Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନ୍ତ୍ରିମଣ୍ଡଳ ସଂପ୍ରସାରଣ: ଯୁବ, ମହିଳାଙ୍କୁ ଫୋକସ୍ !

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପରେ ବଢିଛି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା । ବିଜେପି ହାଇକମାଣ୍ଡରୁ ଗ୍ରୀନ୍ ସିଗନାଲ ମିଳି ସାରିଥିବା ବେଳେ ମନ୍ତ୍ରୀ ପଦକୁ ନେଇ ଘନ ଘନ ବୈଠକ ବସୁଛି । ରାଜ୍ୟର ସବୁ ଅଞ୍ଚଳରୁ ପ୍ରତିନିଧିତ୍ବ ସାଙ୍ଗକୁ ଜାତି ସମୀକରଣ କଷୁଛନ୍ତି…

ଗୋପାଳପୁର ଗଣଦୁଷ୍କର୍ମ ମାମଲା; ନିଜ ଆଡ଼ୁ ମାମଲା ରୁଜୁ କଲା ଏନଏଚଆରସି

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ…

ରାଜ୍ୟପାଳଙ୍କ କ୍ଷୋଭ; ‘ସ୍କିମ୍‌ ବିଷୟରେ ଅଫିସର ମାନେ ବି ଜାଣୁନାହାନ୍ତି’

ଭୁବନେଶ୍ୱର: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ଉଦ୍‌ବେଗ ପ୍ରକାଶ କଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ଆଜି ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅସନ୍ତୋଷ ପ୍ରକାଶ କରି ରାଜ୍ୟପାଳ କହିଛନ୍ତି ଯେ, ଓଡିଶାର ୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍‌ ନେଇ ଅବଗତ ଅଛନ୍ତି । ରାଜ୍ୟର…

ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ୨୫ରେ ଛାତ୍ର ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ,ଦୁଷ୍କର୍ମ,ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଜୁନ୍ ୨୫ ତାରିଖ ଦିନ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ଦେଇଛି । ଆଜି…

ଭଦ୍ରକରେ ଖୋଲିଲା ସ୍କୁଲ, କଲେଜ

ଭଦ୍ରକ ଜିଲ୍ଲାରେ ଆରମ୍ଭ ହେଲା ପାଠ ପଢା । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକ ଆଜିଠାରୁ ଖୋଲିଛି । ଗତ ୨୦ ତାରିଖରେ ସ୍କୁଲ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ । ହେଲେ ଜିଲ୍ଲାର କେତେକ ସ୍ଥାନରେ ଝାଡାବାନ୍ତି ଲାଗି ରହିଥିବାରୁ ସ୍କୁଲ, କଲେଜ ବନ୍ଦ ପାଇଁ ଜିଲ୍ଲାପାଳ…

ରାଜ୍ୟରକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା, ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା। ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର। ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ କରାଯାଇଛି ସଚେତନ। ରଥଯାତ୍ରା ସମୟରେ ଯେମିତି ପୁରୀକୁ ଡାଇରିଆ ନବ୍ୟାପିବ ତାକୁ ଗୁରୁତ୍ବ ଦିଆଯାଇଛି। ସେହିପରି ୩୮୭…

ଝଡବର୍ଷା ନେଇ ଏସବୁ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର ଅପରାହ୍ନ ୪ଟା ୧୮ମି. ପର୍ଯ୍ୟନ୍ତ ଓଡ଼ିଶାର ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ନୟାଗଡ଼ର କିଛି ସ୍ଥାନରେ ମଧ୍ୟମ ଧରଣର ଝଡ଼ବର୍ଷା/ବଜ୍ରପାତ ହୋଇପାରେ। ଏହାବ୍ୟତୀତ…

ଜୈବିକ ଅମୃତ ଅନ୍ନରେ ପ୍ରସ୍ତୁତ ହେବ କୋଠଭୋଗ

ପୁରୀ: ଚଳିତବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ବିଜେ ସମୟରେ କୋଠଭୋଗ ପ୍ରସ୍ତୁତ ନେଇ ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ । ଚଳିତବର୍ଷ ରଥଯାତ୍ରାରେ ଜୈବିକ ଅମୃତ ଅନ୍ନରେ କୋଠଭୋଗ ପ୍ରସ୍ତୁତ ହେବା ନେଇ ନିଷ୍ପତ୍ତି ହୋଇଛି । କୋରାପୁଟର ‘ପ୍ରଗତି’ ଅନୁଷ୍ଠାନ ଅମୃତ…

ଇନ୍ଦୋର-ଭୁବନେଶ୍ୱର ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି; ରନୱେରୁ ଫେରିଲା

ଭୁବନେଶ୍ୱର: ଇନ୍ଦୋରରୁ ଭୁବନେଶ୍ୱର ଯାଉଥିବା ଇଣ୍ଡିଗୋ ବିମାନ '6E 6332' (ଏୟାରବସ୍ A320 ନିଓ ବିମାନ) ସୋମବାର ଦିନ ମଝି ରନୱେରୁ ଫେରି ଯାଇଛି। ସୂଚନା ଅନୁଯାୟୀ, ବିମାନଟି ଉଡ଼ାଣ ପାଇଁ ପ୍ରସ୍ତୁତ ହେଉଥିଲା ବେଳେ ଏଥିରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଏଥିରେ ୧୪୦ ଜଣ ଯାତ୍ରୀ…

ଗୋପାଳପୁର ଗଣ ଦୁଷ୍କର୍ମ ମାମଲା: ଚାଲିଛି ରେକର୍ଡ ଯାଞ୍ଚ୍, ୩ ଦିନିଆ ରିମାଣ୍ଡରେ ଯିବେ ୬ ଅଭିଯୁକ୍ତ

ବ୍ରହ୍ମପୁର: ରିମାଣ୍ଡରେ ଯିବେ ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ୬ ଅଭିଯୁକ୍ତ । ୩ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । ଗୁରୁବାର ବ୍ରହ୍ମପୁର ମଣ୍ଡଳ କାରଗାରରେ ଅଭିଯୁକ୍ତଙ୍କର TI ପରେଡ ହୋଇଥିଲା । ଟିଆଇ ପରେଡରେ ଅଭିଯୁକ୍ତମାନଙ୍କୁ ପୀଡ଼ିତା ଚିହ୍ନଟ କରିଛି। ଗୋପାଳପୁର…