Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ସୁଦୃଢ ହେବ ଶଙ୍କରାଚାର୍ଯ୍ୟଙ୍କ…

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା ଓ ସଂରକ୍ଷଣ, ସମସ୍ତ…

ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ସଭ୍ୟତାଗତ ସଂଯୋଗକୁ ନେଇ ଆୟୋଜନ ହେବ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ବର: ଚଳିତ ମେ' ମାସ ୨୪ ତାରିଖ ଏବଂ ୨୫ ତାରିଖ ଅର୍ଥାତ୍‌ ଦୁଇ ଦିନ ଧରି ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯିବ । "କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ" ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେବ । ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ…

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ କ୍ରାଇମ…

ବିଦେଶରେ ଚାକିରୀ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ, ଜଣେ ଗିରଫ

ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳର…

ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର ମିଳିତ ସହଯୋଗରେ ଏବଂ ଟେରେଡ଼େସ ହୋମସ,…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କିରାଣି

ବାରିପଦା: ଲାଞ୍ଚ ମାଗିବା ପଡିଲା ମହଙ୍ଗା। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ମ୍ୟୁନିସିପାଲଟି କିରାଣି। ବାରିପଦା ମ୍ୟୁନିସିପାଲଟିର କିରାଣି ଗୋପାଳ ପ୍ରଧାନ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ। ଏମ ଡି ଜାଭେଦଙ୍କ ବାପାଙ୍କ ନାଁରେ ବାରିପଦା ସହର ଟ୍ରାଫିକ ଛକ ନିକଟରେ…

ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ…

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ  । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବ । ଏଥିପାଇଁ…

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା…

ଭିଜିଲାନ୍ସ ଜାଲରେ ଜେଇ, ଏକକାଳନ ୮ଟି ସ୍ଥାନରେ ରେଡ୍

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌…