Latest Odisha News

BREAKING NEWS

Browsing Category

ଓଡିଶା

Odisha

Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି । ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ କାରଣରୁ ଘଟଣା ସ୍ଥଳରେ BNS ର ଧାରା ୧୪୪ ଲାଗୁ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ପରସ୍ପରକୁ ଢେଲାପଥର ମାଡ଼ କରିଥିବା ନେଇ ସୂଚନା ରହିଛି । ତେବେ ଏଥିରେ…

ବୋମା ଖାଇ ହାତୀ ଗୁରୁତର, ଅନୁଗୁଳରୁ ଉଦ୍ଧାର…

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବନ୍ତଳା ଅଞ୍ଚଳରେ ଗୁରୁବାର ଦିନ ଏକ ହାତୀ କଞ୍ଚା ବୋମା ଚୋବାଇ ଦେବା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବନ୍ତଳା ରେଞ୍ଜ ଅନ୍ତର୍ଗତ ବାଲୁକାଟା ଗ୍ରାମର ପଥରଗଡ଼ା ସାହି ନିକଟରେ ଏହି ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ବନ ବିଭାଗ…

ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬, ଜାଣନ୍ତୁ କେମିତି କରିବେ ଆବେଦନ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ । ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି । ଏଥିପାଇଁ ଆବେଦନ କରିବାକୁ ହେଲେ "ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର"ର Website…

BBSR Airport: ୨୦୨୫ରେ ଭୁବନେଶ୍ବର ବିମାନବନ୍ଦରରୁ ସର୍ବାଧିକ ଯାତ୍ରୀ ଯାତାୟାତ କରିଛନ୍ତି

ଭୁବନେଶ୍ବର: ସାମ୍ନାକୁ ଆସିଲା ୨୦୨୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଯାତ୍ରା କରିଥିବା ଯାତ୍ରୀଙ୍କ ରେକର୍ଡ ସଂଖ୍ୟା । ୨୦୨୫ରେ ବିମାନ ଯାତ୍ରୀ ଯାତାୟାତ କ୍ଷେତ୍ରରେ ଉକ୍ତ ବିମାନବନ୍ଦର ସର୍ବକାଳୀନ ରେକର୍ଡ ହାସଲ କରିଛି । ବର୍ଷକରେ ମୋଟ ୩୮ ହଜାର ୫୪୭ଟି ବିମାନ…

Shilpa Shetty: ଜଗନ୍ନାଥଙ୍କୁ ଦର୍ଶନ କଲେ ଶିଳ୍ପା, ଆଉ କହିଲେ..

ପୁରୀ: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ଫେରିଛନ୍ତି ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ନିଜ ପରିବାର ଲୋକଙ୍କ ସହ ଆସି ଜଗନ୍ନାଥଙ୍କୁ ଦର୍ଶନ କରି ପ୍ରଭୁଙ୍କ ଆଶିଷ ଲାଭ କରିଛନ୍ତି ସେ । କଡା ସୁରକ୍ଷା ବଳୟ ମଧ୍ୟରେ ଶିଳ୍ପାଙ୍କୁ ଶ୍ରୀମନ୍ଦିର ସିଂହଦ୍ୱାର ଯାଏଁ ନିଆଯାଇଥିଲା ।

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ; ଆନନ୍ଦ ବଜାରରେ ମୋବାଇଲ ଧରି ଗପିଲେ ବ୍ୟକ୍ତି

ପୁରୀ: ବାରମ୍ବାର ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି ଏତେ ସୁରକ୍ଷା ବଳୟକୁ ଭେଦ କରି ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେଇ କଥା ହେଲେ,…

Nisha Maharana: ଗିରଫ ହେବେ ନିଶା ମହାରଣା, ଖୋଜୁଛି ପୋଲିସ

ଭୁବନେଶ୍ୱର: ବଢିଲା ଆଇଟମ ଡ୍ୟାନ୍ସର ନିଶା ମହାରଣାଙ୍କ ଅଡୁଆ । ଅଶ୍ଳୀଳ ନାଚ ପ୍ରଦର୍ଶନ ପାଇଁ ଗିରଫ ହୋଇପାରନ୍ତି ନିଶା । ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ନିଶାଙ୍କ ଗିରଫ ସମ୍ଭାବନା ବଢିଛି । ଗତ ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ ହୋଇଛି । ୨

୧୩ ବର୍ଷିୟ ନାବାଳିକାକୁ ଦୁଷ୍କର୍ମ କରି ୫୫ ବର୍ଷିୟ ବୃଦ୍ଧ ଗିରଫ

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅଧିନସ୍ଥ ଓଳଗ ପଞ୍ଚାୟତ ବୋଡ଼କ ଗାଁରେ ୧୩ ବର୍ଷିୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ୫୫ ବର୍ଷିୟ ବୃଦ୍ଧ ଗିରଫ। ନାବାଳିକାର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଭଦ୍ରକ ମେଡିକାଲ ପଠାଯାଇଛି। ନାବାଳିକା ଜଣକ ସ୍କୁଲରୁ ପାଠପଢି ଘରକୁ ଯାଉଥିବା

ବାପାଙ୍କୁ ମୁଖାଗ୍ନି ଦେଇ ଉଦାହରଣ ଦେଲା ଝିଅ

ନବରଙ୍ଗପୁର: ଜିଲ୍ଲା ଉପାନ୍ତ ଅଞ୍ଚଳରେ ଦେଖିବାକୁ ମିଳିଛି ଅଜବ ଦୃଶ୍ୟ । ବାପାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ଯାଇ ସାନ ଝିଅ ଶ୍ମଶାନରେ ମୁଖାଗ୍ନି ଦେଇଛି । ଲୋକଙ୍କ ଟାହି ଟାପରାକୁ ଭୟ ନକରି ବାପାଙ୍କ ଶେଷ ଇଚ୍ଛାକୁ ସମ୍ମାନ ଦେଇଛି ଝିଅ । ନବରଙ୍ଗପୁର ଜିଲ୍ଲାରେ ବିଜେପିର ପ୍ରତିଷ୍ଠାତା

 Khandagiri Jatra: ଖଣ୍ଡଗିରିରେ କେଉଁ ପାର୍ଟି କେଉଁ ଦିନ ଯାତ୍ରା କରିବ ଜାଣନ୍ତୁ..

ଭୁବନେଶ୍ୱର: ଆଉ କିଛି ଦିନ ପରେ ଖଣ୍ଡଗିରେରେ କମ୍ପିବ ଯାତ୍ରା ମହାସମର । ସବୁ ଯାତ୍ରା ପାର୍ଟି ନିଜର ସବୁଠୁ ବେଷ୍ଟ ନାଟକ ଏଠାରେ ପରିବେଷଣ କରିବେ । ତେବେ ଚଳିତ ବର୍ଷ କେଉଁ ପାର୍ଟି କେଉଁ ଦିନଠାରୁ ଯାତ୍ରା ଆରମ୍ଭ କରିବ ଆସନ୍ତୁ ଜାଣିବା । ଚଳିତବର୍ଷ ୭ଟି ପେଣ୍ଡାଲରେ ୧୫ଟି ଯାତ୍ରା