Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାଙ୍ଗୁଛି ମାଓଗଡ଼, ପୁଣି ଆତ୍ମସମର୍ପଣ କଲେ ୧୬ ନକ୍ସଲ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ପୁଣି ଆତ୍ମସମର୍ପଣ କଲେ ୧୬ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ଏହି ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୋଲିସ ଏନେଇ ସୂଚନା ଦେଇଛନ୍ତି। ଏସପି…

ନନ୍ଦନକାନନରେ ଧଳା ବାଘ ଛୁଆର ମୃତ୍ୟୁ, କମିଲା ବାଘ ସଂଖ୍ୟା

ଭୁବନେଶ୍ୱର: ନନ୍ଦନକାନନରେ ଏକ ଧଳା ବାଘ ଛୁଆର ମୃତ୍ୟୁ ଘଟିଛି । ବାଘ ଛୁଆଟିକୁ ମାତ୍ର ୭ ମାସ ହେଇଥିଲା । ଏହି ମାଈ ଧଳା ବାଘ ଛୁଆଟି ମେଲାନିଷ୍ଟିକ ବାଘ କ୍ରିଷ୍ଣା ଏବଂ ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲା । ଗତ ମାର୍ଚ୍ଚ ମାସରେ ଛୁଆଟି ଅସୁସ୍ଥ…

ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ, ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ

ବୌଦ୍ଧ: ଦିନକୁ ଦିନ ହାତୀ ଚୋରା ଚାଲାଣକାରୀଙ୍କ ଦୈରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବୌଦ୍ଧ ଜିଲ୍ଲାରେ ପୁଣି ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରୁ ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ କରିଥିବା ସୂଚନା ରହିଛି। ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରେ ହାତୀ ଦାନ୍ତ ଚୋରା ଚାଲାଣକାରୀକୁ…

ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ । ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି । ସେ ୩୬୦ ରୁ ୩୩୨ ମାର୍କ ରଖି ଅଲ୍…

ପୁଣି ବଢ଼ିଲା ଯୁକ୍ତ ୩ ନାମଲେଖା ଅବଧି

ଭୁବନେଶ୍ବର: ପୁଣି ବଢ଼ିଲା ଯୁକ୍ତ ୩ ନାମଲେଖା ଅବଧି। ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନର ଶେଷ ତାରିଖ ଥିଲା। ତେବେ ଏହା ଜୁନ ୪ ତାରିଖକୁ ବୃଦ୍ଧି କରାଯାଇଛି। ଛାତ୍ରଛାତ୍ରୀ ଜୁନ୍ ୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ…

ବାଲି ମାଫିଆଙ୍କ ଦୌରାତ୍ମ୍ୟ; ଅତିରିକ୍ତ ତହସିଲଦାରଙ୍କୁ ମାଡ ମାରି ଗାଡି ଭାଙ୍ଗିଲେ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ । ଥାନା ଆଗରେ ଆକ୍ରମଣ ସହ ଗାଡ଼ି ଭାଙ୍ଗିଦେଲେ । ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆହତ ହୋଇଛନ୍ତି । ଆକ୍ରମଣ ବେଳେ ଥାନାକୁ ଦୌଡ଼ି ପଳାଇବାରୁ…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୫୦ ଯାତ୍ରୀ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌ । ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା । ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଖବରପାଇ ପୋଲିସ ଓ ଦମକଳବାହିନୀ ପହଞ୍ଚି…

ତମ୍ବାଖୁ ସେବନରେ ପ୍ରଥମ ସ୍ଥାନରେ ରହିଛି ରାଜ୍ୟର ଏହି ସହର..

କଟକ: ତମ୍ବାଖୁ ସେବନରେ ଏକ ନମ୍ବର କଟକ । କଟକରେ ୨୦୧୬ରୁ ୨୦୨୦ ଯାଏଁ ୧୮,୬୫୨ ଜଣଙ୍କ ନିକଟରୁ ୧୭ ଲକ୍ଷ ୨ ହଜାର ୬୪୦ ଟଙ୍କା ଜରିମାନା ଆଦାୟ ହୋଇଛି । ସେହିପରି ଭୁବନେଶ୍ବରରେ ୪,୭୧୪ ଜଣଙ୍କ ନିକଟରୁ ୪ ଲକ୍ଷ ୮୦ ହଜାର ୭୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି । ତେବେ ଯୁବକଙ୍କ ଅପେକ୍ଷା…

ଗୋପୀନାଥ ଜୀଉଙ୍କ ବିଗ୍ରହ ସ୍ଥିତି ଦେଖି ଐତିହ୍ୟ ଅନୁରାଗୀମାନଙ୍କ ଉଦବେଗ ପ୍ରକାଶ

ଜଗତସିଂହପୁର: "ଜଗତସିଂହପୁର ଐତିହ୍ୟ ପଦଯାତ୍ରା"ର ପଞ୍ଚମ ସଂସ୍କରଣ ଅବସରରେ ଐତିହ୍ୟାନୁରାଗୀ ବନ୍ଧୁମାନେ ବିରିଡ଼ି ବ୍ଲକ ଅନ୍ତର୍ଗତ ହାଜିପୁର ଗ୍ରାମର ମାଳିକା ବର୍ଣ୍ଣିତ କ୍ଷେତ୍ର, ଐତିହାସିକ ଅଷ୍ଟଶମ୍ଭୁ ମନ୍ଦିର ଠାରେ ଏକତ୍ରିତ ହୋଇଥିଲେ। ଏଠାରେ ପୂଜା ପାଉଥିବା ମୁଖ୍ୟ ଦେବତା…

କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ; ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଦେଲେ ଗୁରୁତ୍ୱ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି  ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।    …