Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଭିଲ୍ ସର୍ଭିସ୍ ପାଇଁ ମାଗଣା କୋଚିଂ ପ୍ରଦାନ କରିବେ ରାଜ୍ୟ ସରକାର, ଆବେଦନ ଆରମ୍ଭ

ଭୁବନେଶ୍ୱର: ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (UPSC) ଦ୍ୱାରା ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ଆଶାୟୀମାନଙ୍କୁ ମାଗଣା କୋଚିଂ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଆରମ୍ଭ ହୋଇଥିବା ୧୧ ମାସିଆ…

ଭୁବନେଶ୍ୱରର ଏହି ସ୍ଥାନରେ କମିବ ଗାଡ଼ି ସ୍ପିଡ…

ଭୁବନେଶ୍ୱର: ନ୍ୟାସନାଲ ହାଇୱେ ଅଥରିଟୀ ଅଫ ଇଣ୍ଡିଆ (ଏନଏଚଏଆଇ) ଦ୍ବାରା ଭୁବନେଶ୍ୱରର ବାଣୀବିହାର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ସମ୍ମୁଖରେ ଥିବା  NH-16 ଲେନରେ ସ୍ପିଡ୍ ରିଡ୍ୟୁସରଗୁଡ଼ିକୁ ଲଗାଯାଇଛି। ତେବେ ଏହାଦ୍ବାରା ସେଠାରେ ଯାତାୟାତ କରୁଥିବା ଯାତ୍ରୀ ଓ ପଦଯାତ୍ରୀମାନେ ସୁରକ୍ଷିତ…

ସାମାନ୍ୟ ଅଣ୍ଡା ତରକାରୀ ପାଇଁ ସ୍ତ୍ରୀକୁ ମାରିଦେଲା ସ୍ୱାମୀ

ମୟୂରଭଞ୍ଜ:ଏ କି ସ୍ବାମୀ ! ଖାଇବା ବେଳେ ସାମାନ୍ୟ ଅଣ୍ଡା ତରକାରୀ ନଦେବାରୁ ସ୍ତ୍ରୀକୁ ଚୁଲିଫୁଙ୍କାରେ ପିଟି ପିଟି ମାରିଦେଲା ସ୍ୱାମୀ । ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନାର କୁଟଲିଂ ବନ୍ଧସାହିଂ ଗାଁରେ । ଖବରମୁତାବକ, ମଙ୍ଗଳବାର ମଧ୍ୟାହ୍ନରେ କାମ ସାରି…

ଆଗାମୀ ତିନି ଘଣ୍ଟାରେ ରାଜ୍ୟର ଏହି ସ୍ଥାନରେ ଝଡ଼ବର୍ଷା…

ଭୁବନେଶ୍ବର:ଆଗାମୀ ତିନି ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏଥିସହ ଅରେଞ୍ଜ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି , ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, …

ରାଉରକେଲା ସମେତ ୩ସ୍ଥାନର ବିଭିନ୍ନ ବିସ୍ଫୋରକ ଗୋଦାମରେ ଆରମ୍ଭ ହେଲା ଯାଞ୍ଚ

ସୁନ୍ଦରଗଡ:ପଶ୍ଚିମାଞ୍ଚଳ ଡିଆଇଜି ନିର୍ଦ୍ଦେଶରେ ତିନୋଟି ପୋଲିସ ଜିଲ୍ଲାରେ ଥିବା ସମସ୍ତ ବିସ୍ଫୋରକ ଗୋଦାମରେ ଯାଞ୍ଚ ଆରମ୍ଭ  କରିଛି । ରାଉରକେଲା ସମେତ ପୂରା ସୁନ୍ଦରଗଡ଼ ଓ କେନ୍ଦୁଝରରେ ମଧ୍ୟ ଯାଞ୍ଚ କରାଯାଉଛି । ଖଣିରେ କେତେ ପରିମାଣର ବିସ୍ଫୋରକ ଗଚ୍ଛିତ ଅଛି । ବିସ୍ଫୋରକ ରଖିବାର ଅନୁମତି…

ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସର ସାପ୍ତାହିକ ଛୁଟି ଦିନରେ ପରିବର୍ତ୍ତନ, ଜାଣନ୍ତୁ କେଉଁ ଦିନ ବନ୍ଦ..

ଭୁବନେଶ୍ୱର: ପୂର୍ବତଟ ରେଳପଥ 20836/20835 ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସର ସାପ୍ତାହିକ ଛୁଟି ଦିବସରେ ପରିବର୍ତ୍ତନ ଘୋଷଣା କରିଛି। ଜୁନ୍ ୩ ଠାରୁ ଟ୍ରେନଟି ଶନିବାର ପରିବର୍ତ୍ତେ ମଙ୍ଗଳବାର ଦିନମାନଙ୍କରେ ବାତିଲ ରହିବ। ତଦନୁସାରେ, ଟ୍ରେନଟି ଜୁନ୍ ୭, ୨୦୨୫ରୁ ପ୍ରତି…

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛି । ଯିଏ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ…

ଡିଜିଟାଲ୍‌ ଆରେଷ୍ଟକୁ ନେଇ ସତର୍କ ରହିବାକୁ କିହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଭାରତୀୟ ଆଇନରେ ଡିଜିଟାଲ୍‌ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ସୂଚନା ଦେଇଛି ଓଡ଼ିଶା ପୋଲିସ। ଆଜିକା ଦିନରେ ସାଇବର ଅପରାଧିମାନେ ବିଭିନ୍ନ ଉପାୟରେ ଠକୁଛନ୍ତି। ତେଣୁ ସାଧାରଣ ଜନତା ସାବଧାନ ରହିବା ଉଚିତ୍। ସାଇବର ଅପରାଧୀମାନେ ନିଜକୁ…

ବର୍ଷା ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭୁବନେଶ୍ୱର ସମେତ ଓଡ଼ିଶାର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ମାଲକାନଗିରି, ଖୋର୍ଦ୍ଧା (ଭୁବନେଶ୍ୱର ସମେତ), ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି,…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଉ ଜଣେ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି…