Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାଇକୋର୍ଟ ବେଞ୍ଚ…କହିଲେ ପୁଣି ଢୋକିଲେ !

ଭୁବନେଶ୍ବର: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସଂପର୍କିତ ଉତ୍ତର ନେଇ ରାଜନୀତି ବଢିବା ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରାଧୀନ ରହିଛି । ଲୋକଙ୍କୁ…

ଦଖଲକାରୀଙ୍କ କବଜାରେ ରାଜଧାନୀର ୩୦ ଏକର ଜମି

ଭୁବନେଶ୍ବର: ମାଡ଼ିବସିଛନ୍ତି ରାଜଧାନୀର ୩୦ ଏକର ମୂଲ୍ୟବାନ ଜମି । ରାଜଧାନୀରେ ଜବରଦଖଲ ପ୍ରସଙ୍ଗ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ଏନେଇ ମନ୍ତ୍ରୀ କହିଛନ୍ତି, ଜବରଦଖଲକାରୀମାନେ ଭୁବନେଶ୍ବରରେ ୩୦ ଏକର ଜମି ମାଡିବସିଛନ୍ତି ।…

୫ ବର୍ଷରେ ଉଦ୍ଧାର ହେଲେଣି ୨ଶହରୁ ଅଧିକ ଶିଶୁ ଶ୍ରମିକ

ଭୁବନେଶ୍ବର: ଦେଶ ତଥା ରାଜ୍ୟରେ ଶିଶୁ ଶ୍ରମିକ ଉପରେ ସମ୍ପୂର୍ଣ୍ଣ ରୋକ ଲାଗିଥିଲେ ମଧ୍ୟ ଏବେ ବି ଅନେକ ସ୍ଥାନରେ ଶିଶୁ ଶ୍ରମିକ ଦେଖିବାକୁ ମିଳୁଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ । ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀ…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ଆଇପିଏସ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ବଲାଙ୍ଗୀର: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସାକ୍ଷ୍ୟ ଗ୍ରହଣ l ପାଟଣାଗଡ଼ ଏଡିଜେ କୋର୍ଟରେ ଆଇପିଏସ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ l ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା l ବିସ୍ଫୋରଣରେ ନବବଧୂଙ୍କ ସ୍ବାମୀ ଓ ଜେଜେମାଆଙ୍କ ମୃତ୍ୟୁ…

ସ୍କୁଲରେ ମଦ ପିଇ ଶିକ୍ଷକ ମାତାଲ, ଭାଇରାଲ ହେଉଛି ଭିଡିଓ

ଯାଜପୁର: ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ଶିକ୍ଷକ । ଯାଜପୁର ଜିଲ୍ଲା ଦଶରଥପୁର ଶିକ୍ଷା ମଣ୍ଡଳ ଅନ୍ତର୍ଗତ ଜାଫରପୁର ପଂଚାୟତ ଅନ୍ତର୍ଗତ ବାଲି ସାହି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏଭଳି ସଙ୍ଗୀନ ଦୃଶ୍ୟ । ବିଦ୍ୟାଳୟରେ ଶିକ୍ଷକ ମଦ ପିଇ ମାତାଲ ହୋଇଥିବା ଭିଡିଓ ଏବେ ସୋସିଆଲ…

ସରକାରୀ କାର୍ଯ୍ୟାଳୟରେ ହଠାତ୍ ପହଞ୍ଚିଗଲେ ବିଧାୟିକା….ଯାହା ଦେଖିଲେ…

କଟକ: କଟକ ଅବକାରୀ ଅଫିସରେ ହଠାତ୍ ପହଞ୍ଚିଗଲେ ବିଧାୟିକା । ଦେଖିଲା ବେଳକୁ ଅଫିସରେ ନାହାନ୍ତି ଅଧିକାରୀ । ଏଣେତେଣେ ଚଟାଣରେ ବିଛାଡି ହୋଇ ପଡିଛି ଗୁରୁତ୍ବପୂର୍ଣ୍ଣ ଫାଇଲ । ସେପଟେ ଟେବୁଲରେ ଜମି ଗଲାଣି ଧୂଳି । କାର୍ଯ୍ୟାଳୟର ଏଭଳି ସ୍ଥିତି ଦେଖି ଅସନ୍ତୋଷ ଝାଡିଲେ ବିଧାୟିକା । କଟକ…

ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ ତେଜିବା ପରେ ସ୍ପଷ୍ଟିକରଣ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ଗଠନ ହେବା ପ୍ରସଙ୍ଗ ତେଜିବା ପରେ ଆଜି ଗୃହରେ ସ୍ପଷ୍ଟିକରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ହାଇକୋର୍ଟ ବେଞ୍ଚ ଗଠନ ହେବା ପ୍ରସଙ୍ଗ ବିଚାରଧୀନ ଅଛି ବୋଲି ସେ କହିଛନ୍ତି । ତେବେ ଗତକାଲି ଗୃହରେ ବିଜେଡି ବିଧାୟକ…

ଚାଲୁ ହେବ ‘ଆମ ଓଡିଶା ନବୀନ ଓଡିଶା’ କାମ

ଭୁବନେଶ୍ବର: ପୁଣି ଆରମ୍ଭ ହେବ ଆମ ଓଡ଼ିଶା ନବୀନ ଓଡ଼ିଶା କାମ । ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପ୍ରସଙ୍ଗରେ ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ବିଜେପି ବିଧାୟକ ସିଦ୍ଧାନ୍ତ…

ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ: ଭୂଆଁ ବୁଲାଉଛନ୍ତି ସାଇବର ଠକ

ଭୁବନେଶ୍ବର: ପୁଣି ସାଇବର ଠକଙ୍କ ଜାଲରେ ଆଉ ଜଣେ ପ୍ରଶାସନିକ ଅଧିକାରୀ । ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ ଖୋଲି ଲୋକଙ୍କୁ ଟଙ୍କା ମାଗୁଛନ୍ତି । ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ ଇନଷ୍ଟାଗ୍ରାମରେ ଫେକ୍‌ ଆକାଉଣ୍ଟ ଖୋଲି ଲୋକଙ୍କ ପାଖକୁ ମେସେଜ କରି କରି ଟଙ୍କା ମାଗୁଛନ୍ତି…

ଲାଞ୍ଚ ନେଉଥିଲେ ଆରଆଇ, ଏଆରଆଇ; ମାଡି ବସିଲା ଭିଜିଲାନ୍ସ

ଗଞ୍ଜାମ: ଲାଞ୍ଚ ନେବା ଭାରି ପଡିଲା । ଯୋଜନା ବଦ୍ଧ ଭାବେ ରେଡ୍ ହ୍ୟାଣ୍ଡେଡ ଧରିପକାଇଲା ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଇ ଯାଉଥିବା ବେଳେ ଆରଆଇ ଓ ଏଆରଆଇଙ୍କୁ ମାଡି ବସିଛି ଭିଜିଲାନ୍ସ । ଆଜି ସକାଳୁ ସକାଳୁ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ପୋଡାମାରି ତହସିଲର ରାଜସ୍ବ ନିରୀକ୍ଷକ…