Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଡୋଶୀ ରାଜ୍ୟକୁ ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ

ବାଲେଶ୍ୱର: ବେଆଇ ଗଞ୍ଜେଇ ବେପାର ଥମିବାର ନାଁ ଧରୁନି। କେତେବେଳେ ରାଜ୍ୟ ଭିତରେ ଚାଲାଣ ହେଉଛି ତ କେତେବେଳେ ରାଜ୍ୟ ବାହାରେ। ଏବେ ଓଡିଶା ସୀମା ପାର କରି ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ମାଡି ବସିଲା ତାଳସାରୀ ପୋଲିସ। ଭୋଗରାଇର ଉଦୟପୁର ବର୍ଡରରୁ ଜବତ ହେଲା ଗୋଟିଏ ବସ୍ତା…

ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ଘଟଣାସ୍ଥଳରେ ୭ ଗୁରୁତର

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ। ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼। ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ। ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗାଁରେ ଉତ୍ତେଜନା ଲାଗି…

ବଗିଚାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ

ଅନୁଗୁଳ: ହାତୀ ଆକ୍ରମଣରେ ଅନୁଗୁଳ ଜିଲ୍ଲାରେ ପୁଣି ଜଣଙ୍କର ଜୀବନ ଯାଇଛି। ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ କଞ୍ଜା ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ହାତୀ ଦଳି ମାରି ଦେଇଛି। ସୂଚନା ଅନୁସାରେ ଗାଁର ସୋମନାଥ ବେହେରା ନାମକ ଜଣେ ୬୨ ବର୍ଷୀୟ ବୃଦ୍ଧ ଭୋରରେ ଆମ୍ବ…

ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ, ଏପ୍ରିଲ ୧୯ରେ ହେବ ନାଁ ଘୋଷଣା

ଭୁବନେଶ୍ବର: ଆଜି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ଦିନ ୧୦ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ…

ଉପକୂଳ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା, ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆଜି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି। ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,…

କଟକରେ ଡବଲ୍ ଏନ୍‌କାଉଣ୍ଟର, ଦୁଇ ଆହତ ଅଭିଯୁକ୍ତ ଏସସିବିରେ ଭର୍ତ୍ତି

କଟକ: କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାକୁ ଏନ୍‌କାଉଣ୍ଟର। ଚୌଦ୍ବାର ପୋଲିସ ଓ ସ୍ପେଶାଲ ସ୍କ୍ୱାଡ୍‌ର ଏନ୍‌କାଉଣ୍ଟର ହୋଇଥିବା ସୂଚନା। ଚୌଦ୍ବାର ଇନ୍ଦ୍ରାଣୀପାଟଣାରେ ଏହି ଏନ୍‌କାଉଣ୍ଟର କଲା ପୋଲିସ। ଧରିବାକୁ ଯାଇଥିବା ବେଳେ ପୋଲିସ…

୪ଗୋରୁ ବୋଝେଇ ଟ୍ରକ ଜବତ;୩ ଗିରଫ,ଜଣେ ଫେରାର

ମୟୂରଭଞ୍ଜ:  ପାଟ୍ରୋଲିଂ ସମୟରେ ୪ଟି ଗୋରୁ ବୋଝେଇ ଟ୍ରକ ଜବତ କରିବା ସହିତ ୧୦୫ ଗୋରୁ ଉଦ୍ଧାର କରିଛି ମୟୂରଭଞ୍ଜ ପୋଲିସ । ସୂଚନା ଅନୁଯାୟୀ,ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ତଥା ହାଟବାଦଡା ଫାଣ୍ଡି ଅନ୍ତର୍ଗତ କାରଗିଲ ଛକ, ପଢ଼ିଆ, କୁସୁମୀ, ଭଗାବନ୍ଧି ପ୍ରଭୃତି ଅଞ୍ଚଳରୁ ୪ଟି ଟ୍ରକ୍ ଜବତ…

କଲମପୁର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

କଳାହାଣ୍ଡି: କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀଙ୍କ ବିରୋଧରେ ବୁଧବାର ଅନାସ୍ଥା ଭୋଟ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି । ମୋଟ ୨୪ ଜଣ ଭୋଟରଙ୍କ ମଧ୍ୟରୁ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଏବଂ ସମିତି ସଭ୍ୟ ଓ ସରପଞ୍ଚ ମିଶି ୨୨ ଜଣ ମତଦାନ କରିଥିଲେ । ସେମାନଙ୍କ…

କଟକରେ ୨ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପକୁ ସଫଳତା ସହ କାର୍ଯ୍ୟକ୍ଷମ କଲା ଟିପିସିଓଡିଏଲ୍

କଟକ: ଐତିହାସିକ କଟକର ବାସିନ୍ଦାଙ୍କୁ ନିର୍ଭରଯୋଗ୍ୟ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବା ଦିଗରେ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ଏହି ଅଞ୍ଚଳରେ ଦୁଇଟି ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପକୁ ସଫଳତାର ସହିତ କାର୍ଯ୍ୟକ୍ଷମ କରିଛି। ମଙ୍ଗୁଳିରେ ଏକ…

ପ୍ରଶାସନରେ ଏ .ଆଇ.ର ଉପଯୋଗ ସମ୍ବନ୍ଧିତ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୁତ୍ରିମ ବୁଦ୍ଧିମତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ନିମନ୍ତେ ବୁଧବାର ଦିନ ଲୋକସେବା ଭବନ ସ୍ଥିତ ରାଜ୍ୟ କନଭେନସନ୍ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍‍ଓ୍ୱାନି ଫାଉଣ୍ଡେସନ ର ମିଳିତ…