Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌…

ଭୁବନେଶ୍ୱର: ଗଣେଶ ପୂଜା ବିସର୍ଜନ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମସି । ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଏନେଇ ବିସର୍ଜନ ପାଇଁ ବିଏମସି ତରଫରୁ ସମସ୍ତ ଆୟୋଜନ ହୋଇଛି । ତେବେ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀର ଦୁଇଟି ସ୍ଥାନ ଚି଼ହ୍ନଟ କରାଯାଇଛି…

ସାତକୋଶିଆ ଜଗିବେ ସ୍ପେଶାଲ ଫୋର୍ସ

ଭୁବନେଶ୍ୱର: ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ବାଘକୁ ଅନୁମୋଦନ କରିବା ପରେ ବାଘଙ୍କ ସୁରକ୍ଷା ପାଇଁ ବନ ବିଭାଗ ଏକ ସ୍ୱତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ (ଏସଟିପିଏଫ) ଗଠନ କରିଛି। ଓଡ଼ିଶାର ସାତକୋଶିଆ ଟାଇଗର ରିଜର୍ଭରେ ପୁଣି ବ୍ୟାଘ୍ର ପ୍ରକଳ୍ପ ଆରମ୍ଭ କରିବାକୁ ଯୋଜନା…

୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖୁବ ଶୀଗ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ । ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ । ଏନେଇ କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର । ଜଙ୍ଗଲ ଓ ପରିବେଶ…

ମୁଁ, ମୋ ପରେ ସୁଜିତ, ଆଗକୁ ଅନେକ ମଧ୍ୟ ଦଳ ଛାଡିପାରନ୍ତି: ମମତା ମହାନ୍ତ

ଭୁବନେଶ୍ଵର: ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ ସାଂସଦ ମମତା ମହାନ୍ତଙ୍କ ପ୍ରତିକ୍ରିୟା । ବିଜେଡିର ବହୁ ନେତା ଓ କର୍ମୀ ଅସନ୍ତୁଷ୍ଟ ଅଛନ୍ତି । ହୁଏତ ସେମାନେ ମଧ୍ୟ ଦଳ ଛାଡି ଆସିପାରନ୍ତି ବୋଲି କହିଛନ୍ତି ସାଂସଦ ମମୟା ମହାନ୍ତ । ବିଜେଡିର ଅଧିକାଂଶ ନେତା ଓ କର୍ମୀ ଏକଛତ୍ରବାଦ ଶାସନରେ…

ରାତି ପାହିଲେ ନୂଆଖାଇ: ଉତ୍ସବମୁଖର ନୂଆପଡ଼ା

ନୂଆପଡ଼ା: ରାତି ପାହିଲେ ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗତ ଏକ ସପ୍ତାହ ଧରି ସମଗ୍ର ପଶ୍ଚିମ ଓଡ଼ିଶାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଥିବା ବେଳେ ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ବୋଡ଼େନ ସିନାପାଲି ଅଞ୍ଚଳରେ ଏହାର ପ୍ରଭାବ ଆହୁରି…

ଜଙ୍ଗଲ ମନ୍ତ୍ରୀଙ୍କ କ୍ୱାର୍ଟରରେ ସାପ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ୟୁନିଟ୍ ୬ରେ ଜଙ୍ଗଲ ମନ୍ତ୍ରୀଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନ ଏସିଆ ୨ ରେ ବର୍ତ୍ତମାନ ରିନୋଭେସନ୍ କାମ ଚାଲୁ ଅଛି। ସୂଚନା ଅନୁଯାୟୀ, ଆଜି ସକାଳେକର୍ମଚାରୀ ମାନେ କବାଟ ଖୋଲିବା ବେଳକୁ ଏକ ବଡ ସାପ କବାଟ ପାଖରେ ଦେଖି ଭୟଭୀତ ହୋଇ ଯାଇଥିଲେ। ପରେ ଏନେଇ…

ଗଣେଶ ପୂଜାରେ ଶସ୍ତା ହେଲା ସୁନା, ଜାଣନ୍ତୁ କେତେ ରହିଛି ଦର

ଭୁବନେଶ୍ବର: ଗଣେଶ ପୂଜାରେ କମିଲା ସୁନା ଦର । ଗତକାଲି ଆଜି କଟକ ଓ ଭୁବନେଶ୍ୱରରେ ଅପେକ୍ଷା ସୁନାର ଦାମ୍ ସାମାନ୍ୟ କମିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୮୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬ ହଜାର ୮୦୦…

‘ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ’

କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା । ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ । ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି । ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।…

ବନ୍ଧୁକ ମୁନରେ ଲୁଟ୍, ନେଇଗଲେ ବହୁ ମୂଲ୍ୟ ସୁନା ଅଳଙ୍କାର

ରାଉରକେଲା: ରାଉରକେଲାରେ ମାତିଛନ୍ତି ଲୁଟେରା । ସହରର ଆମ୍ବେଦକର ଛକରେ ଏକ ଗହଣା ଦୋକାନରୁ ହୋଇଛି ଲୁଟ୍ । ଜଣେ ଦୋକାନୀଙ୍କୁ ବନ୍ଧୁକ ଦେଖାଇ ତାଙ୍କ ଠାରୁ ୫୦ ହଜାର ଟଙ୍କାର ସୁନା ନେଇଗଲେ ଲୁଟେରା । ଖବର ମୁତାବକ, ଜଣେ ସୁନା ଦୋକାନୀ ଦୋକାନ ବନ୍ଦ କରୁଥିବା ବେଳେ ଦୁଇ ଜଣ ଦୁର୍ବୁତ୍ତ ଆସି…

ଗିରଫ ହେଲେ ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ

ଭୁବନେଶ୍ୱର: ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭୁବନେଶ୍ବରରେ ଦେଢ଼ କୋଟିର ୪ ମହଲା କୋଠା ଠାବ ହୋଇଛି। ତାଙ୍କର ଅମାପ…