Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଆର୍ଲଟ: ୪ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଆରବ ସାଗରରେ ଘୂର୍ଣ୍ଣିଝଡ଼, ବଙ୍ଗୋପସାଗରରେ ଅବପାତ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ। ଆସନ୍ତାକାଲି ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ…

କାନ୍ଥ ପଡି ଚାଲିଗଲା କୁନି ପୁଅର ଜୀବନ, ବାପାମାଆ ଗୁରୁତର

ଭଞ୍ଜନଗର: କାନ୍ଥ ସାଜିଲା କାଳ । ମାଟି କାନ୍ଥ ଭୁଶୁଡ଼ି କୁନି ପୁଅର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ହୋଇଛନ୍ତି ବାପାମାଆ  । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଭଞ୍ଜନଗର ବାଇପାଲି ପଞ୍ଚାୟତ ତୋଟାସାହିରେ । ସକାଳୁ ସକାଳୁ ଘରେ ଶୋଇଥିବା ବେଳେ ଭୁଶୁଡ଼ିଲା ମାଟିକାନ୍ଥ । ଫଳରେ ଶିଶୁ…

ଆରପାରିରେ ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁ

ବ୍ରଜରାଜନଗର: ଆଉ ନାହାନ୍ତି ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁ । ଆଜି ଭୋର ପ୍ରାୟ ୪ଟା ସମୟରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳେ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ତେବେ ହୃତଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଙ୍କର ବ୍ରଜରାଜନଗର ସ୍ଥିତ ହରିଓଁ ବିହାର ବାସଭବନରେ…

ଆଜିଠୁ ‘ସୁଭଦ୍ରା’ ପଞ୍ଜିକରଣ, ଜାଣନ୍ତୁ କେମିତି କରିବେ ଆବେଦନ..

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ବହୁ ଚର୍ଚ୍ଚିତ ଯୋଜନା ‘ସୁଭଦ୍ରା’ର ପଞ୍ଜିକରଣ । ଆଜିଠୁ ନିକଟସ୍ଥ ଜନସେବା କେନ୍ଦ୍ର କିମ୍ବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌର କାର୍ଯ୍ୟାଳୟରେ ସୁଭଦ୍ରା ଫର୍ମ ମିଳିବ । ଏଥିସହ ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ମଧ୍ୟ…

ମୟୂରଭଞ୍ଜର ସଫଳ ଚାଷୀ କାର୍ତ୍ତିକେଶ୍ୱର ନାୟକ

କପ୍ତିପଦା: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍ ନହୁସାହି ଗାଁର ଚାଷୀ କାର୍ତ୍ତିକେଶ୍ୱର ନାୟକ। ନିରନ୍ତର ପ୍ରୟାସ ମାଧ୍ଯମରେ କୃଷି କ୍ଷେତ୍ରରେ ବିହନ ଉତ୍ପାଦନ, ମାର୍କେଟିଂ ଏବଂ ଟେକ୍ନୋଲୋଜିର ପ୍ରୟୋଗ କରି ସଫଳତାର ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି ସେ। ଏପରିକି ଆଖପାଖର ଲୋକଙ୍କୁ ମଧ୍ୟ…

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ୍‌ ଅଛି, ଶାନ୍ତି ବଜାୟ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିରୋଧୀଦଳ ନେତା ନବୀନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜବାବ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ନାହାନ୍ତି । ବୋଧହୁଏ ତାଙ୍କର ବିଧାନସଭାଠୁ ଅନ୍ୟକିଛି…

ଆସନ୍ତା କାଲିଠୁ ‘ସୁଭଦ୍ରା‘ ପଞ୍ଜୀକରଣ, ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି

ଭୁବନେଶ୍ଵର: ଆସନ୍ତା କାଲିଠୁ ‘ସୁଭଦ୍ରା‘ପଞ୍ଜୀକରଣ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ ହେବ । ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌର କାର୍ଯ୍ୟାଳୟରେ ସୁଭଦ୍ରା ଫର୍ମ ମିଳିବ । ଏଥିସହ ମୋ ସେବା…

ବଢିଲା ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ଯୋଜନାର ଅବଧି

ଭୁବନେଶ୍ଵର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ଯ ସରକାରଙ୍କ ପକ୍ଷରୁ କର୍ମଜୀବୀ ସାମ୍ବାଦିକଙ୍କୁ ଦିଆଯାଉଥିବା ସ୍ବାସ୍ଥ୍ୟବୀମା ଯୋଜନାର ଅବଧି ୧ ସେପ୍ଟେମ୍ବର ୨୦୨୪ରୁ ୩୧ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ରାଜ୍ୟର ୭୦୪୧ ସାମ୍ବାଦିକ ଏଥିରେ…

ଲାଞ୍ଚ ନେବା ବେଳେ ଧରାପଡିଲେ, ଭିଜିଲାନ୍ସକୁ ଦେଖି ଅଚେତ ହୋଇଗଲେ

ରାୟଗଡ଼ା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ । ଭିଜିଲାନ୍ସ ଜାଲରେ କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ । ୨୫ ହଜାର ଲାଞ୍ଚ ନେବା ବେଳେ ପୂର୍ଣ୍ଣଚନ୍ଦ୍ରଙ୍କୁ ଧରିଲା ଭିଜିଲାନ୍ସ । ଭିଜିଲାନ୍ସକୁ ଦେଖି ଅଚେତ ହୋଇପଡ଼ିଲେ ଯନ୍ତ୍ରୀ । ଅଚେତ…

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ…