Latest Odisha News

BREAKING NEWS

Browsing Category

ଓଡିଶା

Odisha

କନ୍ଦାଉଛି ଦରଦାମ; ବଢିଲା ପିଆଜ ଓ ରସୁଣ ଦର

ଭୁବନେଶ୍ୱର: ବ୍ରହ୍ମପୁର, ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ ରସୁଣ ଏବଂ ପିଆଜ ଦର ଆକାଶ ଛୁଆଁ ହେଲାଣି। ଖବର ଅନୁଯାୟୀ, ବ୍ରହ୍ମପୁରରେ ପିଆଜ କିଲୋଗ୍ରାମ ପିଛା ୫୫ ଟଙ୍କାରେ ବିକ୍ରି ହେଉଥିବାବେଳେ ରସୁଣ କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ରହିଛି। ସେହିପରି ଭୁବନେଶ୍ୱରରେ ପିଆଜ…

ନଭେମ୍ବର ୧୫ରୁ ଐତିହାସିକ ବାଲିଯାତ୍ରା: ପ୍ରଥମ ଥର ପାଇଁ ହେବ ଗ୍ରୀନ କରିଡରର ବ୍ୟବସ୍ଥା

କଟକ: ନଭେମ୍ବର ୧୫ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ । ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି ନିଷ୍ପତ୍ତି ନିଆଯାଇନି । ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ…

ମ୍ୟାଲେରିଆ ଓ ଫାଇଲେରିଆକୁ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର: ମ୍ୟାଲେରିଆ ଓ ଫାଇଲେରିଆକୁ ନେଇ ବଡ ବୟାନ ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ୨୦୨୭ ସୁଦ୍ଧା ଫାଇଲେରିଆ ମୁକ୍ତ ହେବ ଓଡ଼ିଶା ଏବଂ ୨୦୩୦ ସୁଦ୍ଧା ମ୍ୟାଲେରିଆ ମୁକ୍ତ ହେବ ଓଡ଼ିଶା । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଡେଙ୍ଗୁ ଏଡିସ ମଶା କାମୁଡିଲେ ହୁଏ…

“ଲୋକଙ୍କ ପାଇଁ ଆମେ, ଅଭିଯୋଗ ଆସିଲେ ସବୁ ଅଫିସରେ ପଶିବି”

ଭୁବନେଶ୍ୱର: 'ଲୋକଙ୍କ ଅଭିଯୋଗ ଆସିଲେ, ଲୋକ ହଇରାଣ ହେଲେ ସେଠି ସବୁ ଅଫିସରେ ପଶିବା ଆମର କର୍ତ୍ତବ୍ୟ। ଆମେ ନିର୍ବାଚିତ ହେଇଛି ଲୋକଙ୍କ ସହ ଛିଡ଼ା ହେବାକୁ, ନ କି ଘରେ ବସିବାକୁ । ଅବକାରୀ ବିଭାଗର ଅଭିଯୋଗ ଆସିବା ପରେ ସେଠାକୁ ଯାଇଥିଲି। ଯାହାକୁ ବିଧାନସଭା ରେ ବି ଉଠେଇଲି ଆଉ ସେଠାକୁ ଯାଇ…

ପୁଣି ଆଉ ଏକ ଲଘୁଚାପ: ୬ ଯାଏଁ ପ୍ରବଳ ବର୍ଷିବ 

ଭୁବନେଶ୍ୱର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ…

ନୂଆଖାଇ ପାଇଁ ୯ ତାରିଖ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: କୃଷି ଭିତ୍ତିକ ପର୍ବ 'ନୂଆଖାଇ' ପାଇଁ ସେପ୍ଟେମ୍ବର ୯ ତାରିଖ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି ଓଡିଶା ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ନୁଆଖାଇ ପର୍ବ ପାଇଁ ସୋମବାର ଦିନ…

ବ୍ୟାନ୍ ହେବ କି ରାସାୟନିକ ସାର? କାହିଁକି ଏମିତି କହିଲେ ମନ୍ତ୍ରୀ……

ଭୁବନେଶ୍ୱର: ଏଣିକି ରାଜ୍ୟର ସବୁ ଜିଲ୍ଲାରେ ହେବ ଜୈବିକ ଚାଷ। ରାସାୟନିକ ସାର ପ୍ରୟୋଗ ଦ୍ଵାରା କ୍ୟାନ୍ସର ରୋଗ ବଢୁଛି। ମାଟିର ଉର୍ବର ଶକ୍ତି ବି କମୁଛି । ଯାହାକୁ ନେଇ ଆଜି ଗୃହରେ ଜୈବିକ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଅନୁରୋଧ କରିଥିଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ…

ମାଓ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାବାହିନୀ

ଫୁଲବାଣୀ: ପୁଣି ମାଓ କ୍ୟାମ୍ପ ଠାବ କଲେ ଏସଓଜି ଯବାନ । ବୌଦ୍ଧ-କନ୍ଧମାଳ ସୀମାନ୍ତ ଟୁଡିବାହାଲ ଜଙ୍ଗଲରେ ଏହି ମାଓ କ୍ୟାମ୍ପ ଠାବ କରିଛନ୍ତି ସୁରକ୍ଷାବାହିନୀ । ମାଏ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ସହ ବହୁ ମାତ୍ରାରେ ବିସ୍ଫୋରକ ମଧ୍ୟ ଜବତ ହୋଇଛି । ଖବର ମୁତାବକ, ଟୁଡିବାହାଲ…

ସୁଭଦ୍ରା କଲ୍‌ ସେଣ୍ଟର ଉଦଘାଟିତ

ଭୁବନେଶ୍ବର: ଭୁବନେଶ୍ବରରେ ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଓସିଏସି ଠାରେ ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ ପଚାରିବାକୁ ଏହି କଲ ସେଣ୍ଟର…

ଘରେ ରହି ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ

ଭୁବନେଶ୍ୱର: ସୁଭଦ୍ରା’ ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ l ଘରେ ରହି ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ’ l କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ l ସନ୍ଧ୍ୟାରୁ ଖୋଲିବ ପୋର୍ଟାଲ, କେନ୍ଦ୍ରରେ ଏବେଠୁ ଭିଡ଼ ଲଗାନ୍ତୁନି ବୋଲି…