Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ଆନନ୍ଦ ବଜାରର ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ

ପୁରୀ: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି ବଡ଼ ପଦକ୍ଷେପ । ଭକ୍ତ ମାନେ ଆନନ୍ଦ ବଜାରରେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରସାଦ ସେବନ କରିପାରିବେ ସେନେଇ ଗତକାଲି ଠାରୁ ସେନାନିବୃତ କର୍ମଚାରୀଙ୍କୁ ମୁତୟନ କରାଯାଇଥିବା ବେଳେ, ଆଜି ଜିଲ୍ଲାପାଳ…

‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ବର: ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ । ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ସୂଚନା ଏହି ପୋର୍ଟାଲରେ ଉପଲବ୍ଧ ହେବ । ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,…

ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ, ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ…

ଆସନ୍ତା ୧୪ରେ ଖୋର୍ଦ୍ଧା ଜିଲ୍ଲାରେ ହେବ ରାଷ୍ଟ୍ରୀୟ ଲୋକଅଦାଲତ

ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ସେପ୍ଟେମ୍ବର ୧୪ ତାରିଖରେ ଖୋର୍ଦ୍ଧା ଜିଲ୍ଲାରେ ହେବ ରାଷ୍ଟ୍ରୀୟ ଲୋକଅଦାଲତ । ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଜଟଣୀ,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ୧୦୦ ହତ୍ୟା

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁରେ ଗତ ୨୪ ବର୍ଷରେ ୧୦୦ଜଣଙ୍କୁ ହତ୍ୟା କରାଯାଇଛି । ଆଜି ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ…

‘ଡିସେମ୍ବର ସୁଦ୍ଧା ସବୁ ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ’

ଭୁବନେଶ୍ବର: ଆଉ ମୋବାଇଲ ନେଟଓ୍ବାର୍କର ଅସୁବିଧା ଭୋଗିବେନି ଓଡିଶାବାସୀ । ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଗାଁରେ ପହଞ୍ଚିବ ନେଟୱର୍କ ସେବା । ତେବେ ୫ଜି ନେଟଓ୍ବର୍କ ସମୟରେ ରାଜ୍ୟର ମୋଟ ୩ ହଜାର ୫ ଶହ ୧୦ଟି ଗାଁରେ ନାହିଁ ମୋବାଇଲ ନେଟ୍‌ୱର୍କ । ଖାଲି ସେତିକି ନୁହଁ, କେବଳ ଅବିଭକ୍ତ…

୩ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୧୭ ହଜାରରୁ ଅଧିକ ଜୀବନ

ଭୁବନେଶ୍ବର: ବଢିଚାଲିଛି ଇଚ୍ଛାମୃତ୍ୟୁର ହାର । ସେ ଦେଶ ହେଉକି ରାଜ୍ୟ ସବୁଠି ପ୍ରତିଦିନ ଆତ୍ମହତ୍ୟା ଖବର ସାମ୍ନାକୁ ଆସୁଛି । ଯେଉଁଥିରେ ସବୁଠୁ ବେଶୀ ଅଛନ୍ତି ଯୁବବର୍ଗ । ଯାହାକୁ ନେଇ ଆଜି ବିଧାନସଭାରେ ବିଧାୟକ ଧ୍ରୁବ ସାହୁଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖି…

ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି । ଶ୍ରୀମନ୍ଦିର…

ପାରାଦୀପରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପାରାଦୀପ: ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ହୋଇଛି। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ ଅନ୍ୟଟି ଟ୍ରାକରୁ ଖସିପଡିଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିବା…

ନୂଆ ସରକାରଙ୍କର ୨ ମାସରେ ବନ୍ଧା ହେଲେଣି ୩୯ ସରକାରୀ ବାବୁ

ଭୁବନେଶ୍ବର: ଶାସନକୁ ଆସିବା ପରେ ଆକ୍ସନ ମୋଡରେ ମୋହନ ସରକାର । କ୍ଷମତା ଗ୍ରହଣ କରିବାର ୨ ମାସ ଭିତରେ ଧରାପଡିଲେଣି ୩୯ ଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭାରେ ବିଜେପି ବିଧାୟିକା ଉପାସନା…