Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ, ସାମ୍ପଲ କଲେକ୍ସନ ମିଶନ ହେବ ଚନ୍ଦ୍ରୟାନ-୪

ଭୁବନେଶ୍ୱର: ଓଡ଼ିଶାରେ ଇସ୍ରୋ ଅଧ୍ୟକ୍ଷ ଡକ୍ଟର ଭି.ନାରାୟଣନ୍‍ । ଆଜି ସେ ସେଣ୍ଟ୍ରାଲ ଟୁଲ ରୁମ୍‍ ଆଣ୍ଡ ଟ୍ରେନିଂ ସେଣ୍ଟର-ସିଟିଟିସି ଗସ୍ତ କରିଛନ୍ତି । ସିଟିଟିସି ପରିଦର୍ଶନ ସମୟରେ ସେ ଚନ୍ଦ୍ରାୟାନ ଓ ଗଗନାୟନ ଭଳି ଇସ୍ରୋର ଆଗାମୀ ମିଶନ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ଅବସରରେ ସେ ଅପରେସନ…

ଜ୍ୟୋତି ମାଲହୋତ୍ରାଙ୍କ ସହ ପ୍ରିୟଙ୍କା ସେନାପତିଙ୍କ ଆର୍ଥିକ ନେଣଦେଣ; ଚାଲିଛି ଖୋଳତାଡ଼

ପୁରୀ: ପୁରୀର ଝିଅ ପ୍ରିୟଙ୍କା ସେନାପତିଙ୍କ ସହ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କ ଘଟଣାର ତଦନ୍ତ ଚତୁର୍ଥ ଦିନରେ ପହଁଚିଛି। ଘଟଣାର ସବୁ ଦିଗକୁ ନେଇ ତଦନ୍ତ କରାଯାଉଛି। ତଦନ୍ତରେ ପ୍ରିୟଙ୍କା ଓ ତାଙ୍କ ପରିବାର ସହଯୋଗ କରୁଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନ୍ଆଇଏ, ରାଜ୍ୟ ଗୁଇନ୍ଦା ବିଭାଗ ଓ…

ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ ସହ ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

ପୁରୀ: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା କରିଛନ୍ତି । ଆସନ୍ତା ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ପୌରପାଳିକା ଗ୍ରହଣ କରିଥିବା ପଦକ୍ଷେପର ସେ ସମୀକ୍ଷା କରିଛନ୍ତି । ବିଶେଷ କରି ପୁରୀ ହସ୍ପିଟାଲ ଛକରେ କ୍ରସ ଡ୍ରେନ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ। CHSE କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…

ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କ ଘରୁ ୮.୩୭ ଲକ୍ଷ ଟଙ୍କା, ୩୯୦ ଗ୍ରାମ ସୁନା ଅଳଙ୍କାର ଜବତ

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ରାଉରକେଲା ବନ ବିଭାଗ ଅନ୍ତର୍ଗତ ବିସ୍ରାର ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କ ଘରେ ଉପରେ ଚଢାଉ କରି ବୁଧବାର ଦିନ ୮.୩୭ ଲକ୍ଷ ଟଙ୍କା ଏବଂ ୩୯୦ ଗ୍ରାମ ଓଜନର ସୁନା ଅଳଙ୍କାର ଜବତ କରିଛନ୍ତି। ଅଧିକ ପଢନ୍ତୁ:- ଲାଞ୍ଚ ନେଇ ଫସିଲେ ଡେପୁଟି…

ଦୂରହେଲା ଦ୍ୱନ୍ଦ୍ୱ; ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ନେଇହେବ ମାତୃତ୍ୱ ଛୁଟି

ଭୁବନେଶ୍ବର: ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା; ଜୁନରୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ ସରକାର । ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର…

ଏହି ବର୍ଷ ଛାତ୍ର ନିର୍ବାଚନ, ବଡ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନଶ୍ବର: କିଛି ବର୍ଷର ଅନିଶ୍ଚିତତା ଏବଂ ଛାତ୍ର ଅଶାନ୍ତି ପରେ ଏବେ ଶେଷରେ ଛାତ୍ର ନିର୍ବାଚନ ହେବାକୁ ଯାଉଛି । ଓଡ଼ିଶାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଛାତ୍ର ସଂଘ ନିର୍ବାଚନ ଏହି ବର୍ଷ ହୋଇପାରେ। ଏନେଇ ବଡ ସୂଚନା ନେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ…

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ, ୪୩ ପଞ୍ଚାୟତ ପାଇଁ ପଡିବ ଭୋଟ୍

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି…