Latest Odisha News

BREAKING NEWS

Browsing Category

ଓଡିଶା

Odisha

Illegal Cannabis Cultivation: ୨ କୋଟି ଟଙ୍କା ମୂଲ୍ୟର ୯୫ ହଜାରରୁ ଅଧିକ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଯଶୀପୁର ଥାନା ଅଞ୍ଚଳରେ ୯୫ ହଜାରରୁ ଅଧିକ ଅଫିମ ଗଛ ନଷ୍ଟ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇବା ପରେ ଯଶୀପୁର ପୋଲିସ, ବନ ବିଭାଗ, ଅବକାରୀ ବିଭାଗ ଏବଂ ସ୍ଥାନୀୟ ରାଜସ୍ୱ ବିଭାଗ ମିଳିତ ଭାବରେ ଚଢଉ କରି ଅଫିମ ଚାରା ନଷ୍ଟ କରିଛନ୍ତି । ଏହାର ଆନୁମାନିକ…

Dolphin Count: ଆସନ୍ତାକାଲିଠାରୁ ଚିଲିକାରେ ହେବ ଡଲଫିନ୍ ଗଣନା

ଚିଲିକା: ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ୍ ଗଣନା । ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡ଼ାରେ ଚାଲିବ ଡଲଫିନ୍ ଗଣନା । ଡଲଫିନ୍ ଗଣନା ପାଇଁ ଗଠନ ହେଲା ୧୮ଟି ସ୍ୱତନ୍ତ୍ର ଟିମ୍ । ଜଣେ ବିଶେଷଜ୍ଞଙ୍କ ସହ ରହିବେ ୩ରୁ ୫ ଗଣନାକାରୀ । ଚିଲିକାର ସମସ୍ତ ବୋଟ୍‌

Bus Services: ୫ ଦିନ ପରେ ସ୍ବାଭାବିକ ହେଲା ବସ୍ ଚଳାଚଳ

ଜଗତସିଂହପୁର: ଜଗତସିଂହପୁରରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ। ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଗଡ଼ିଲା ବସ୍। ମୁଖ୍ୟମନ୍ତ୍ରୀ ବସ୍ ସେବା ଚଳାଚଳକୁ ବିରୋଧ କରି ଚାଲିଥିବା ଆନ୍ଦୋଳନ ସ୍ଥଗିତ। ଆଜି ଜଗତସିଂହପୁର ଜିଲ୍ଲାପାଳଙ୍କ ସହ ହେବ ଆଲୋଚନା। ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ

ପୁଣି ବାଣ ଛାଡ଼ିଲେ ଶ୍ରୀମୟୀ, ‘ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!’

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ସୋସିଆଲ ମିଡିଆରେ ବର୍ଷିଛନ୍ତି ନେତ୍ରୀ ଶ୍ରୀମୟୀ ମିଶ୍ର । ସେ ସିଧା ସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ଶ୍ରୀମୟୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ, ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!…

ମାଫିଆଙ୍କ ପାଇଁ ବିପଦ ଘଣ୍ଟି; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ…

BJP: ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ..

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେଲା ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା । ଆଜି ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ ହେବ । ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ କରାଯିବ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା । ସନ୍ଧ୍ୟା ୫ଟାରୁ…

Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି । ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍‌ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ…

ଗତବର୍ଷ ତୁଳନାରେ ଏଥର ଚିଲିକାକୁ ଆସିଛନ୍ତି ଅଧିକ ପକ୍ଷୀ

ଚିଲିକା: ଚଳିତ ବର୍ଷ ଚିଲିକାକୁ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨ ଶହ ପକ୍ଷୀ ଆସିଛନ୍ତି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଚିଲିକାକୁ ୪ ହଜାର ୯୭୨ ପକ୍ଷୀ ଅଧିକ ଆସିଛନ୍ତି । ପ୍ରଜାତି ସଂଖ୍ୟା ସମାନ ମାତ୍ର ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏଥିର ୧୦୬ ପ୍ରଜାତିର ବିଦେଶପକ୍ଷୀ ୧୧ ଲକ୍ଷ…

ପୋଲିସ ହାତରୁ ଖସିଯିବା ପାଇଁ ଫାଙ୍କା ଗୁଳି ଚାଳନା; ୮ ଅଟକ

କଟକ: ବାରଙ୍ଗ ଥାନା ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା । ବାରଙ୍ଗ ପୋଲିସ ଘଟଣାସ୍ଥଳରୁ ୮ ଜଣ ଦୁର୍ବୃତ୍ତଙ୍କୁ କାବୁ କରିବା ସହ ଏକ ଥାର ଗାଡ଼ି ଜବତ କରିଛି । ପୋଲିସ ଗାଡିରୁ କିଛି ମୋବାଇଲ ଓ ବନ୍ଧୁକ ଜବତ କରିଥିବା…

କଳାହାଣ୍ଡିକୁ ୮୯୧.୩୯ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡି ଓଡ଼ିଶାର ସବୁଠାରୁ ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ । କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬ ଉଦଯାପନୀ…