Latest Odisha News
Browsing Category

ଓଡିଶା

Odisha

ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ

ବଣାଇ: ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ବିଳମ୍ବିତ ରାତିରେ ବନ ବିଭାଗ ସହ ହାତୀ ଘଉଡ଼ାଇବା ବେଳେ ଘଟିଛି ଏହି ଅଘଟଣ। ହାତୀ ଆକ୍ରମଣରେ ସୁନ୍ଦରଗଡ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁଟା ମୁଣ୍ଡାସାହିର ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଜଣକ ହେଲେ କୁଲୁକୁତା ଗ୍ରାମର…

ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ: ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ଭୁବନେଶ୍ୱର: ରାଜ୍ୟରେ ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ବିଶେଷଜ୍ଞ ଦଳ। ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି ଟିମ ତଦାରଖ କରିବ । ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ…

୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି, ଆଜିଠୁ ଆବେଦନକାରୀଙ୍କଠାରୁ ଫର୍ମ ସଂଗ୍ରହ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ଭୁବନେଶ୍ବରରେ ମହିଳାଙ୍କୁ କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ। ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ ବଣ୍ଟନ କରିବେ।…

ରାଜ୍ୟରୁ ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ବେଆଇନ ମଦ କାରବାରକୁ ମୂଳପୋଛ କରିବାକୁ ଯୋରସୋରରେ ଲାଗିପଡିଛନ୍ତି ରାଜ୍ୟ ସରକାର । ଗଲା ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ବେଆଇନ ମଦ ଭାଟିରେ ଚଢାଉ ଅଭିଯାନ ବର୍ତ୍ତମାନ ସୁଦ୍ଧା ଚାଲିଛି । ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ…

ମାତୃଭାଷାରେ ପାଠପଢା ଛାତ୍ରଛାତ୍ରୀଙ୍କ ସୃଜନଶୀଳତା ବିକାଶରେ ସହାୟକ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିକାଶ ଆଣିବା ପାଇଁ ଜାତୀୟ ଶିକ୍ଷାନୀତିର ପ୍ରଣୟନ ହେବା ଏକାନ୍ତ ଆବଶ୍ୟକ । ଭାରତବର୍ଷର ଗୁରୁକୁଳ ଏବଂ ଗୁରୁଶିଷ୍ୟ ପରମ୍ପରା ଆମ ସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡିତ । ଆମେ ସମସ୍ତେ ଏଥିରୁ ଅନୁପ୍ରାଣିତ ହେବା ଉଚିତ୍ । ଜାତୀୟ ଶିକ୍ଷାନୀତି…

ସୌର ଶକ୍ତିର ବ୍ୟାପକ ବ୍ୟବହାରକୁ ପ୍ରୋତ୍ସାହିତ କରିବାକୁ ଟିପିଏସଓଡିଏଲ ପକ୍ଷରୁ ସଚେତନତା ଅଭିଯାନ

ବ୍ରହ୍ମପୁର: ସମଗ୍ର ଦକ୍ଷିଣ ଓଡ଼ିଶାରେ ସୌର ଶକ୍ତିର ବ୍ୟାପକ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସଓଡିଏଲ) ପକ୍ଷରୁ ଗଣ ସଚେତନତା ଅଭିଯାନ ଆରମ୍ଭ ହୋଇଛି । ଦକ୍ଷିଣ ଓଡ଼ିଶାର ପ୍ରଚୁର ସୌର ସମ୍ପଦକୁ ଉପଯୋଗ କରିବା ସହ ସୌର…

ବିଧାନସଭାରେ ଉଠିଲା ‘ବ୍ଲାକ୍‌ ରୋଜ୍‌’ ପ୍ରସଙ୍ଗ: ପ୍ରଶ୍ନକଲେ ବିଧାୟକ ଅମରେନ୍ଦ୍ର ଦାସ

ଭୁବନେଶ୍ଵର: ବିଧାନସଭାରେ ଉଠିଲା ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ । ପ୍ରସଙ୍ଗ ଉଠାଇ ଟାର୍ଗେଟ୍‌ କଲେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ । ଖଣି ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ଉଠାଇଲେ ବିଧାୟକ ଅମରେନ୍ଦ୍ର ଦାସ ।…

ବଡ଼ଦାଣ୍ଡରେ ପୁଣି ବସିବେ ଉଠା ଦୋକାନୀ!

ପୁରୀ: ବଡ଼ଦାଣ୍ଡରେ ପୁଣି ଉଠାଦୋକାନ ବସିବା ପାଇଁ ଗଠିତ ହେଲା ବଡ଼ଦାଣ୍ଡ ମିଳିତ ଉଠା ଦୋକାନୀ ସଂଘ । ବଡ଼ଦାଣ୍ଡରୁ ଉଚ୍ଛେଦ ହୋଇଥିବା ସମସ୍ତ ଉଠା ଦୋକାନୀ ସଂଘ ଗୁଡ଼ିକ ମିଶି ଏକ ମିଳିତ ସଂଘ ପ୍ରସ୍ତୁତ କରିଛନ୍ତି । ଦରକାର ପଡିଲେ ବଡ଼ଦାଣ୍ଡରେ ବସିବାକୁ ସୁଯୋଗ ନମିଳିଲେ ଆତ୍ମାହୁତି ଦେବୁ…

ନିରବଚ୍ଛିନ୍ନ ଟ୍ରେନ୍ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ହିଲ୍ ଗ୍ୟାଙ୍ଗ ନିୟୋଜିତ

ଭୁବନେଶ୍ୱର: କୋତ୍ତଭାଲାସା-କିରନ୍ଦୁଲ ରେଳ ମାର୍ଗରେ ମୌସୁମୀ ସମୟରେ ନିରବଚ୍ଛିନ୍ନ ଟ୍ରେନ୍ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ହିଲ୍ ଗ୍ୟାଙ୍ଗ (ପାହାଡି ଦଳ) ଏବଂ ଟନେଲ୍ ରକ୍ଷଣାବେକ୍ଷଣ ଦଳ ନିୟୋଜିତ ହୋଇଛନ୍ତି। ମୌସୁମୀ ସମୟରେ ନିରବଚ୍ଛିନ୍ନ ଟ୍ରେନ୍ ଚଳାଚଳକୁ ସୁନିଶ୍ଚିତ…

ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇ ଦେଲେ ମହିଳା ବିଜେପି କର୍ମୀ

ଭୁବନେଶ୍ୱର: ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇ ଦେଲେ ମହିଳା ବିଜେପି କର୍ମୀ । ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସିଥିବା ବେଳେ ଘଉଡ଼ାଇ ଦେଲେ ବିଜେପି କର୍ମୀ । ନିଲମ୍ବନ ସତ୍ତ୍ୱେ ପାର୍ଟି ଅଫିସକୁ ଆସିଥିବାରୁ ଏପରି ଘଉଡ଼ାଇ ଦେଲେ କର୍ମୀ । ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେବା ଅଭିଯୋଗରେ…