Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ, ରହିଥିଲା ୪ଲକ୍ଷ ଟଙ୍କା…

ଭୁବନେଶ୍ୱର: ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ବଂଶଧାରା- ଘୁମୁସର- ନାଗାବଳି (BGN) ଡିଭିଜନ ଘୁମସର ଏରିଆ କମିଟିର ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର ନିବାସୀ ବିଜୟ ଗୋଟିଏ ପିସ୍ତଲ୍ ଓ ୮ରାଉଣ୍ଡ ଗୁଳି…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଓଡ଼ିଶାର ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ମଙ୍ଗଳବାର ସମସ୍ତ ଜିଲ୍ଲାର କଲେକ୍ଟରମାନଙ୍କୁ ପ୍ରବଳ ବର୍ଷା ଏବଂ ବଜ୍ରପାତର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସଆରସି ନିର୍ଦ୍ଦେଶ ଅନୁଯାୟୀ,…

ଓଡ଼ିଶାର ଏହି ୯ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ପ୍ରାୟ ୯ଟି ଜିଲ୍ଲାରେ ମଙ୍ଗଳବାର  ଝଡ଼ବର୍ଷା ସହିତ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ସଦ୍ୟ ରିପୋର୍ଟ ଅନୁସାରେ, ଏହିସବୁ ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସହ ପ୍ରବଳ…

ପୁରୀରୁ ଆରମ୍ଭ ହେବ କେନ୍ଦ୍ର ସରକାରଙ୍କ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’; ଯୋଗଦେବେ ଶିବରାଜ ସିଂ ଚୌହାନ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ କୃଷି ପଦକ୍ଷେପ ଗୁଡିକୁ ତୃଣମୂଳସ୍ତରରେ ପହଞ୍ଚାଇ କୃଷିରେ ନବସୃଜନ ସୃଷ୍ଟି କରିବା ଲକ୍ଷ୍ୟରେ ଆରମ୍ଭ ହେବାକୁ ଯାଉଛି ବିକଶିତ କୃଷି ସଂକଳ୍ପ ଅଭିଯାନ। ଆସନ୍ତା ମେ ମାସ ୨୯ ତାରିଖରୁ ୧୨ ଜୁନ ପର୍ଯ୍ୟନ୍ତ ଏହି ଅଭିଯାନ ସାରା ଦେଶରେ ଚାଲିବ । ଏହି…

ଯବାନ-ମାଓବାଦୀ ଗୁଳି ବିନିମୟ:ଦୁର୍ଦ୍ଦାନ୍ତ ମାଓନେତା ନିହତ, ସହଯୋଗୀ ଗିରଫ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଯବାନ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ । ଏହି ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓନେତା ମନୀଷ ଯାଦବ ନିହତ ଓ ସହଯୋଗୀ କୁନ୍ଦନ ଖେରୱାରକୁ ପୋଲିସ ଗିରଫ କରିଥିବାର ସୂଚନା ରହିଛି । ମୃତ ମନୀଷର ମୁଣ୍ଡ ଜାମିନ ପାଇଁ ୫ ଲକ୍ଷ ଓ ଗିରଫ କୁନ୍ଦନ ପାଇଁ ୧୦…

ମୋହନ ସରକାରଙ୍କୁ ପିଏମ୍ ମୋଦିଙ୍କ ଟାସ୍କ, ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୋହନ ସରକାରଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବାକୁ ଯାଉଛି ଜୁନ୍ ମାସ। ଲୋକଙ୍କ ପାଖରେ ରଖିବେ ନିଜ ସରକାରର ପ୍ରଥମ ବର୍ଷ ପୂର୍ତ୍ତିର ରିପୋର୍ଟ କାର୍ଡ। ଏପଟେ ଆଉ କିଛି ଟାସ୍କ ବି ଦେଇଛନ୍ତି ପିଏମ୍ ମୋଦି। ମାସ ବ୍ୟାପି ବଡ଼ ବଡ଼ କାର୍ଯ୍ୟକ୍ରମ ପାଇଁ ଏନଡିଏ ବୈଠକରେ…

୧୦ ଫୁଟ ଲମ୍ବର ଅଜଗର ଓ ସାପ ଅଣ୍ଡା ଉଦ୍ଧାର: କୃତ୍ରିମ ଉପାୟରେ ଅଣ୍ଡା ଫୁଟେଇବାକୁ ଡିଏଫଓଙ୍କ ନିର୍ଦ୍ଦେଶ

ଢେଙ୍କାନାଳ: ଢେଙ୍କାନାଳ ବନଖଣ୍ଡ ମେରାମଣ୍ଡଳୀ ସେକ୍ସସନ ଅଧିନ ଗଉଡ଼ପଶି ଗାଁ ନିକଟରୁ ଏକ ୧୦ ଫୁଟ ଲମ୍ବର ଅଜଗର ସାପ ସହିତ ସାପ ଅଣ୍ଡା ଉଦ୍ଧାର ହୋଇଛି। ଏହି ଘଟଣାଟି ୨୪ ତାରିଖ ସନ୍ଧ୍ୟାରେ ଘଟିଛି। ସମସ୍ତ ଅଣ୍ଡା ବନ ବିଭାଗ କର୍ମଚାରୀମାନେ ପହଞ୍ଚି ସେଗୁଡିକୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର…

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ବୃହତ୍ତମ ରେଳ ଟନେଲ

ବୌଦ୍ଧ:  ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି। ୩୦ ମିଟର ଗୋଲେଇର ଏକ ଗର୍ତ୍ତ ସୃଷ୍ଟି ହୋଇଛି। ରେଳ ଟନେଲ ଭୁଶୁଡି  …

ଗାଡ଼କଣକୁ ୨ ଦିନ ଭିତରେ ୧୫୦ ମେଟ୍ରିକ ଟନ୍ ଶୁଖିଲା ଅଳିଆରୁ ମୁକ୍ତ କରିବାକୁ କମିଶନରଙ୍କୁ ଚିଠି

ଭୁବନେଶ୍ୱର: ଗତକାଲି ପଳାଶୁଣୀ ଶୁଖିଲା ଅଳିଆ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ସାଧାରଣ ଲୋକେ ଉଦଘାଟନ କରିବା ଘଟଣା । ତୁରନ୍ତ ଏହି ପ୍ଲାଣ୍ଟକୁ ଆସନ୍ତା ଦୁଇ ଦିନ ଭିତରେ କାର୍ଯ୍ୟକ୍ଷମ କରି ଗlଡ଼କଣକୁ ଦୈନିକ ଆସୁଥିବା ୧୫୦ ମେଟ୍ରିକ ଟନ୍ ଶୁଖିଲା ଅଳିଆରୁ ପ୍ରଥମେ ମୁକ୍ତ କରିବାକୁ ଆଜି ଭୁବନେଶ୍ୱର…

ଅତିରିକ୍ତ ତହସିଲଦାରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ଆରଆଇ

ପୁରୀ: ଜଣେ ମହିଳା ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ପିପିଲିର ଅତିରିକ୍ତ ତହସିଲଦାରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଅତିରିକ୍ତ ତହସିଲଦାର ପ୍ରବୋଧ କୁମାର ମହାନ୍ତିଙ୍କ ବିରୋଧରେ ବିଏନଏସର ଧାରା ୭୫ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ସୂଚନା…