Latest Odisha News

BREAKING NEWS

Browsing Category

ଓଡିଶା

Odisha

ଛତୁଆ ଦୁର୍ନୀତି: ସାବଧାନ୍! ହେବ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ରାଜ୍ୟରେ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଖାଦ୍ୟ ଅତି ନିମ୍ନମାନର ହୋଇଥାଏ । ଯାହାକୁ ନେଇ ଆଜି…

ରାଜ୍ୟରେ ଆରମ୍ଭ ହେଲା ‘ପିଏମ ଉଷା’

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପିଏମ୍ ଉଷା । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଗୁଣବତ୍ତା ବୃଦ୍ଧି କରିବା ପାଇଁ ଆଜି କୃଷି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ପିଏମ୍ ଉଷା ଯୋଜନା ଶୁଭାରମ୍ଭ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,…

ସୁରକ୍ଷାବାହିନୀ ଗୁଳିରେ ୩ ନକ୍ସଲ ମୃତ

ମାଲକାଗିରି: ମାଲକାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଓ କଂକେର ସୀମାବର୍ତ୍ତି ଜଙ୍ଗଲରେ ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ମହିଳା ନକ୍ସଲ । ମୃତ ମହିଳା ନକ୍ସଲମାନେ ହେଲେ ଶାନ୍ତି, ଲକ୍ଷ୍ମୀ ଓ ସବିତା । ସେମାନଙ୍କଠାରୁ ୩ଟି ବନ୍ଧୁକ ସହ ବିସ୍ଫରୋକ ଜବତ କରାଯାଇଛି । ଖବର…

ଚିକିଟି ମଦ ମୃତ୍ୟୁ: ପୁଣି ଗଲା ଆଉ ଏକ ଜୀବନ

ବ୍ରହ୍ମପୁର: ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ଆଉ ଜଣଙ୍କ ଜୀବନ ଯାଇଛି । ଏଥିସହିତ ଚିକିଟି ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଚିକିଟି ବିଷାକ୍ତ ମଦ ପିଇ ୧୬ ଜଣ ଅସୁସ୍ଥ ହୋଇଥିବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି ।  ବ୍ରହ୍ମପୁର ଏମକେସିଜି ଆଇସିୟୁରେ ଚିକିତ୍ସାଧୀନ…

ପାରାଦୀପ ବନ୍ଦରରେ ୩ ଘାନା ନାଗରିକ, କରୁଥିଲେ କି ଅନୁପ୍ରବେଶ?

ପାରାଦୀପ: ପାରାଦୀପ ବନ୍ଦରରୁ ଠାବ ହେଲେ ୩ ଘାନା ନାଗରିକ । ରୁଷିଆରୁ ପାରାଦୀପ ବନ୍ଦର ଆସିଥିବା କୋଇଲା ବୋଝେଇ ଜାହାଜରେ ୩ ଘାନା ନାଗରିକକୁ ଠାବ କରିଛନ୍ତି କର୍ତ୍ତୃପକ୍ଷ । ଯାହାକୁ ନେଇ ଆରମ୍ଭ ହୋଇଛି ତନାଘନା । କେଉଁ ଉଦ୍ଦେଶ୍ୟ ଓ କେଉଁ ପରିସ୍ଥିତିରେ ସେମାନେ ଭାରତ ମଧ୍ୟକୁ ପ୍ରବେଶ…

ବାର୍ଡ ଫ୍ଲୁ ଆତଙ୍କ: ସମସ୍ତ କୁକୁଡ଼ା ଦୋକାନୀଙ୍କୁ ସତର୍କକଲା ବିଏମ୍‌ସି

ଭୁବନେଶ୍ବର: ରାଜ୍ୟରେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି । ଏନେଇ ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଇଛି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) । ରାଜଧାନୀର ଆଖପାଖ ଅଞ୍ଚଳରେ ଏହି ଭୂତାଣୁ ସଂକ୍ରମିତ ହେଉଥିବାରୁ ଉକ୍ତ ଅଞ୍ଚଳରୁ କୁକୁଡ଼ା ନ…

ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଇଓ ସୀତାରାମ ପାତ୍ରଙ୍କ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ ସହ,…

କେଉଁ କାରଣରୁ ଜୀବନ ହାରିଲେ ହାବିଲଦାର?

କଟକ: କଟକ ଓଏମପି ବାରାକରେ ଜଣେ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ୬ ନମ୍ବର ବାଟାଲିଅନର ବାରାକରେ ବେକରେ ଗାମୁଛା ଲାଗି ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ମୃତ ହାବିଲଦାର ଜଣକ ହେଲେ ତ୍ରିଲୋଚନ…

୩ଟି ଲ୍ୟାଣ୍ଡମାଇନ ଠାବ, ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜପୁର ଜିଲ୍ଲାର ପେଦ୍ଦଗେଲୁର ଅଞ୍ଚଳରେ ବିସ୍ଫୋରଣ ପୂର୍ବରୁ ଉଦ୍ଧାର ହେଲା ଲ୍ୟାଣ୍ଡମାଇନ । ଫଳରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଯବାନ । ଖବର ମୁତାବକ, ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଭିନ୍ନ ଭିନ୍ନ ସ୍ଥାନରେ ୩ଟି ଲ୍ୟାଣ୍ଡ…

ସେପ୍ଟେମ୍ବରରେ ଏହି ତିନି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ସେପ୍ଟେମ୍ବର ମାସରେ ତିନି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ବର୍ତ୍ତମାନ ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ, ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ ଛୁଟି ଓ…