Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଡିଜିଟାଲ ଫସଲ ସର୍ବେକ୍ଷଣ ମାଧ୍ୟମରେ ସିଏମ୍-କିଷାନ ସହ ଅନ୍ୟ ଆର୍ଥିକ ସୁବିଧା ପାଇପାରିବେ ଚାଷୀ’

ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମନ୍ତ୍ରୀ ଶ୍ରୀ…

ପୁଅର ଜୀବନ ନେଇଥିବା ଜହ୍ଲାଦ ବାପାକୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର: ପୁତ୍ର ହନ୍ତା ବାପାକୁ ଆଜୀବନ କାରାଦଣ୍ଡାଦେଶ । ଅଭିଯୁକ୍ତ ଦାଶରଥୀ ଟୁଡୁଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜି ଏହି ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ଏଡିଜେ ୨ କୋର୍ଟ । ୫ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୯ ମସିହା ମାର୍ଚ୍ଚ ୧୧ ତାରିଖରେ ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା…

ଚିକିଟି ମଦ ଟ୍ରାଜେଡି: ଗଲା ଆଉ ଜଣଙ୍କ ଜୀବନ

ବ୍ରହ୍ମପୁର: ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଇସିୟୁରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ଜେନା ପୁର ଗାଁର ପ୍ରଦୀପ ବେହେରାଙ୍କର ମୃତ୍ୟୁ ହୋଇଛି । ପ୍ରଦୀପଙ୍କୁ ମିଶାଇ ମଦ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି…

ଲାଞ୍ଚ ନେଇ ଫସିଲେ ସିଡିପିଓ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ସୋମବାର ଦିନ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) କୁ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, କିଛିଦିନ ତଳେ ଅଧିକାରୀ ଜୟଶ୍ରୀ ଅଙ୍ଗନବାଡ଼ି କେନ୍ଦ୍ରକୁ ଅପ୍ରତ୍ୟାଶିତ ଭାବେ ଯାଞ୍ଚ କରି ସାମାନ୍ୟ…

ସାତକୋଶିଆକୁ ଆସିବେ ଆଉ ୧୪ ବାଘୁଣୀ

ଭୁବନେଶ୍ବର: ସାତକୋଶିଆ ଅଭୟାରଣ୍ୟ ବ୍ୟାଘ୍ର ପ୍ରକଳ୍ପ ପାଇଁ ଅନୁକୂଳ ହୋଇଥିବାରୁ ପୁଣି ଆସିବେ ମହାବଳ ବାଘ । ଆଉ ୧୪ଟି ବାଘୁଣୀ ଆଣିବାକୁ ଏନଟିସିଏରୁ ମିଳିଛି ଅନୁମତି । ଏନେଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଖବର ମୁତାବକ, ଓଡ଼ିଶାର ବାଘଙ୍କ ସହ ମହାରାଷ୍ଟ୍ରର ତଡବା…

୫ ବର୍ଷ ମଧ୍ଯରେ କେତେ ସ୍ଥାନ ବୁଲିଛନ୍ତି ନବୀନ ଓ ପାଣ୍ଡିଆନ୍; ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୦ ରୁ ଅଧିକ ସରକାରୀ ଗସ୍ତ କରିଛନ୍ତି। ଏହା ବ୍ୟତୀତ ପୂର୍ବତନ 5T ସଚିବ ଭି.କେ ପାଣ୍ଡିଆନ୍ ଗତ ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟ ତଥା ବାହାରେ ୯୦ରୁ ଅଧିକ ସ୍ଥାନ ପରିଦର୍ଶନ କରିଛନ୍ତି। ସୋମବାର ବିଧାନସଭାରେ ନୀଳମାଧବ ହିକକାଙ୍କ…

ରାଜ୍ୟ ସରକାରଙ୍କ କେଉଁ ବିଭାଗରେ କେତେ ସଂଖ୍ୟକ ପଦବୀ ଖାଲି ପଡ଼ିଛି ଜାଣନ୍ତୁ..

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ । ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀଙ୍କ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା ବେଳେ, ଏହାର ପ୍ରାୟ ଅଧା ସଂଖ୍ୟକ ପଦବୀ ଖାଲି ପଡିଥିବା ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଶ୍ରୀମନ୍ଦିର ଆନନ୍ଦ ବଜାରର ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ

ପୁରୀ: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି ବଡ଼ ପଦକ୍ଷେପ । ଭକ୍ତ ମାନେ ଆନନ୍ଦ ବଜାରରେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରସାଦ ସେବନ କରିପାରିବେ ସେନେଇ ଗତକାଲି ଠାରୁ ସେନାନିବୃତ କର୍ମଚାରୀଙ୍କୁ ମୁତୟନ କରାଯାଇଥିବା ବେଳେ, ଆଜି ଜିଲ୍ଲାପାଳ…

‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ବର: ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ । ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ସୂଚନା ଏହି ପୋର୍ଟାଲରେ ଉପଲବ୍ଧ ହେବ । ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,…

ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ, ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ…