Latest Odisha News

BREAKING NEWS

Browsing Category

ଓଡିଶା

Odisha

କଫ୍ ସିରଫ୍ ଚୋରି କରି ନିଲମ୍ବିତ ହେଲେ ଏଏସଆଇ

ସମ୍ବଲପୁର: କଫ ସିରଫ କରି ଫଶିଲେ ଏଏସଆଇ । ମାଲଖାନାରୁ କଫ୍‌ ସିରପ୍ ଚୋରି କରି ନିଲମ୍ବିତ ହୋଇଛନ୍ତି ଟାଉନ୍‌ ଥାନାରେ କାର୍ଯ୍ୟରତ ଏଏସଆଇ ବିଦ୍ୟୁତ୍ ପଣ୍ଡା । ମାଲଖାନାରୁ ଜବତ ୨ ପେଟି କଫ୍ ସିରଫ୍‌ ସେ ଚୋରି କରିଥିଲେ । ଏହା ଜାଣିବା ପରେ ଏନେଇ ଅନ୍ୟ ଅଧିକାରୀ ମାନେ ଅଭିଯୋଗ ଆଣିଥିଲେ ।…

ସରକାରୀ କର୍ମଚାରୀ ଓ ଅଧିକ ଆୟ ଥିବା ଲୋକଙ୍କ କଟିଲାଣି ୨୬ହଜାର ରାସନ କାର୍ଡ

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୮ହଜାର ୪୪୨ଜଣ ସରକାରୀ କର୍ମଚାରୀ ଓ ଅଧିକ ଆୟ ଥିବା ୮ହଜାର ୧୫୦କୁ ମିଶାଇ ମୋଟ ୨୬ ହଜାର ୫୯୨ଜଣଙ୍କ ରାସନ କାର୍ଡ କଟି ଯାଇଥିବା ସୂଚନା ମିଳିଛି । ତେବେ ରାସନ କାର୍ଡ ଫେରାଇଥିବା ସରକାରୀ କର୍ମଚାରୀ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ରହିଛନ୍ତି…

ବଢୁଛି ଜଳସ୍ତର; ଜୁନ୍ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ଆଲର୍ଟରେ ୧୫ ଜିଲ୍ଲା

ସମ୍ବଲପୁର: ଉପରମୁଣ୍ଡରେ ଲଗାତାର ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ନଜରରେ ରଖି ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏକ ଚେତାବନୀ ଜାରି କରିଛନ୍ତି । ତଳ ମୁଣ୍ଡର ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି…

ଓଡ଼ିଶା ହାଇକୋର୍ଟଙ୍କ ଅଭିନବ ରାୟ; ୨ ମାସ ବ୍ୟାଙ୍କ ପରିସର ସଫା କରିବେ ଅଭିଯୁକ୍ତ

କଟକ: ବ୍ୟାଙ୍କ ଠକେଇ ମାମଲାରେ ଓଡ଼ିଶା ହାଇକୋର୍ଟ ଏକ ଅଭିନବ ରାୟ ପ୍ରକାଶ କରିଛନ୍ତି । ଅଭିଯୁକ୍ତକୁ ଜାମିନ ମଞ୍ଜୁର କରିବା ସହିତ ନିଆରା ସର୍ତ୍ତ ରଖିଛନ୍ତି ହାଇକୋର୍ଟ । ଅଭିଯୁକ୍ତ ମହିଳା ମନୋଜ୍ଞାନ ପଟ୍ଟନାୟକଙ୍କୁ ସମ୍ପୃକ୍ତ ବ୍ୟାଙ୍କରେ ପ୍ରତିଦିନ ସଫେଇ କାମ କରିବାକୁ ନିର୍ଦ୍ଦେଶ…

ଭୁବନେଶ୍ୱରରେ ରହସ୍ୟମୟ ବର୍ଷା: ଗୋଟିଏ ସ୍ଥାନରେ ବର୍ଷୁଛି, ଅଧ କିଲୋମିଟର ଦୂରରେ ପ୍ରବଳ ଖରା

ଭୁବନେଶ୍ୱର: ଆପଣ କେବେ ଭୁବନେଶ୍ୱରରେ ବର୍ଷା ଦିନକୁ ଉପଭୋଗ କରିଛନ୍ତି? ଯଦି ଆପଣ ଭୁବନେଶ୍ୱରରେ ରହୁଥିବେ ତ ନିଶ୍ଚିତ ଭାବେ ଭୁବନେଶ୍ୱର ବର୍ଷା ଦେଖିଥିବେ। ଆପଣ ଖଣ୍ଡଗିରିରୁ ବାହାରୁଥିବେ ପ୍ରବଳ ବର୍ଷା ହେଉଥିବ, ଆଉ କିଛି ବାଟ ଗଲାପରେ ପ୍ରବଳ ଖରା ଏବଂ ଗରମ। ଏହି ସମୟରେ ଭାବୁଥିବେ ମାତ୍ର…

କୋଟିଆ ପାଇଁ ୧୬ ଜଣିଆ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: କୋଟିଆ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଛି କମିଟି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ କମିଟି ଗଠନ ହୋଇଛି । ଏହି କମିଟିରେ…

ଟୋକିଓ ଗସ୍ତରେ ଅପରାଜିତା ଷଡଙ୍ଗୀ, ବିଦେଶରେ ପାକିସ୍ତାନର ମୁଖା ଖୋଲିଲେ ପ୍ରତିନିଧି…

ନୂଆଦିଲ୍ଲୀ: 'ଅପରେସନ ସିନ୍ଦୁର’ର ସର୍ବଦଳୀୟ ସାଂସଦ ଟିମ୍ ଗୁରୁବାର ଟୋକିଓରେ ପହଞ୍ଚି ଏଡୋଗାୱାଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଏହି ଅଭିଯାନକୁ ଆରମ୍ଭ କରିଛନ୍ତି। ପରେ ଜାପାନର ବୈଦେଶିକ ମନ୍ତ୍ରୀ ତାକେଶୀ ଇଞ୍ଛାୟାଙ୍କୁ ଏହି ପ୍ରତିନିଧି ଦଳ…

୨୦୩୫ ସୁଦ୍ଧା ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର ସ୍ଥାପନ ପାଇଁ ଭାରତର ଯୋଜନା: ଇସ୍ରୋ ଅଧ୍ୟକ୍ଷ

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର ସ୍ଥାପନ କରିବାର ଯୋଜନା ରଖିଥିବା ନେଇ ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି। ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ…

ଡିଜିଟାଲ୍ ଗିରଫ କରିବାକୁ ଧମକ ଦେଇ ୭୩.୬୨ ଲକ୍ଷ ଠକେଇ ;ଅଭିଯୁକ୍ତ ଗିରଫ

ଭୁବନେଶ୍ବର:ଡିଜିଟାଲ୍‌ ଗିରଫ ଭୟ ଦେଖାଇ ସାଇବର ଲୁଟ୍‌ । ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ ସାଇବର ୟୁନିଟ୍‌ । ପାରାଦୀପରୁ ଜଣଙ୍କ ଠାରୁ ୭୩.୬୨ ଲକ୍ଷ ଠକେଇ ଅଭିଯୋଗରେ ଗିରଫ । ଡିଜିଟାଲ୍ ଗିରଫ କରିବାକୁ ଧମକ ଦେଇ ଜଣେ ବ୍ୟକ୍ତିଙ୍କ ଠାରୁ ୭୩.୬୨ ଲକ୍ଷ ଠକେଇ କରିବା ଅଭିଯୋଗରେ କ୍ରାଇମ୍…

କଳିଙ୍ଗନଗର ଶିଳ୍ପାଞ୍ଚଳରେ ଇମ୍ଫାର ସମ୍ପ୍ରସାରିତ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ୍ ଲିମିଟେଡ୍ (ଇମ୍ଫା) ପକ୍ଷରୁ ଆଜି କଳିଙ୍ଗ ନଗରରେ ଏହାର ନୂତନ ଅତ୍ୟାଧୁନିକ ପ୍ଲାଣ୍ଟର ଶିଳାନ୍ୟାସ ହୋଇଛି। ରାଜ୍ୟର  ଶିଳ୍ପ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ସମ୍ପଦ ଚନ୍ଦ୍ର ସ୍ୱାଇଁ, ସମବାୟ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ…