Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଚ୍ୟୁତ ସାମନ୍ତଙ୍କ ନାମରେ ନାମିତ ହେଲା ଆମେରିକାର ଗବେଷଣା ପ୍ରତିଷ୍ଠାନ

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କସ୍ଥିତ ସିଟି ୟୁନିଭର୍‍ସିଟିରେ ଶିକ୍ଷାବିତ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ନାମରେ ଏକ ଗବେଷଣା ପ୍ରତିଷ୍ଠାନ ନାମିତ କରାଯାଇଛି। ପ୍ରତିଷ୍ଠାନର ନାମ ରହିଛି ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ୍ କ୍ୟୁନି କ୍ରେଷ୍ଟ ଇନଷ୍ଟିଚ୍ୟୁଟ’ (ଏଏସଆଇଆଇସିସିଆଇ)।…

ରାଜ୍ୟରେ କୋଭିଡ ସଂକ୍ରମଣ ପାଇଁ ଚିନ୍ତା କରିବାର କୌଣସି କାରଣ ନାହିଁ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର: ବର୍ତ୍ତମାନ ପୁଣି ଭାରତରେ କୋଭିଡ ବ୍ୟାପୁଥିବାବେଳେ, ଓଡିଶାରେ ଜଣେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ମାମଲା ଚିହ୍ନଟ ହୋଇଛି । ସଂକ୍ରମିତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିଲେ। ସେ ବର୍ତ୍ତମାନ କ୍ୱାରାଣ୍ଟାଇନରେ ଅଛନ୍ତି । ଏହି ନୂତନ ମାମଲା…

ଏସଟିଏଫ୍ ପଞ୍ଝାରେ ବ୍ରାଉନ ସୁଗର ବେପାରୀ, ୩୩୦ ଗ୍ରାମ ଧଳା ଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଛି । ବିଶେଷ ସୂତ୍ରରୁ ଖବରପାଇ ଏସଟିଏଫ୍ ର ଏକ ଟିମ୍ ରସୁଲଗଡର ପାଣ୍ଡରା ରାସ୍ତାରୁ ବ୍ରାଉନ ସୁଗର ବେପାରୀ ପ୍ରକାଶ ସେଠୀକୁ ଗିରଫ କରିଛନ୍ତି । ପ୍ରକାଶ ନିକଟରୁ ୩୩୦ ଗ୍ରାମର ବ୍ରାଉନ ସୁଗର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୪ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା: ରାୟଗଡ଼ ଜିଲ୍ଲା କାଶିପୁର ବ୍ଲକର ୪ ଜଣ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ୨୦ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଗିରଫ ହେଲେ ଏହି ୪ କର୍ମଚାରୀ। ଜଳ ବିଭାଜିକା ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ନାଏକ ବନ୍ଧା ହେଲେ। ସେହିପରି ମୂର୍ତ୍ତିକା ସଂରକ୍ଷଣ…

ମଦ ଭାଟିରେ ଅବକାରୀ ବିଭାଗର ଚଢାଉ ବେଳେ ୫ ଆହତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ମାଲିଡିହି କରଲାକାନୀ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦେଶୀ ମଦ କାରବାର ଚାଲିଥିବାବେଳେ ବିଶେଷ ସୂତ୍ରରୁ ଖବରପାଇ ଆଜି ମଦ ଭାଟି କର୍ମଚାରୀଙ୍କ ଉପରେ ଚଢଉ କରିଥିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍ । ଅବକାରୀ ବିଭାଗର ଚଢଉ ବେଳେ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ତିଗିରିଆ ଥାନାର ଏଏସଆଇ

କଟକ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍‍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।…

ମାଇଁକୁ ଗୁଳିକଲା ଭଣଜା, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର କୋଦଳା ଥାନା ରାମପଲ୍ଲି ଗାଁରେ ଚାଞ୍ଚଲ୍ୟ । ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର ହୋଇଯାଇଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ତେବେ ଗୁଳି ମାରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଭଣଜା ।…

ଆଜି ଅବପାତ ରୂପ ନେବ ଲଘୁଚାପ, ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାକୁ ତାତି ପାଇଁ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି । ଆଗକୁ ଦକ୍ଷିଣ ଆରବ ସାଗର କିଛି ଅଞ୍ଚଳ, ମାଳଦ୍ବୀପର କିଛି ଅଂଶ, ଲାକ୍ଷାଦ୍ବୀପର ଅନେକ…

ଓଡିଶାକୁ ଫେରିଲା କୋରୋନା; ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ଭାରତରେ ନିଜର କାୟା ବିସ୍ତାର କରିଛି କୋରୋନା । ଯାହାକୁ ନେଇ ଲୋକଙ୍କ ମନରେ ଏକ ପ୍ରକାର ଭୟର ବାତ୍ତାବରଣ ଦେଖିବାକୁ ମିଳିଥିବାବେଳେ, ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କୋରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି । ନିକଟରେ ସେ…

ଉଚ୍ଚ ଶିକ୍ଷା ପାଇଁ ଓଡ଼ିଶାରେ ବ୍ୟାଙ୍କ ଋଣ କିପରି ପାଇବେ? ଜାଣନ୍ତୁ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଉଁ ଏମିତି ସମୟରେ ଅନେକ ପିଲା ଉଚ୍ଚ ଶିକ୍ଷା ପାଇଁ ସ୍ୱପ୍ନ ଦେଖୁଥିବେ ନିଶ୍ଚିତ। ହେଲେ ଅନେକ ପିଲାଙ୍କ ପାଇଁ ଟଙ୍କା ବାଧକ ସାଜିଥିବ। ଉଚ୍ଚ ଶିକ୍ଷା ଆଜିର ଯୁବପିଢ଼ିର ସ୍ୱପ୍ନ ଓ କ୍ୟାରିଅର ଗଠନର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ହେଲେ…