Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଲ୍ ହେଲା ଆର୍ୟନ କୋଲ୍ ୱାସେରି

ସୁନ୍ଦରଗଡ଼: ବେଆଇନ୍ କୋଇଲା ଗଚ୍ଛିତ ମାମଲାରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ବୁଧବାର ବଡ କାର୍ଯ୍ୟାନୁଷ୍ଠାନ ନେଇଛି । ଜିଲ୍ଲାର ହେମଗିରି ତହସିଲ ଅଧୀନ କନିକା ନିକଟସ୍ଥ ଆର୍ୟନ କୋଲ୍ ୱାସେରିକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ । ଏହି ଠାରେ ହଜାର ହଜାର ଟନ୍ ବେଆଇନ କୋଇଲା କାରବାର ନେଇ ଅଭିଯୋଗ…

ଜଣାଶୁଣା ଶିକ୍ଷାବିତ୍ ଦିଗମ୍ବର ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର: ଶିକ୍ଷାବିତ୍ ତଥା ସମାଜ ବିଜ୍ଞାନୀ ପ୍ରଫେସର ଦିଗମ୍ବର ମିଶ୍ର ମଙ୍ଗଳବାର ଦିନ (ଏପ୍ରିଲ ୧୫) ଆମେରିକାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ସେ ୧୯୮୧ ମସିହାରୁ ଆଲାବାମାର ବର୍ମିଂହାମର ମାଇଲ୍ସ କଲେଜରେ ରାଜନୀତି ବିଜ୍ଞାନ…

‘ରାସ୍ତା ସଂଯୋଗୀକରଣରେ ୧ନଂ ହେବ ଓଡ଼ିଶା’

ଭୁବନେଶ୍ବର: ରାସ୍ତା ସଂଯୋଗୀକରଣକୁ ନେଇ ବଡ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାସ୍ତା ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା । ଏପ୍ରିଲ ୧୭ ଅର୍ଥାତ୍ ଆସନ୍ତାକାଲି କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ…

ଖାକିରେ ଲାଗିଲା ଦାଗ: ଗିରଫ ହେଲେ ଲାଞ୍ଚୁଆ ସବଇନସ୍ପେକ୍ଟର

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବୁଧବାର ନୟାଗଡ଼ର ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନଙ୍କୁ ଗିରଫ କରିଛି। କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ। କଲ୍ଯାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ । ରେଡରେ ଭୁବନେଶ୍ବର ଓ…

ବିଜେଡି ସଭାପତି ପଦ ପାଇଁ ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ । ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାର ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି । ୧୯ ତାରିଖରେ ଘୋଷଣା ହେବ…

‘କଂଗ୍ରେସରେ ଅଛି ଆଉ ରହିବି’

ଭୁବନେଶ୍ବର: ଦ୍ବନ୍ଦ୍ବ ଦୂର କଲେ ଶ୍ରୀକାନ୍ତ ଜେନା । କହିଲେ କଂଗ୍ରେସରେ ଅଛି, ଆଉ ରହିବି । ସମାଜବାଦୀ ପାର୍ଟିରେ ମିଶିବା ନେଇ ଚର୍ଚ୍ଚା ଭୁଲ କଥା । ଅଖିଳେଶ ଯାଦବଙ୍କ ସହ ସାକ୍ଷାତ ଆଲୋଚନା ପରେ ସ୍ପଷ୍ଟ କଲେ ଶ୍ରୀକାନ୍ତ । ସେ ଆହୁରି କହିଛନ୍ତି ଯେ, ଓଡ଼ିଶାରେ ସାମାଜିକ ନ୍ୟାୟ ପାଇଁ…

ଏସସି-ଏସଟି ହବ୍ କନକ୍ଲେଭ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଏବଂ କେନ୍ଦ୍ର ଏମଏସଏମଇ ମନ୍ତ୍ରୀ…

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, କିନ୍ତୁ କିପରି ?

ଭୁବନେଶ୍ୱର: ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ…

କାହାକୁ ଓ କେମିତି ମିଳିବ ଆୟୁଷ୍ମାନ କାର୍ଡ? ଜାଣନ୍ତୁ କେଉଁ ମାନେ ପାଇବେ ସୁବିଧା

ଭୁବନେଶ୍ୱର: ରାଜ୍ୟରେ ଲାଗୁ ହୋଇଛି ଆୟୁଷ୍ମାନ କାର୍ଡ। ଆୟୁଷ୍ମାନ ଯୋଜନାକୁ ନେଇ ଲାଗି ରହିଥିବା ଦ୍ୱନ୍ଦକୁ ଦୂର କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। କାହାକୁ ଓ କେମିତି ମିଳିବ ଆୟୁଷ୍ମାନ କାର୍ଡ ଏହାକୁ ନେଇ ଲାଗି ରହିଥିବା ଦ୍ୱନ୍ଦକୁ ଦୁର କରିଛନ୍ତି ସ୍ୱାସ୍ଥ୍ଯ ମନ୍ତ୍ରୀ।…

ଆଜିଠାରୁ ଯୁକ୍ତ ୩ ନାମଲେଖା ଆରମ୍ଭ

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଆଜିଠୁ ଆରମ୍ଭ ହେଲା ସ୍ନାତକ ନାମଲେଖା ଆବେଦନ । ନାମଲେଖା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିୟମାବଳୀ ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ, ଆଜି ଅପରାହ୍ନ ୪ଟାରୁ ନାମ…