Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ

ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଣିକି ନୂଆ ସରକାର ପିଜି ଓ…

ପୁଣି ସଂଶୋଧନ ହେବ ବିଶ୍ବବିଦ୍ୟାଳୟ ଆଇନ, ଫେରିବ ସିନେଟ୍

ଭୁବନେଶ୍ବର: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ । ଗୃହରେ ବିଜେଡି ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ମନ୍ତ୍ରୀ କହିଛନ୍ତି, ପୁଣି ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ ହେବ । ପୁରୁଣା…

ହୀରାକୁଦ ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର: ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ କରୁଛି ହୀରାକୁଦ ।

କେବେ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର ? ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ କରିବାକୁ ଅନୁଧ୍ୟାନ

ପୁରୀ: କୋଭିଡ ପରଠାରୁ ବନ୍ଦ ରହିଛି ଶ୍ରୀଗୁଣ୍ଡିଚା ମନ୍ଦିର। କେବେ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ସେନେଇ ଚାଲିଛି ଚର୍ଚ୍ଚା। ଏହାରି ଭିତରେ ମନ୍ଦିରର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଶେଷ କରିବା ପାଇଁ ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ମୁଖ୍ୟ ପ୍ରଶାସକ। ତେବେ ମାର୍ଚ୍ଚ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା…

ଗିରଫ ହେଲେ ସସ୍ମିତା: ଚାକିରୀ ଦେବା ନାଁରେ ଠକି ଥିଲେ ଲକ୍ଷ ଲକ୍ଷ ଟଙ୍କା

ମାଲକାନଗିରି: ଗିରଫ ହେଲେ ପୂର୍ବ ବିଜେଡି ନେତ୍ରୀ ସସ୍ମିତା ମାଝୀ । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି ମାଥିଲି ପୋଲିସ । ବିଜେଡିରୁ ବହିଷ୍କାର ହୋଇଥିବା ମାଲକାନଗିରି ମୈଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି ଗତ ଦୁଇ…

ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ, ୬ଟି ସ୍ଥାନରେ ଚାଲିଛି ରେଡ୍‌

ବାଲେଶ୍ବର: ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ। କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚାଲିଛି ରେଡ୍‌। ବାଲେଶ୍ବର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଏହି ରେଡ୍ । ବାଲେଶ୍ବର…

ବିଦ୍ୟୁତ ଆଘାତରେ ଦନ୍ତାର ମୃତ୍ୟୁ!

ଖୋର୍ଦ୍ଧା: ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ। ଖୋର୍ଦ୍ଧା ବନଖଣ୍ଡ ଡମଣଭୂଇଁ ଭଣ୍ଡାରୀଝର ନିକଟରେ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତଥାପି ମୃତ୍ୟୁର କାରଣ ଏବେବି…

ବଣ୍ଡା ଘାଟିରୁ ମେଡିକାଲ କ୍ୟାରିୟର: ମଙ୍ଗଳା ମୁଦୁଲିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ପାଠ ପଢିବାର ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅଭାବ ଅନଟନ । ଦିନେ ପାଠ ପଢିବାକୁ ସ୍ବପ୍ନ ଦେଖୁଥିବା ବଣ୍ଡାଘାଟିର ପୁଅ ବନିବେ ଡାକ୍ତର । ନିଟ୍‌(NEET) ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଡାକ୍ତରୀ ପାଠ ପଢିବାର ସୁଯୋଗ ପାଇଛନ୍ତି ମାଲକାନଗିରି ବଣ୍ଡାଘାଟିର ପୁଅ ମଙ୍ଗଳା ମୁଦିଲି।…

ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର, ଦୁଷ୍କର୍ମ ଓ ହତ୍ୟା ହୋଇଥିବା ଅଭିଯୋଗ

ବାଲେଶ୍ବର: ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର। ରେମୁଣା ଥାନା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ମ ଶ୍ରେଣୀର ଛାତ୍ରୀ। ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ। ସୂଚନା ଅନୁସାରେ ତିନିଦିନ ହେଲା…

ମାଓ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାବାହିନୀ, ବିସ୍ଫୋରକ ଜବତ

ମାଲକାନଗିରି: କମ୍ବିଂ ଅପରେସନରେ ଯାଇଥିବା ବେଳେ ଛତିଶଗଡ଼ ସୁକୁମା ଜିଲ୍ଲାର ଏକ ଜଙ୍ଗଲରେ ମାଓକ୍ୟାମ୍ପ ଧ୍ୱଂସ କରିଛନ୍ତି ଯବାନ। ମାଓ କ୍ୟାମ୍ପରୁ ଯବାନମାନେ ବିପୁଳ ଗୋଳାବାରୁଦ, ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରିଛନ୍ତି। ଜବତ ସାମଗ୍ରୀ ମଧ୍ୟରେ ଗୋଟିଏ ବନ୍ଧୁକ, ଡିଟୋନେଟର, କୋଡେକ୍ସ…