Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ପରିଚଳନା କମିଟି ବୈଠକ ଶେଷ; ପହଣ୍ଡି ବିଭ୍ରାଟକୁ ନେଇ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ଆଜି ନୀଳାଦ୍ରି ଭକ୍ତ ନିବାସରେ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଡପ ପହଣ୍ଡି ଦିନ ପ୍ରଭୂ ବଳଭଦ୍ର ପଡ଼ିଯିବା ଘଟଣାରେ ସମସ୍ତେ ଦୁଃଖିତ ଥିଲେ ମଧ୍ୟ ଆଉ ଥରେ ଯାଞ୍ଚ ପାଇଁ ତିନି ଜଣିଆ କମିଟି…

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ରହିବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ବର: ମହିଳାଙ୍କୁ ସମ୍ମାନ ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ରହିବ । ଏହା ସହ ସର୍ବସାଧାରଣ ସ୍ଥାନରେ ମଧ୍ୟ ଏହି କକ୍ଷ ରହିବ । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ…

ରାସ୍ତା କଡକୁ ଓଲଟିଲା ସ୍କୁଲ ଭ୍ୟାନ୍, ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ଭଦ୍ରକ: ରାସ୍ତା କଡକୁ ଓଲଟିଲା ସ୍କୁଲ ଭ୍ୟାନ । ଏଥିରେ ୧୦ ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ଘଟିଛି ଭଦ୍ରକ ଚାନ୍ଦବାଲି ମୁଖ୍ୟ ରାସ୍ତାରେ । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଚାନ୍ଦବାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ସ୍କୁଲ ଛୁଟିହେବା ପରେ…

ଇ-କେଓ୍ବାଇସିକୁ ନେଇ କ’ଣ କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଜାଣନ୍ତୁ…

ଭୁବନେଶ୍ବର: ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଏଥିପାଇଁ ପର୍ଯ୍ୟାପ୍ତ ସମୟ ମିଳିବ । ସମସ୍ତ ହିତାଧିକାରୀଙ୍କୁ ନୋଟିସ୍ ପଠାଯିବ । ମନ୍ତ୍ରୀ ଆହୁରି…

ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା

ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ ଆଉ ଏକ ବର୍ଷ ପର୍ଯ୍ୟନ୍ତ ବଢାଇ…

ଧର୍ମଶାଳା…ହିମାଂଶୁ ବନାମ ପ୍ରଣବ

ଭୁବନେଶ୍ବର: ହିମାଂଶୁ ସାହୁ ବନାମ ପ୍ରଣବ ବଳବନ୍ତରାୟ । ବିଧାୟକ ବନାମ ପୂର୍ବତନ ବିଧାୟକ । ଦୁଇ ନେତାଙ୍କ ମଧ୍ୟରେ ତୁ ତୁ ମେ ମେ କୁ ନେଇ ଉଠୁଛି ପଡୁଛି ଧର୍ମଶାଳା ରାଜନୀତି। କେତେବେଳେ ସ୍ବର୍ଗତ କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ତ କେତେବେଳେ ଧର୍ମଶାଳାରେ ଆଇନ ଶୃଙ୍ଖଳାକୁ ନେଇ ଉଭୟ…

‘ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ’

ଭୁବନେଶ୍ୱର: ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ବିଜୁ ଜନତା ଦଳର ଆଦର୍ଶ । ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ ୨୭ ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି । ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ…

ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ

ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଣିକି ନୂଆ ସରକାର ପିଜି ଓ…

ପୁଣି ସଂଶୋଧନ ହେବ ବିଶ୍ବବିଦ୍ୟାଳୟ ଆଇନ, ଫେରିବ ସିନେଟ୍

ଭୁବନେଶ୍ବର: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ । ଗୃହରେ ବିଜେଡି ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ମନ୍ତ୍ରୀ କହିଛନ୍ତି, ପୁଣି ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ ହେବ । ପୁରୁଣା…

ହୀରାକୁଦ ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର: ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ କରୁଛି ହୀରାକୁଦ ।