Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ କୋଭିଡ ସଂଖ୍ୟା ୧ ହଜାର ଟପିଲାଣି। ଯାହାକୁ ନଜରରେ ରଖି ଆସନ୍ତାକାଲି ଦିନ ୧୨ଟାରେ ସବୁ ରାଜ୍ୟ ସହ କୋଭିଡ ସ୍ଥିତି ନେଇ ସମୀକ୍ଷା ବୈଠକ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଦେଶରେ ବଢୁଥିବା ମାମଲାକୁ ଦେଖି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି ଯେ,…

ବର୍ଷା ଦିନେ କାହିଁକି ଲୋକଙ୍କୁ ଭାବୁକ କରାଏ? ବୈଜ୍ଞାନିକ କରାଣ ଜାଣିଲେ ହୋଇଯିବେ ତାଜୁବ

ଭୁବନେଶ୍ୱର: ବର୍ଷା ଋତୁ ଆସିଲେ ପ୍ରକୃତି ଏକ ନୂଆ ରୂପ ନେଇଥାଏ। ଚାରିଆଡ଼େ ସବୁଜିମା, ଝିପଝିପ ବର୍ଷା ଏବଂ ମାଟିର ସୁଗନ୍ଧ ମନକୁ ଏକ ଅଜଣା ଖୁସି ଦେଇଥାଏ। କିନ୍ତୁ ଅନେକ ଲୋକ ଏହି ସମୟରେ ଭାବୁକ ହୋଇପଡ଼ନ୍ତି। କେତେବେଳେ ମନ ଉଦାସ ଲାଗେ, ତ କେତେବେଳେ ପୁରୁଣା ସ୍ମୃତି ମନକୁ ଆସେ। ତେବେ ଏପରି…

ପୁରୀ ଗସ୍ତରେ ଆସିବେ ଆକାଶ ଅମ୍ବାନୀ, ଶ୍ରୀଜିଉଙ୍କ ଆଶିଷ ନେବେ

ଭୁବନେଶ୍ୱର: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଆକାଶ ଏମ୍ ଅମ୍ବାନୀ ମଙ୍ଗଳବାର ରାତିରେ ପୁରୀରେ ପହଞ୍ଚିବେ। ଏହାପରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସୂଚନା ଅନୁସାରେ, ଆଜି ରାତି ପ୍ରାୟ ୧୦.୪୫ ସମୟରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଆକାଶ ଭୁବନେଶ୍ୱରର ବିଜୁ…

ଉପକୂଳ ରାଜପଥ ନିର୍ମାଣ ଟେଣ୍ଡର ବାତିଲ ରାଜ୍ୟବାସୀଙ୍କ ପାଇଁ ଏକ ଧୋକା: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଏନଏଚଏଆଇ ଦ୍ୱାରା ନିର୍ମାଣ ହେବାକୁ ଥିବା ଉଚ୍ଚାଭିଳାଷୀ ଉପକୂଳବର୍ତ୍ତୀ ରାଜପଥର ଟେଣ୍ଡରକୁ ଅଚାନକ ବାତିଲ କରାଯିବାକୁ ନେଇ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ପ୍ରକଳ୍ପର ଭିତ୍ତିପ୍ରସ୍ତରକୁ ଇତି ମଧ୍ୟରେ ୧୦ ବର୍ଷ ବିତି ଯାଇଥିଲେ ସୁଦ୍ଧା ପ୍ରକଳ୍ପରେ…

ବେଆଇନ ଓ୍ବାଟର ସ୍ପୋର୍ଟସ ସଂସ୍ଥାର ଟିକେଟ୍ କାଉଣ୍ଟର ଭାଙ୍ଗିଲା ପୁରୀ ପ୍ରଶାସନ

ପୁରୀ: ଗତକାଲି ପୁରୀ ସମୁଦ୍ରରେ ବଡ଼ ଅଘଟଣ ହୋଇଥିଲା ।  ସ୍ପିଡ ବୋଟ୍ ରେ ପର୍ଯ୍ୟଟକମାନେ ଜଳକ୍ରୀଡା କରୁଥିବା ବେଳେ ଗଭୀର ସମୁଦ୍ରରେ ଓଲଟି ପଡିଥିଲା ସ୍ପିଡ ବୋଟ।  ଏହି ଘଟଣା ପରେ ଆକ୍ସନ ମୋଡ଼ରେ ପୁରୀ ଜିଲ୍ଲା ପ୍ରଶାସନ।  ଆଜି ସମୁଦ୍ରରେ ବେଆଇନ ଜଳକ୍ରୀଡ଼ା ଚଳାଇଥିବା ସ୍କାଏ ଡ୍ରାଇଭ…

ପିଏମ୍‌ ଆବାସ ଆବେଦନ ୩୦ରେ ସରିବ

ଭୁବନେଶ୍ଵର: ପିଏମ୍‌ ଆବାସ ଆବେଦନ ଶେଷ ତାରିଖ ମେ ୩୦। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷରୁ ଊର୍ଦ୍ଧ୍ବ ଆବେଦନ ଆସି ସାରିଲାଣି। ଯେଉଁମାନେ ପଞ୍ଜୀକରଣ କରି ନାହାନ୍ତି ଏହି ଅବଧି ଭିତରେ କରି ନିଅନ୍ତୁ ବୋଲି…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା, ୯ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ଗଞ୍ଜାମ: ଭଞ୍ଜନଗର ପୋଲିସକୁ ବଡ଼ ସଫଳତା। ୯ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ। ଏହାସହ ଏକାଥରକେ ୭ଟି ପିସ୍ତଲ, ୧୫ ରାଉଣ୍ଡ୍ ଜୀବନ୍ତ ଗୁଳି ଏବଂ ୨ଟି କାତି ଜବତ କରିଛି। ଏବେ ସୁଦ୍ଧା ଗତ ୨ ମାସ ଭିତରେ ଭଞ୍ଜନଗର ପୋଲିସ ୧୨ଟି ପିସ୍ତଲ ଜବତ କରିବା ସହ ବହୁ ହାର୍ଡକୋର୍ ଅପରାଧୀକୁ ଧରିବାରେ ସକ୍ଷମ…

 ୨-୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ 

ଭୁବନେଶ୍ୱର: ଆସନ୍ତା ୨-୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଂଶକୁ ପ୍ରବେଶ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। "ଆସନ୍ତା ୨-୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର…

ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର। ଏପରି ସୂଚନା ଦେଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର ଦିଆଯାଇଛି। ଏବେ ବି ତାଲିକା ପ୍ରସ୍ତୁତି ଚାଲିଛି। ୨ ମାସ ଭିତରେ ଏହି ସବୁ ପ୍ରକ୍ରିୟା ଶେଷ ହବ। ମୌସୁମୀ…

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା; ଆସନ୍ତାକାଲି ଆସିବ ରାୟ

ବଲାଙ୍ଗୀର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ମାମଲା । ମେ 28 ତାରିଖ ଅର୍ଥାତ୍ ଆସନ୍ତାକାଲି ଆସିବ ଚୂଡ଼ାନ୍ତ ରାୟ । ୨୦୧୮ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ମାମଲା ଚାଲି ଆସୁଥିବାବେଳେ ଆସନ୍ତାକାଲି ଏହାର ରାୟ ପ୍ରକାଶ ପାଇବ । ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି…