଫ୍ଲୁ ଆତଙ୍କ । କୁକୁଡ଼ା ଫାର୍ମରୁ କୁକୁଡ଼ାଙ୍କ ନମୁନା ପରୀକ୍ଷା ପରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ସ୍ପଷ୍ଟ ହୋଇଛି । ସଂକ୍ରମଣ ଚିହ୍ନଟ ପରେ ସଂକ୍ରମିତ ଅଞ୍ଚଳର ୧ କିମି ପରିସର ମଧ୍ୟରେ ଥିବା ଫାର୍ମର ସମସ୍ତ କୁକୁଡ଼ା…

ଆଜି ମିଳିବ ସିଏମ୍ କିଷାନର ପ୍ରଥମ କିସ୍ତି, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି । ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା । ସମ୍ବଲପୁରରେ ସିଏମ୍ କିଷାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଯୋଜନା ଦ୍ଵାରା ଉପକୃତ ହେବେ ରାଜ୍ୟର ୪୬ ଲକ୍ଷରୁ ଅଧିକ ଚାଷୀ । ଆଜି ସମ୍ବଲପୁର ଗସ୍ତରେ ଯିବେ…

ଆଜି ଭାବର ତିହାର ନୂଆଁଖାଇ, ଡାଲଖାଇ ତାଳରେ ଦୁଲୁକୁଛି ପଶ୍ଚିମ ଓଡ଼ିଶା

ସମ୍ବଲପୁର: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ରଜା ପର୍ବ ନୂଆଁଖାଇ । ସମର୍ପଣର ଗଣପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା । ରାଗ ରୁଷା ଭୁଲି ଏକାତର ପର୍ବ ପାଳୁଛନ୍ତି ପଶ୍ଚିମ ଓଡିଶାବାସୀ । ଚାଷ ଚାଷୀ ଓ ପ୍ରକୃତିର ପର୍ବ ନୂଆଁଖାଇ । ଲଗ୍ନ ଅନୁସାରେ ସକାଳ ୯ଟା ୧୨ରୁ ୯ଟା ୨୭…

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର: ଆଜି ଉଚ୍ଚ ମାଧ୍ୟମିକ ପରିଷଦ (ସି.ଏଚ.ଏସ.ଇ) ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୋଲିସ ନିଯୁକ୍ତି ବୋର୍ଡ଼ର ଅଧ୍ୟକ୍ଷ ତଥା ଅଗ୍ନିଶମ ବାହିନୀର ପୂର୍ବତନ ମହାନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିଷଦର ଉତ୍ତୋରତ୍ତର…