Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଏମ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନାରେ ୫୧୩ ରୁଫଟପ୍ ସୋଲାର ପ୍ଲାଣ୍ଟ ସ୍ଥାପିତ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ଏକ ସୌର ବିପ୍ଳବର କ୍ରମଶଃ ସଫଳ ରୂପାୟନ ହେଉଛି, ଯାହା ଘରକୁ ଆଲୋକିତ କରିବା ସହ ଲୋକଙ୍କ ଅର୍ଥ ସଞ୍ଚୟରେ ସହାୟକ ହେଉଅଛି। ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନାର ସଫଳ କାର୍ଯ୍ୟନ୍ଵୟନ ସହ ଉପଭୋକ୍ତାଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନ କରି ବିଜୁଳି…

ଗଞ୍ଜାମରେ ୧୨ଟି ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମର ଛତ୍ରପୁର ଠାରେ ମୋଟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ…

ଗୋପାଳପୁର ଶିଳ୍ପ ପାର୍କରେ ୫ଟି ନୂଆ ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟାଟା ଷ୍ଟିଲ ସ୍ପେସିଆଲ ଇକୋନୋମିକ୍ ଜୋନ୍ ଲିମିଟେଡ୍ (ଟିଏସ୍ଏସ୍ଇଜେଡ୍ଏଲ୍)ର ଗୋପାଳପୁର ଇଣ୍ଡଷ୍ଟ୍ରିଆଲ ପାର୍କରେ (ଜିଆଇପି) ୫ଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଗଞ୍ଜାମ ଜିଲ୍ଲାରେ ଆୟୋଜିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଖୁବଶୀଘ୍ର ଖୋଲିବ ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଖୋଲିବ ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ଏହି ୫ ଶହ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ପଡ଼ିବ ଭିତ୍ତିପ୍ରସ୍ତର। ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଏନେଇ ସୂଚନା ଦେଲେ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଜେପି ସରକାରର…

ଜୁନ୍ ୬ରୁ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘, ପ୍ରଦର୍ଶିତ ହେବ ୯ଟି ଭାଷାର କ୍ଲାସିକ ଚଳଚ୍ଚିତ୍ର

ଭୁବନେଶ୍ୱର: ‘ଭୁବନେଶ୍ୱର ଫିଲ୍ମ ସର୍କଲ’ ପକ୍ଷରୁ ଆୟୋଜିତ ହେବାକୁ ଥିବା ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ ର ଦ୍ୱିତୀୟ ସଂସ୍କରଣ । ଜୁନ୍ ୬ରୁ ୯ ତାରିଖ ଯାଏଁ ଭୁବନେଶ୍ୱର ଜୟଦେବ ଭବନରେ ଏହା ଆୟୋଜିତ ହେବ । ଦ୍ୱିତୀୟ ସଂସ୍କରଣରେ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶିତ କରାଯିବ ।…

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ

ଭୁବନେଶ୍ୱର: ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।…

ଯୁବକଙ୍କୁ ଗରମ ପାଣି ଫିଙ୍ଗି କଲବଲ କରି ହତ୍ୟା ଅଭିଯୋଗ, ୨ ଅଟକ

ଭଦ୍ରକ:ମରିଗଲା ମାନବିକତା । ଗରମ ପାଣି ଢାଳି  ଜଣେ ଯୁବକଙ୍କୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବନ୍ଧଗାଁ ପଞ୍ଚାୟତର ତଳସାହି ଗାଁରୁ । ମୃତକ ଜଣକ ହେଲେ ଗଗନ ମଲ୍ଲିକ । ତେବେ ମୃତକଙ୍କ ପରିବାରର ଏତଲା…

ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍

ଭୁବନେଶ୍ୱର: କୋଭିଡ୍ ମାମଲା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ। ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ…

ଶିକ୍ଷକ ବଦଳି ସୁପାରିସ୍‌ ପ୍ରସଙ୍ଗରେ ତାରା ବାହିନୀପତିଙ୍କ ବିସ୍ଫରକ ବୟାନ: କହିଲେ, ରାଜ୍ୟ ସରକାରଙ୍କର ଏହି…

ଭୁବନେଶ୍ୱର: ଶିକ୍ଷକ ବଦଳି ସୁପାରିସ୍‌ ପ୍ରସଙ୍ଗରେ ବର୍ଷିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ମୋ ପାଖକୁ ୫୦୦ ଶିକ୍ଷକଙ୍କ ବଦଳି ତାଲିକା ଆସିଲାଣି। ମୁଁ ଜଣଙ୍କର ବି ବଦଳି ସୁପାରିସ୍‌ କରିନି। ବିଧାୟକଙ୍କୁ କ୍ଷମତା ଦେବା କଦର୍ଯ୍ୟ ନିଷ୍ପତ୍ତି ବୋଲି କହିଲେ ତାରା। ତାରା କହିଛନ୍ତି,…

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ ଭାବେ ବିଶ୍ୱଜିତ ମହାନ୍ତିଙ୍କ ଶପଥପାଠ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ଶ୍ରୀ ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ । ଆଜି ପୂର୍ବାହ୍ନରେ ଶୈଳଶ୍ରୀ ବିହାର ସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା…