Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୁରୁଦିବସରେ ଲଞ୍ଚ ହେଲା ଶିକ୍ଷାର୍ଥୀଙ୍କ ସ୍ୱାର୍ଥରେ ବିଭିନ୍ନ କାର୍ଯ୍ୟକ୍ରମ: ଜାଣନ୍ତୁ, କେଉଁ ପୋର୍ଟାଲ ରେ ମିଳିବ କି…

ଭୁବନେଶ୍ୱର: ଆଜି ଗୁରୁଦିବସ ଅବସରରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ। ସେ କେବଳ ବିଦ୍ୟାର୍ଥୀ ମାନଙ୍କ ଭବିଷ୍ୟତ…

କର୍ମଚାରୀଙ୍କ ଆର୍ଥିକ ସୁରକ୍ଷା ବୃଦ୍ଧି ପାଇଁ ପୂର୍ବତଟ ରେଳପଥ ଓ ଏସବିଆଇ ମଧ୍ୟରେ ଏମଓୟୁ ସ୍ୱାକ୍ଷର

ଭୁବନେଶ୍ବର: ରେଳ କର୍ମଚାରୀମାନଙ୍କ ଆର୍ଥିକ ନିରାପତ୍ତାକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ଏନେଇ ପୂର୍ବତଟ ରେଳପଥ ଏବଂ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛି । ଏହି ଚୁକ୍ତିନାମା…

‘ୱାକଫ ବିଲ କୁ ବିଜେଡି ବିରୋଧ କରିବ’

ଭୁବନେଶ୍ୱର: ଏ ଦେଶ ଆମର ଏ ମାଟି ଆମର ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି । ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ…

‘ଆସନ୍ତା ୩ ସପ୍ତାହରେ ୧୬,୦୧୦ ଶିକ୍ଷକଙ୍କୁ ନିଯୁକ୍ତି’

ଭୁବନେଶ୍ବର: ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ସେହିପରି ଆଗାମୀ ୩ ସପ୍ତାହ ଭିତରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ ଆଜି ଗୁରୁ ଦିବସରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ…

‘ସ୍କୁଲରେ କିଛି କାମରେ ଆସିନି ଫାଇଭ ଟି ବ୍ୟବସ୍ଥା- ମୁଖ୍ୟମନ୍ତ୍ରୀ ମୋହନ ମାଝୀ’

ଭୁବନେଶ୍ଵର: ରାଜ୍ୟରେ ସ୍କୁଲମାନଙ୍କୁ କିଛି ବି ସୁଫଳ ଦେଇନି ପୂର୍ବ ସରକାରଙ୍କର ଫାଇଭ୍ ଟି ବ୍ୟବସ୍ଥା। ଆଜି ଗୁରୁଦିବସ ଅବସରରେ ଏକ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଫାଇଭ୍ ଟି ବ୍ୟବସ୍ଥା ରାଜ୍ୟରେ…

୮ ତାରିଖରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ, ଆରମ୍ଭ ହେବ କିଶାନ ଯୋଜନା

ଭୁବନେଶ୍ଵର: ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୁଭାରମ୍ଭ କରିବେ କିଶାନ ଯୋଜନା। ଏଥିପାଇଁ ଆସନ୍ତା ୮ ତାରିଖରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ । ସେହିଦିନ ସିଏମ୍ କିଶାନ୍ ଯୋଜନାର ଶୁଭାରମ୍ଭ କରିବେ। ଏହାପରେ ମାଆ ସମଲେଇଙ୍କ ଦର୍ଶନ କରି ୯ ତାରିଖରେ…

ରାଜ୍ୟରେ ବଢୁଛି ସଡକ ଦୁର୍ଘଟଣା; ୨୦୨୩ରେ ଯାଇଛି ଏତିକି ଜୀବନ

ଭୁବନେଶ୍ବର: ପ୍ରତିବର୍ଷ ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୦୨୩ରେ ରାଜ୍ୟରେ ମୋଟ ୧୨ ହଜାର ୫୨ଟି ସଡ଼କ ଦୁର୍ଘଟଣା ଘଟିଥିଲା । ଏହି ସଡ଼କ ଦୁର୍ଘଟଣାରେ ମୋଟ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଥିବାବେଳେ, ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି । ଆଜି…

ଧରାବତରଣ କରିବେ ବିଘ୍ନ ବିନାଶକ, ଶେଷ ସ୍ପର୍ଶ ଦେଉଛନ୍ତି ଶିଳ୍ପୀ

ନବରଙ୍ଗପୁର: ଆଉ ଦିନକପରେ ଦୁଲୁକିବ ପୂଜା ମଣ୍ଡପ। ଧରାବତରଣ କରିବେ ବିଘ୍ନ ବିନାଶକ । ସବୁବର୍ଷ ପରି ଏଥର ମଧ୍ୟ ପ୍ରସ୍ତୁତି ଜୋରସୋରରେ ଚାଲିଛି । ପୂଜାପାଇଁ ନବରଙ୍ଗପୁର ସହର ହୋଇଉଠିଛି ଚଳଚଞ୍ଚଳ l ନବରଙ୍ଗପୁରର ବିଭିନ୍ନ ଶିକ୍ଷାନୁଷ୍ଠାନ,ପୂଜାମଣ୍ଡପ ସହ ବିଭିନ୍ନ ସ୍ଥାନରେ ପୂଜାପାଇବେ ଗଜାନନ…

ବିଧାନସଭାରେ ‘ରେଭେନ୍ସା’ ଝଡ଼

ଭୁବନେଶ୍ବର: ବିଧାନସଭାରେ ଉଠିଲା ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗ। ବିଶ୍ବବିଦ୍ୟାଳୟର ନାଁ ପରିବର୍ତ୍ତନ ତାତିରେ ଗୃହ ସରଗରମ। ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇବା ସହ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଥିଲେ ବିଜେଡି ବିଧାୟକ ବ୍ୟୋମକେଶ ରାୟ । ୧୫୬ବର୍ଷର ଶିକ୍ଷାନୁଷ୍ଠାନ…

ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ । ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ପ୍ରଥମ…