Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋରାପୁଟ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ, ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ମୃତ୍ୟୁ ଘଟଣାର କରିବେ ସ୍ଥିତି ଅନୁଧ୍ୟାନ

କୋରାପୁଟ: ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ। ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା କରିବେ। ସେହିପରି ଏହି…

ଦିନରେ ଗରମ, ଅପରାହ୍ଣରେ ବର୍ଷା: କାଳବୈଶୀଖୀ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପାଗରେ ଅସ୍ବାଭାବିକ ପରିବର୍ତ୍ତନ। ଦିନରେ ଗରମ, ଅପରାହ୍ଣରେ ବର୍ଷା। ପ୍ରଚଣ୍ଡ ଘଡ଼ଘଡ଼ି ପବନ ସହ ବର୍ଷା ହେଉଛି। ତେବେ ଆଜି ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବାରେ। ଆଜି କାଳବୈଶାଖୀ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ,…

ରାଜସ୍ୱ ସେବାରେ ପରିବର୍ତ୍ତନଶୀଳ ବଦଳ ଆଣିବାର ସମୟ ଆସିଛି: ମନ୍ତ୍ରୀ

ଭୁବନେଶ୍ବର: ବୁଧବାର ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀ ସମ୍ମିଳନୀରେ ଯୋଗଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ‘ନାଗରିକ ପ୍ରଥମ’ ସେବା, ଭୂମିହୀନତା ସମସ୍ୟାର ସମାଧାନ ଏବଂ ‘ଓଡ଼ିଶା ଭିଜନ ୨୦୩୬-୨୦୪୭’ ଦଲିଲକୁ ଗୁରୁତ୍ୱ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବା ଉପରେ ଜୋର ଦେଇଥିଲେ । ସେ ରାଜସ୍ୱ…

ପ୍ରଦେଶ ଛାତ୍ର କଂଗ୍ରେସର ଗ୍ରୀନ୍ ୟୁନିଭରସିଟି ରିଭଲ୍ୟୁସନ କାର୍ଯ୍ୟକ୍ରମର ଶୁଭାରମ୍ଭ; ଲାଗିବ ୧୦ଲକ୍ଷ ବୃକ୍ଷ

ଭୁବନେଶ୍ଵର: ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଦ୍ବାରା ଦେଖାଯାଇଥିବା ଅନେକ ପ୍ରାକୃତିକ ବିପର୍ଯ୍ୟୟ ଯଥା ବାତ୍ୟା, ବନ୍ୟା, ବଜ୍ରଘାତ ଓ ଭୂସ୍ଖଳନକୁ ଏଡାଇବା ପାଇଁ ବ୍ୟାପକ ବୃକ୍ଷରୋପଣର ଆବଶ୍ୟକତାକୁ ଦୃଷ୍ଟି ଆଗରେ ରଖି ପ୍ରଦେଶ ଛାତ୍ର କଂଗ୍ରେସ ଦ୍ବାରା ଗ୍ରୀନ୍ ୟୁନିଭରସିଟି ରିଭଲ୍ୟୁସନ…

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିସହିତ ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ…

ଟାଉନ୍‌ ଥାନା ନିକଟରୁ ଚାଷୀଙ୍କ ଡିକି ଭାଙ୍ଗି ସାଢ଼େ ୩ ଲକ୍ଷ ଲୁଟ୍‌ ଅଭିଯୋଗ

ବରଗଡ଼: ଡିକି ଭାଙ୍ଗି ଟାଉନ୍‌ ଥାନା ନିକଟରୁ ସାଢ଼େ ୩ ଲକ୍ଷ ଲୁଟ୍‌ । ବରଗଡ଼ ଟାଉନ ଥାନା ନିକଟରେ ଜଣେ ଚାଷୀଙ୍କ ସ୍କୁଟି ଡିକିରୁ ୩ ଲକ୍ଷ ୫୦ ହଜାର ଟଙ୍କା ଟଙ୍କା ଦୁର୍ବୃତ୍ତ ଲୁଟି ନେଇ ଯାଇଥିବା ପୋଲିସରେ ଅଭିଯୋଗ ହୋଇଛି। ବରଗଡ଼ ଜିଲ୍ଲା ଗୌରପଡା ଅଞ୍ଚଳରେ ଏହି ଲୁଟ୍ ଘଟଣା ଘଟିଛି ।…

ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟର ଭିସି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ 

ଭୁବନେଶ୍ୱର: ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟରେ ଭିସି (ଭାଇସ୍ ଚାନ୍ସେଲର) ନିଯୁକ୍ତି ପାଇଁ ଓଡ଼ିଶା ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ “୦୧.୧୨.୨୦୨୫ (୦୨.୧୨.୧୯୫୯ କିମ୍ବା ତା’ପରେ ଜନ୍ମ) ଅନୁଯାୟୀ ୬୬ ବର୍ଷରୁ…

ଏଣିକି ଲଘୁ ଖଣିଜର ଦାୟିତ୍ବ ତୁଲାଇବ ରାଜସ୍ବ ବିଭାଗ

ଭୁବନେଶ୍ବର: ଏଣିକି ଖଣି ବିଭାଗ ପାଖରେ ରହିବ ଲଘୁ ଖଣିଜ। ଆଉ ଏହାର ଦାୟିତ୍ୱ ତୁଲାଇବ ରାଜସ୍ୱ ବିଭାଗ। ଭୁବନେଶ୍ବରରେ ଆୟୋଜିତ ତହସିଲଦାର ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ରାଜସ୍ୱ ବିଭାଗର ବଡ଼ ଦାୟିତ୍ୱ ଥିଲା ଲଘୁ ଖଣିଜ। ହେଲେ ଖଣି ବିଭାଗକୁ ଗଲା ପରେ ଲଘୁ ଖଣିଜ…

ବନ୍ୟା ବାତ୍ୟାର ମୁକାବିଲା ପ୍ରସ୍ତୁତି ଆରମ୍ଭ କିରିବାକୁ ରାଜସ୍ୱ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବ। ପ୍ରତି ବର୍ଷ ମେ’ ମାସରେ ସାରା ଭାରତରେ ସ୍ବାଭାବିକ ଭାବରେ ପାରଦ ସ୍ତର ବୃଦ୍ଧି ସହିତ ଗ୍ରୀଷ୍ଣ ଲହରି ମଧ୍ୟ ପରିଲକ୍ଷିତ ହୋଇଥାଏ। କିନ୍ତୁ ଚଳିତ ବର୍ଷ ମେ’ ମାସ ଆଶ୍ଚର୍ଯ୍ୟଜନକ ଭାବରେ ବିପରୀତ ଅନୁଭବ ଆଣିଥିଲା। ଏହାକୁ ଦୃଷ୍ଟିରେ…