Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ପ୍ରଥମ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ଅଭିଯୋଗ; ଏପଟେ ୩୦୦୦ ଟପିଲା କରୋନା ମାମଲା

ଭୁବନେଶ୍ବର: ଓଡ଼ିଶାରେ ଚଳିତବର୍ଷର ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ଅଭିଯୋଗ ଆସିଛି । ଅଭିଯୋଗ ଅନୁସାରେ ଭୁବନେଶ୍ବରରେ ଜଣେ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କିନ୍ତୁ ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରା ଯାଇ ନାହିଁ । ସୂଚନାମୁତାବକ, ମୃତକ ଜଣେ ବୃଦ୍ଧ ।  କିଛି…

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ମାଡ଼ ମାମଲା:ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ମିଳିଲା ଜାମିନ

ବଲାଙ୍ଗୀର:କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ତୀବ୍ର ନିନ୍ଦା ହେଉଛି । ବଲାଙ୍ଗୀର ଜିଲ୍ଲାର କୁଲାଥିପାଲି ଗାଁରେ ଏକ ନିର୍ମାଣ ସ୍ଥାନରେ ଦୁର୍ନୀତି ଅଭିଯୋଗର ରିପୋର୍ଟ କରୁଥିବାବେଳେ ଜଣେ ଟିଭି ସାମ୍ବାଦିକଙ୍କୁ ହୋଇଥିବା ଆକ୍ରମଣକୁ ନେଇ ୪ ଜଣଙ୍କୁ ଗିରଫ…

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍‌ ଘଟଣାରେ SITର ଛାନଭିନ; ଜାରି ରହିଛି ସର୍ଚ୍ଚ ଅପରେସନ

ସୁନ୍ଦରଗଡ଼: ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍‌ ଘଟଣାରେ ( ସ୍ପେଶିଆଲ ଇନଭେଷ୍ଟିଗେସନ ଟିମ)SIT କରୁଛି ତନାଘନା । ବଡ଼ଗାଁ ଥାନା ଇତମାରେ ବିସ୍ଫୋରକ ଗୋଦାମରେ ପହଞ୍ଚିଛି ଏସଆଇଟି ଟିମ୍ । ଗୋଦାମରେ ବିସ୍ଫୋରକ ଲୁଟ୍‌ ଘଟଣାର ଟିମ୍ ତନାଘନା କରୁଛି । କେମିତି ଲୁଟ୍‌ ହେଲା ବିସ୍ଫୋରକ ପଛର କାରଣ ଖୋଜୁଛି…

ଓଡ଼ିଶା ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଭାବେ ଅମରେନ୍ଦ୍ର ନାଥ ମହାନ୍ତି ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବରେ କାର୍ଯ୍ୟରତ ଥିବା ଡାକ୍ତର ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ମେ ୩୦ରେ ତୁରନ୍ତ ପ୍ରଭାବରେ ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଭାବରେ ଓଡ଼ିଶା ସରକାର ନିଯୁକ୍ତି ଦେଇଛନ୍ତି। ତେବେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଇଣ୍ଡୋନେସିଆରେ ବିଜୁ ହଲର ଲୋକାର୍ପଣ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ଵର: ଇଣ୍ଡୋନେସିଆରେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆତଙ୍କବାଦ ବିରୋଧରେ ଅନ୍ତର୍ଜାତୀୟ ସ୍ତରରେ ସ୍ୱରୋତ୍ତୋଳନ କରିବାକୁ ବହୁଦଳୀୟ ସଂସଦୀୟ ପ୍ରତିନିଧି ଇଣ୍ଡୋନେସିଆ ଗସ୍ତ କରିଛନ୍ତି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଇଣ୍ଡୋନେସିଆର ଓଡ଼ିଆ ସମାଜକୁ ଭେଟିଛନ୍ତି। ଏହି ଅବସରରେ…

କେନ୍ଦୁଝରରେ ପୌରାଞ୍ଚଳ ଓ ପରିବହନ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ଉଷା ପାଢ଼ୀ

କେନ୍ଦୁଝର: ନଗର ଉନ୍ନୟନ ଓ ଗୃହ ନିର୍ମାଣ, ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱରେ ଏକ ବରିଷ୍ଠ ଅଧିକାରୀଙ୍କ ଦଳ କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ସେ କେନ୍ଦୁଝର ପୌରପାଳିକା ୯ ନମ୍ବର ୱାର୍ଡ ଅନ୍ତର୍ଗତ ସ୍ପଞ୍ଜ କଲୋନି…

ଟିଟିଲାଗଡ଼ ବିଧାୟକ ଅସୁସ୍ଥ; ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କ…

ବ୍ରହ୍ମପୁରରେ ବଡ଼ ଧରଣର ରେଡ୍‌; ୭ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର:ସାବାଡ ହେବେ ଅପରାଧି । ବିଭିନ୍ନ ଅପରାଧିକ ମାମଲା ସହିତ ଜଡ଼ିତ ୭ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ଠାରୁ ଗୁଳି, ବନ୍ଧୁକ, ଟଙ୍କା ଆଦି ସାମଗ୍ରୀ ଜବତ ହୋଇଛି। ଖବରମୁତାବକ, ଅଭିଯୁକ୍ତମାନେ ଅପରାଧିକ କାର୍ଯ୍ୟ ପାଇଁ ଯୋଜନା କରୁଥିବା ପୋଲିସକୁ…

ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ…

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ…

କଟକ ସମେତ ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡ଼ିଶାର ପ୍ରାୟ ୭ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ ଅନୁଯାୟୀ, ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ,…