Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha flood:କାହିଁକି ବନ୍ୟା ପରିସ୍ଥିତି ସୃଷ୍ଟି ହେଲା ସ୍ପଷ୍ଟ କଲେ EIC

ଭୁବନେଶ୍ୱର:ମହାନଦୀ ସହ ଅନ୍ୟ ନଦୀମାନଙ୍କରେ ବନ୍ୟା ଆଶଙ୍କା ଟଳିଛି । ସ୍ଥିତି ସମୀକ୍ଷା କରି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ଏହା ସହ କେଉଁ କାରଣ ପାଇଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସ୍ପଷ୍ଟ କରିଛନ୍ତି ଇଆଇସି । ବନ୍ୟା ସ୍ଥିତିକୁ ଜଳସମ୍ପଦ…

ନିଶା କ୍ଷେତ୍ରରେ ‘ଜିରୋ ଟୋଲେରାନ୍ସ’: ମାଫିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; କହିଲେ “ସୁଧୁର,…

ଭୁବନେଶ୍ୱର: ‘ନିଶାମୁକ୍ତ ଯୁବ - ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ ଅବସରରେ ଓଡ଼ିଶାକୁ ଏକ ସମ୍ପୂର୍ଣ୍ଣ ନିଶାମୁକ୍ତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ଗ୍ରହଣ କରିଛନ୍ତି। କଳିଙ୍ଗ ଷ୍ଟାଡିୟମ ଠାରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ…

ରାଜ୍ୟରେ ବନ୍ୟା ସ୍ଥିତି; ପ୍ରଥମ ପର୍ଯ୍ୟାୟ UG ଆଡମିସନ୍ ପ୍ରକ୍ରିୟାର ଶେଷ ତାରିଖ ବୃଦ୍ଧି

ଭୁବନେଶ୍ୱର: ସାରା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଥିବାରୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଛାତ୍ର ଏକାଡେମିକ୍ ପରିଚାଳନା ପ୍ରଣାଳୀ (SAMS) ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଚାଲିଥିବା ପ୍ରଥମ ପର୍ଯ୍ୟାୟ UG ଆଡମିସନ୍ ପ୍ରକ୍ରିୟାର ଶେଷ ତାରିଖ ବୃଦ୍ଧି କରିଛି। ଲଗାତାର…

ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି; ସୁରକ୍ଷାରେ ୪୦ ପ୍ଲାଟୁନ୍ ପୋଲିସ…

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ। ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ସେ ଏହି ଗସ୍ତରେ ରହିବେ। ଯାହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଛି। ସୂଚନା ଅନୁଯାୟୀ, ଆସନ୍ତାକାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର…

Soumya Ranjan Death Case: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ସରେଣ୍ଡର ପରେ ସସପେଣ୍ଡ ହେଲେ IFS…

ଭୁବନେଶ୍ୱର: ୨୦୨୧ ମସିହାର ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ (ସହକାରୀ ବନ ସଂରକ୍ଷକ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପ୍ରଶାସନିକ ପଦକ୍ଷେପ ନେଇଛନ୍ତି। ବର୍ତ୍ତମାନ ଓଡ଼ିଶା ବନ ଉନ୍ନୟନ ନିଗମ (OFDC)ର ବାଣିଜ୍ୟ (କମର୍ସିଆଲ୍) ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ…

BKPPER: ବିକାଶର ନୂଆ ମଡେଲକୁ କ୍ୟାବିନେଟର ମଞ୍ଜୁରୀ, ରାଜ୍ୟର ପ୍ରଥମ ସିଟି ଇକୋନୋମିକ୍ ରିଜିଅନ୍ ହେବ…

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ୪୫ତମ ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

Odisha Cabinet: ପିଏମ୍ ଆବାସ ଯୋଜନା ୨.୦, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ୨.୦ ସହ ଜଳସେଚନ ପ୍ରକଳ୍ପ, ଜାଣନ୍ତୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି…

ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇ ପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ…

State Cabinet:୬ ବିଭାଗର ୧୧ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କ୍ୟାବିନେଟ ବୈଠକରେ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର:ମହାନଦୀରେ ଆଉ ବନ୍ୟାର ଆଶଙ୍କା ନାହିଁ । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା, ଦୁଇ ଦିନ ତଳେ ଥିଲା ସର୍ବାଧିକ ବନ୍ୟା । ଆଉ ପାଣି ବଢ଼ିବାର ଆଶଙ୍କା ନାହିଁ । ହୀରାକୁଦରେ ଏବେ ୬୨୫ ଫୁଟ ପାଣି ଅଛି । ଉପରମୁଣ୍ଡରୁ ପାଣି କମିଛି । ଗତକାଲି ୨୨ ଗେଟ ଖୋଲା ଥିଲା । ଆସନ୍ତା…