Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରକାଶ ପାଇଲା ଏକାଡେମିକ୍ କ୍ୟାଲେଣ୍ଡର: ଜାଣନ୍ତୁ କେବେଠାରୁ ମିଳିବ ଖରାଛୁଟି

ଭୁବନେଶ୍ୱର: ପ୍ରକାଶ ପାଇଲା ଏକାଡେମିକ୍ କ୍ୟାଲେଣ୍ଡର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ କାର୍ଯ୍ୟ ଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି। ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୮ଟି ସ୍ଥାନରେ ଚଢାଉ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍। ଏକକାଳୀନ ୮ଟି ସ୍ଥାନରେ ଚଢାଉ କରାଯାଇଛି। ସରକାରୀ ବାସଭବନ ସହ ପୈତୃକ ଘରେ…

ରାହୁଲ ଗାନ୍ଧୀଙ୍କ ବିରୋଧରେ ‘ନ୍ୟାସନାଲ ହେରାଲ୍ଡ’ ମାମଲା: ଆଜି ଇଡି କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଭୁବନେଶ୍ୱର: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଭାରତ ସରକାର ‘ନ୍ୟାସନାଲ ହେରାଲ୍ଡ’ ମାମଲାରେ ଚାର୍ଜସିଟ୍‌ ଦାଖଲ କରିଛନ୍ତି। ଏହାକୁ ବିରୋଧ କରି ପ୍ରଦେଶ କଂଗ୍ରେସ ପକ୍ଷରୁ ବୁଧବାର ଆଜି ୧୧ଟାରେ ଇଡି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

ରଥଯାତ୍ରାରେ ‘ଏଆଇ’ର ନିଆଯିବ ସହଯୋଗ, ଭିଡ ନିୟନ୍ତ୍ରଣ କରିବ ଡ୍ରୋନ କ୍ୟାମେରା

ପୁରୀ: ଚଳିତ ରଥଯାତ୍ରାରେ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ପରିଚାଳନା କରିବ ଏଆଇ କ୍ୟାମେରା। ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବୈଷୟିକ ସହାୟତା ନିଆଯାଇ ଅତ୍ୟାଧୁନିକ ଡ୍ରୋନ କ୍ୟାମେରା ଦ୍ବାରା ଭିଡ ନିୟନ୍ତ୍ରଣ,…

ଆହୁରି ୩ ଦିନ କାଳବୈଶାଖୀ! ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହିରି ୩ ଦିନ ଯାଏ ଅର୍ଥାତ୍ ୧୯ ତାରିଖ ଯାଏ ରହିବ କାଳବୈଶାଖୀ ବର୍ଷା। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ…

ଏବର୍ଷ ମୌସୁମୀରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ: ଆଇଏମ୍‌ଡି

ନୂଆଦିଲ୍ଲୀ: ଚଳିତ ବର୍ଷ ମୌସୁମୀ ଋତୁରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ମୌସୁମୀ ପୂର୍ବାନୁମାନ ବାବଦରେ ଏପରି କିଛି କହିଛନ୍ତି। ଆଇଏମ୍‌ଡି ମାନଦଣ୍ଡ ଅନୁଯାୟୀ, ୮୭ ସେମି ବର୍ଷାକୁ ସ୍ୱାଭାବିକ ଗଣାଯାଏ, ଏବଂ…

ଅପେରାରେ କଳାକାର ଚୟନ ପାଇଁ ଆଇପିଏଲ ଭଳି ନିଲାମକୁ ବିରୋଧ, ଆଜି ବସୁଛି ବଡ଼ ବୈଠକ

ଭୁବନେଶ୍ୱର: ଓଡ଼ିଆ ଯାତ୍ରା ଜଗତରେ ଚାଲିଥିବା କଳାକାର ଓ ମାଲିକଙ୍କ ମଧ୍ୟରେ ବିବାଦ ମଧ୍ୟରେ ଲୋକପ୍ରିୟ ଯାତ୍ରା ଅଭିନେତ୍ରୀ ନମିତା ଭୂୟାଁ ନିଜର ସ୍ପଷ୍ଟ ମତ ରଖିଛନ୍ତି । ସେ କମେଡିଆନ ନରି ପଣ୍ଡାଙ୍କ ବିରୋଧରେ ଲଗାଯାଇଥିବା ବ୍ୟାନକୁ ବିରୋଧ କରି ମାଲିକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ।…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ୨୫ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

ଭୁବନେଶ୍ବର:ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏଆଇସିସି ସାଧାରଣ ସମ୍ପାଦକ କେ ସି ଭେନୁଗୋପାଲ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ରାଜନୈତିକ ବ୍ୟାପାର କମିଟି ଘୋଷଣା କରିଛନ୍ତି। ଘୋଷଣା କରାଯାଇଥିବା ଓଡ଼ିଶା ରାଜନୈତିକ ବ୍ୟାପାର କମିଟିରେ ୨୫ ଜଣ ସଦସ୍ୟ ରହିଛନ୍ତି । ଏକ୍ସ ଅଫିସିଓ…

୪ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏସଆଇ

ନୟାଗଡ଼: ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏସଆଇ । ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ଖବରମୁତାବକ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର…

ବିଓପିଟି ଏବଂ ବିଏଫ୍ଏସ୍‌ଆଇ ସହ ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ବୋର୍ଡ ଅଫ୍ ପ୍ରାକ୍ଟିକାଲ ଟ୍ରେନିଂ (ବିଓପିଟି) (BOPT- Board of Practical Training) ଏବଂ ବିଏଫ୍ଏସ୍‌ଆଇ ସେକ୍ଟର ସ୍କିଲ କାଉନସିଲ ଅଫ୍ ଇଣ୍ଡିଆ, ମୁମ୍ବାଇ (BFSI Sector Skill Council Of India, Mumbai) ସହ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର…