Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦେଢ଼ ଲକ୍ଷରୁ ଅଧିକ କିଲୋମିଟର ଗଡିଥିବା ବିପିଟିଏସଏଲର ୩୦ଟି ପୁରୁଣା ବସ୍ ସ୍କ୍ରାପିଂ କରାଯିବ

ଭୁବନେଶ୍ୱର: ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଓ ଚାଳକଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି । ସ୍କାର୍ପିଂ ହେବ ୩୦ ପୁରୁଣା ଗାଡ଼ି । ଜାନୁଆରୀ ମାସର ପ୍ରଥମ ଦୁଇ ସପ୍ତାହରେ…

Odisha Highcourt: ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ

କଟକ: ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ "ଜବରଦସ୍ତି' ବୋଲି କୁହାଯିବ ନାହିଁ । ଏହାକୁ ଆଧାର କରି ବଳାତ୍କାର କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ ବୋଲି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । ଅଭିଯୁକ୍ତ ମହେନ୍ଦ୍ର ପ୍ରଧାନକୁ ବଳାତ୍କାର…

ଧାନ କିଣା ସମସ୍ୟା: ୨ ଦିନିଆ ପଶ୍ଚିମ ଓଡ଼ିଶା ଗସ୍ତରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ୨ ଦିନିଆ ପଶ୍ଚିମ ଓଡିଶା ଗସ୍ତରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ। ସମ୍ବଲପୁର ଓ ବରଗଡ଼ରେ ହେବ ହାଇଲେଭଲ୍ ସମୀକ୍ଷା। ଚାଷୀଙ୍କ ଅଭିଯୋଗ ଓ ଧାନ କିଣାରେ ଅହେତୁକ ବିଳମ୍ବର ହେବ ସମାଧାନ। ଦୁଇଦିନିଆ ଗସ୍ତରେ ଯାଇ ଧାନକିଣାର ପ୍ରକ୍ରିୟାର ତଦାରଖ କରିବେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ…

Lingaraj Temple: ସ୍ୱାଭାବିକ ଭାବରେ ଚାଲିଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ବର: ସ୍ୱାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି। ବର୍ତ୍ତମାନ୍ ସ୍ଵାଭାବିକ ଭାବେ ଚାଲିଛି ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳ ଆଳତି ପରେ ଭକ୍ତମାନେ ଧାଡିରେ ଯାଇ ଦର୍ଶନ କରୁଛନ୍ତି। ଗତକାଲି ମକର ସଂକ୍ରାନ୍ତି ଭଳି ପବିତ୍ର ଦିବସରେ ଦିଅଁଙ୍କୁ ଅପୂଜା ଓ ଉପବାସ ରହିବାକୁ…

ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର

ରାୟଗଡା: ରାୟଗଡ଼ା ଜିଲ୍ଲା ପୋଲିସ କନଷ୍ଟେବଳ ଓ ହାବିଲଦାର ସଂଘ ନିର୍ବାଚନ ବିଜୟ ଉତ୍ସବରେ ଅଘଟଣ। ବାଣ ଫୁଟି କନଷ୍ଟେବଳ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ଆହତ କନେଷ୍ଟବଳ ଜଣକ ହେଲେ କୃଷ୍ଣଚନ୍ଦ୍ର ବାଗ(ବନି)। କୃଷ୍ଣଚନ୍ଦ୍ରଙ୍କୁ ସାଥୀ…

Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …

ବ୍ରହ୍ମପୁର: ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁଆରୀ ୨୨ ବଦଳରେ ଜାନୁଆରୀ ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଅନୁଷ୍ଠିତ ହେବ । ପୂର୍ବରୁ ଜାନୁଆରୀ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ନେଇ ଧାର୍ଯ୍ୟ ହୋଇଥିଲା । ୨୭ ତାରିଖରେ ରାଜ୍ୟପାଳଙ୍କ ଦ୍ବାରା ଗୋପାଳପୁର…

ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ

ଖୋର୍ଦ୍ଧା:୫ ଡକାୟତଙ୍କୁ ଗିରଫ କଲା ଜଟଣୀ ପୋଲିସ । ସେମାନଙ୍କ ଠାରୁ ଖଣ୍ଡା, ଛୁରୀ, ଲାଠି, ଲଙ୍କା ଗୁଣ୍ଡ ସହ ମଦ ବୋତଲ ଜବତ ହୋଇଛି । ମଙ୍ଗଳବାର ରାତିରେ ଜଟଣୀ ଆଇଆଇସି ଷ୍ଟାଲିନ ବିଶ୍ୱାଳ ବିଶେଷ ସୂତ୍ରରୁ ଖବର ପାଇଥିଲେ ଜଟଣୀ ଅନ୍ତର୍ଗତ ମାଣିଆ ଛକ ନିକଟରେ କିଛି ଯୁବକ ଡକାୟତି କରିବା ପାଇଁ…

ଆହୁରି ୩ ଦିନ କଲବଲ କରିବ ଶୀତ…

ଭୁବନେଶ୍ୱର: ଶୀତ ଲହରୀ ଆହୁରି ତିନି ଦିନ ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ତରଫରୁ ବୁଧବାର ଦିନ ସୂଚନା ମିଳିଛି। ଜାନୁଆରୀ ୧୫ ଓ ୧୬ ତାରିଖରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କନ୍ଧମାଳ, ସୋନପୁର, ସୁନ୍ଦରଗଡ଼ ଏବଂ…

ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ…

ଯାଜପୁର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ,ପର୍ଯ୍ୟଟନ ବିଭାଗ ଏବଂ ଯାଜପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦ୍ଵିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ବେଶ୍ ଉତ୍ସାହର ସହ ପାଳନ କରାଯାଉଛି। ଆଜି ସମ୍ମିଳନୀର ଚତୁର୍ଥ ଦିନରେ ଉପ…

୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ

ପୁରୀ: ପୁରୀରୁ ଜବତ ହେଲା ୧୩୦ ଗ୍ରାମ୍ ବ୍ରାଉନ ସୁଗାର । । ଅବକାରୀ ଟିମ୍ ଚଢାଉ କରି ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ହେଲେ ପିପିଲି ସୁଲତାନ ନଗରର ଚିଣ୍ଟୁ ମେଣ୍ଟା। ସୂଚନାଥାଉକି,ସତ୍ୟବାଦୀ ଥାନା ଅନ୍ତର୍ଗତ ସିଦ୍ଧ ବକୁଳ ଛକଠାରେ…